ଓ୍ବାଶିଂଟନ୍, ୨୪ା୬: ମାଇକ୍ରୋସଫ୍ଟ ସହପ୍ରତିଷ୍ଠାତା ବିଲ୍ ଗେଟ୍ସ ଓ ମେଲିଣ୍ଡା ଫ୍ରେଞ୍ଚ ଗେଟ୍ସ ଗତ ମାସରେ ଛାଡ଼ପତ୍ର ଘୋଷଣା କରିବା ପରେ ବିଶ୍ୱର ସର୍ବବୃହତ୍ ଦାତବ୍ୟ ସଂସ୍ଥା ବିଲ୍ ଆଣ୍ଡ୍ ମେଲିଣ୍ଡା ଗେଟ୍ସ ଫାଉଣ୍ଡେଶନକୁ ପୂର୍ବପରି ଚଲାଇବାକୁ ଉଭୟେ ନିଷ୍ପତ୍ତି ନେଇଥିଲେ। ଫାଉଣ୍ଡେଶନରେ ଟ୍ରଷ୍ଟି ଥିବା ଆମେରିକୀୟ ବ୍ୟବସାୟୀ, ନିବେଶକ ତଥା ଓ୍ବର୍କଶାୟାର ହାଥାଓ୍ବେର ସିଇଓ ଓ୍ବାରେନ ବଫେଟ୍ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଗେଟ୍ସ ଦମ୍ପତି ପରସ୍ପରଠାରୁ ଅଲଗା ହେବା ପରେ ଉକ୍ତ ଫାଉଣ୍ଡେଶନରେ ଅସ୍ଥିରତା ବଢ଼ିଥିବାବେଳେ ୯୦ ବର୍ଷୀୟ ବଫେଟ୍ ସେଥିରୁ ବାହାରି ଯାଇଥିବା ବୁଧବାର ଘୋଷଣା କରିଛନ୍ତି। ଗତ ୧୫ ବର୍ଷ ମଧ୍ୟରେ ବଫେଟ୍ ୨୭ ବିଲିୟନ ଡଲାରରୁ ଅଧିକ ଅର୍ଥ ଦାନ କରିଛନ୍ତି।
Posted inଅନ୍ତର୍ଜାତୀୟ View All
ଚାଇନାକୁ ଘେରିଲା ଡବ୍ଲ୍ୟୁଏଚ୍ଓ: କରୋନା ନମୁନା ନଷ୍ଟ କରୁଥିବା ଅଭିଯୋଗ…
ଜେନେଭା/ବେଜିଂ,୯।୬: କରୋନା ମହାମାରୀ ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନା ଏବେ ହରଡ଼ଘଣାରେ ପଡ଼ିଛି। ଏବେ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ଚାଇନାକୁ ଘେରିଛି। କରୋନା ନମୁନା ସହିତ ଏସମ୍ପର୍କିତ...
ଡେଥ୍ କମିଶନରୁ ରାଷ୍ଟ୍ରନେତା
ତେହେରାନ,୨୦ା୬: ଇବ୍ରାହିମ୍ ରଇସିଙ୍କୁ ଇରାନ ନୂଆ ରାଷ୍ଟ୍ରପତି ବାଛିଛି। ଇରାନର ଗୃହ ମନ୍ତ୍ରୀ ଅବଦୁଲରଜା ରହମାନୀ ଫଜଲି ଶନିବାର ତ୍ରୟୋଦଶ ରାଷ୍ଟ୍ରପତି ନିର୍ବାଚନ ଫଳାଫଳ ଘୋଷଣା...
ବନ୍ଦ ହେବ ଓ୍ବିଣ୍ଡୋଜ୍ ୧୦
ଜୁନ୍ ୨୪ରେ ଅପରେଟିଂ ସିଷ୍ଟମ୍ ଓ୍ବିଣ୍ଡୋଜ୍ର ନୂଆ ଭର୍ସନ ଆସିଯିବ। ପରେ ୨୦୨୫ ଅକ୍ଟୋବରରେ ମାଇକ୍ରୋସଫ୍ଟ ପକ୍ଷରୁ ଓ୍ବିଣ୍ଡୋଜ୍ ୧୦ ସପୋର୍ଟକୁ ବନ୍ଦ କରିଦିଆଯିବ ବୋଲି...
କୋଭିଡ୍ ମୂଳକୁ ଖୋଜ
ଓ୍ବାଶିଂଟନ, ୧ା୬: କୋଭିଡ୍-୧୯ର ମୂଳ ଖୋଜି ବାହାର କରିବା ସହ ଭବିଷ୍ୟତ ମହାମାରୀ ଆଶଙ୍କାକୁ ରୋକିବାକୁ ହେବ। ଏଥିପାଇଁ ସାରା ବିଶ୍ୱ ଚାଇନା ସରକାରଙ୍କ ସହଯୋଗ...
କୋଭାକ୍ସିନ୍କୁ ଡବ୍ଲ୍ୟୁଏଚ୍ଓ ମଞ୍ଜୁରୀ: ଜୁନ୍ ୨୩ରେ ବୈଠକ…
ଜେନେଭା,୧୭।୬: ଭାରତ ବାୟୋଟେକ୍ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ଭାକ୍ସିନ୍ କୋଭାକ୍ସିନ୍କୁ ବିଶ୍ୱସ୍ତରରେ ବ୍ୟବହାର କରାଯିବା ଲାଗି ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ)ର ମଞ୍ଜୁରୀ ପାଇଁ ଜୁନ୍ ୨୩ରେ...
କୋଭିଡ୍ ଭୟରେ ୫ ବର୍ଷର ଝିଅଙ୍କୁ ୧୫ ଥର ଭୁଷିଲେ ଛୁରି
ଲଣ୍ଡନ,୨୫।୬: କୋଭିଡ୍-୧୯ ଭୟରେ ୩୬ ବର୍ଷୀୟା ମହିଳା ଭାରତୀୟ ବଂଶଦ୍ଭୋବ ୟୁକେରେ ନିଜ ଘରେ ୫ ବର୍ଷର ଝିଅକୁ ଅତି ନିର୍ମମ ଭାବେ ହତ୍ୟା କରିଥିଲେ।...
ଉହାନ୍ ଲ୍ୟାବ୍କୁ ଆର୍ଥିକ ସହାୟତା: ସନ୍ଦେହ ଘେରରେ ଆମେରିକା ମହାମାରୀ ବିଶେଷଜ୍ଞ…
ଓ୍ବାଶିଂଟନ,୩।୬: ପୃଥିବୀରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଚାଇନାର ଉହାନ୍ ଲ୍ୟାବ୍କୁ ଆର୍ଥିକ ସହାୟତା ଯୋଗାଇ ଦେଇଥିବା ଅଭିଯୋଗ ହୋଇଛି। ଏନେଇ...
ସିନୋଭାକ୍କୁ ଡବ୍ଲ୍ୟୁଏଚ୍ଓର ମଞ୍ଜୁରୀ
ଜେନେଭା, ୨ା୬: ଚାଇନା ଦ୍ୱିତୀୟ କରୋନା ଟିକା ସିନୋଭାକ୍ର ଜରୁରିକାଳୀନ ବ୍ୟବହାର ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ମଞ୍ଜୁରୀ ଦେଇଛି। ଏହି ଟିକା ଉତ୍ପାଦନ, କାର୍ଯ୍ୟକାରିତା...


