E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଭଙ୍ଗା ଆଙ୍ଗୁଠିରେ ଖେଳିଲେ ନ୍ୟୁଜିଲାଣ୍ଡ ଖେଳାଳି
7:42 pmJune 23, 2021

ସାଉଥାମ୍ପଟନ,୨୩।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲର ନିର୍ଣ୍ଣାୟକ ତଥା ୬ଷ୍ଠ ଦିନ ପ୍ରଥମ ସେସନରେ ନ୍ୟୁଜିଲାଣ୍ଡ ଉଇକେଟକିପର ବ୍ୟାଟ୍ସମ୍ୟାନ ବି ଜେ ଓ୍ବାଟଲିଂଙ୍କ ଆଙ୍ଗୁଠି ଭାଙ୍ଗି ଯାଇଥିଲା। ଆହତ ସମସ୍ୟା ସତ୍ତ୍ୱେ ସେ ଦ୍ୱିତୀୟ ସେସନ ପାଇଁ ପଡ଼ିଆକୁ ଓହ୍ଲାଇବା ସହ ଉଇକେଟକିପିଂ କରିଥିଲେ। ଅନ୍ତର୍ଜାତୀୟ କ୍ୟାରିୟରର ଅନ୍ତିମ ମ୍ୟାଚ୍‌ ଖେଳୁଥିବା ୩୫ ବର୍ଷୀୟ ଓ୍ବାଟଲିଂଙ୍କ ନେତୃତ୍ୱରେ ପଡ଼ିଆକୁ ଓହ୍ଲାଇଥିଲା ନ୍ୟୁଜିଲାଣ୍ଡ ଦଳ। ଏହି ଅବସରରେ ତାଙ୍କୁ ଭାରତୀୟ ଅଧିନାୟକ ବିରାଟ କୋହଲି ଶୁଭେଚ୍ଛା ଦେଇଥିଲେ।

ପ୍ରଥମ ସେସନରେ ଓ୍ବାଟଲିଂଙ୍କ ଡାହାଣ ହାତର ପରି ଆଙ୍ଗୁଠି ଭାଙ୍ଗିଯାଇଛି। ଲଞ୍ଚ ବ୍ରେକ୍‌ ପୂର୍ବରୁ ଫିଲ୍ଡକୁ ଫେରିବା ପୂର୍ବରୁ ତାଙ୍କ ଚିକିତ୍ସା କରାଯାଇଥିବା ନ୍ୟୁଜିଲାଣ୍ଡ କ୍ରିକେଟ ପକ୍ଷରୁ ଟୁଇଟ୍‌ କରାଯାଇଛି। ଉଲ୍ଲେଖଥାଉ କି, ଏହା ଓ୍ବାଟଲିଂଙ୍କ କ୍ୟାରିୟରର ୭୫ତମ ଟେଷ୍ଟ ମ୍ୟାଚ୍‌।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଓ୍ବିମ୍ବେଲଡନରୁ ଓହରିଲେ, ଅଲିମ୍ପିକ୍ସରେ ଭାଗନେବେ ଓସାକା

ଲଣ୍ଡନ,୧୯ା୬(ଏପି)-ଚାରିଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ନାଓମି ଓସାକା ଓ୍ବିମ୍ବେଲଡନରୁ ଓହରିଯିବେ, କିନ୍ତୁ ଟୋକିଓ ଅଲିମ୍ପିକ୍ସରେ ଭାଗ ନେବେ। ମହିଳା ଟେନିସ ଖେଳାଳିଙ୍କ ଏଜେଣ୍ଟ ଷ୍ଟୁଆର୍ଟ ଡଗୁଇଡ୍‌ ଏହି...

ଫାଇନାଲ୍‌ ହାରିବା ପରେ ଏମିତି କହିଲେ କୋହଲି

ସାଉଥାମ୍ପଟନ୍‌,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲୁଟିସି ଫାଇନାଲ)ର ଫାଇନାଲରେ ଭାରତୀୟ ଦଳକୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଫାଇନାଲରେ ନ୍ୟୁଜିଲାଣ୍ଡ ଭାରତକୁ ୮ ଉଇକେଟରେ ପରାସ୍ତ...

ସାଉଥାମ୍ପଟନରେ ପହଞ୍ଚିଲା ଟିମ୍‌ ଇଣ୍ଡିଆ

ଲଣ୍ଡନ, ୩।୬:ଆସନ୍ତା ୧୮ ତାରିଖରେ ସାଉଥାମ୍ପଟନର ଏଜେସ ବାଉଲ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ଖେଳିବା ପାଇଁ...

ଜାଡେଜାଙ୍କ ପାଇଁ ଖୁସି ଖବର

ଦୁବାଇ,୨୩।୬: ଭାରତୀୟ ଖେଳାଳି ରବୀନ୍ଦ୍ର ଜାଡେଜାଙ୍କୁ ବୁଧବାର ମିଳିଛି ବିଶ୍ୱର ଶ୍ରେଷ୍ଠ ଟେଷ୍ଟ ଅଲରାଉଣ୍ଡର ମାନ୍ୟତା। ପୂର୍ବରୁ ଏହି ତାଲିକାରେ ଶୀର୍ଷରେ ଥିଲେ ଓ୍ବେଷ୍ଟଇଣ୍ଡିଜ ଅଧିନାୟକ...

ଟିମ୍‌ ଇଣ୍ଡିଆର ୩ ବ୍ୟାଟ୍ସ୍‌ମ୍ୟାନ୍‌ ଆଇସିସିର ଟପ୍‌ ୧୦ରେ…

ନୂଆଦିଲ୍ଲୀ,୧୦।୬: ଆଇସିସି ବିଶ୍ୱ ଟେଷ୍ଟ ଚମ୍ପିୟନଶିପ୍‌ରେ ଭାରତ ନ୍ୟୁଜିଲାଣ୍ଡ୍‌ ମ୍ୟାଚ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆ ପାଇଁ ଖୁସି ଖବର ଆସିଛି। ଆଇସିସି ପକ୍ଷରୁ ଟେଷ୍ଟ୍‌ ର଼୍ୟାଙ୍କିଙ୍ଗ୍‌...

ରୋନାଲ୍ଡୋଙ୍କ ରେକର୍ଡ

ବୁଦାପେଷ୍ଟ,୧୬।୬: ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଡବଲ୍‌ ଗୋଲ ବଲରେ ପର୍ତ୍ତୁଗାଲ ୟୁରୋକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ୩-୦ ଗୋଲ ବୃହତ୍‌ ବ୍ୟବଧାନରେ ହଙ୍ଗେରୀକୁ ହରାଇଛି। ରୋନାଲ୍ଡୋ...

ପ୍ରତିଷ୍ଠିତ ଫୁଟ୍‌ବଲ କୋଚ୍‌ ନନ୍ଦକିଶୋରଙ୍କ ପରଲୋକ

ଭୁବନେଶ୍ୱର, ୨।୬(କ୍ରୀଡ଼ା ପ୍ରତିନିଧି)- ରାଜ୍ୟ କ୍ରୀଡ଼ା ଜଗତ ପାଇଁ ଆସିଛି ଆଉ ଏକ ଦୁଃଖ ଖବର। ପ୍ରତିଷ୍ଠିତ ଫୁଟ୍‌ବଲ କୋଚ୍‌ ନନ୍ଦକିଶୋର ପଟ୍ଟନାୟକଙ୍କର ସୋମବାର ବିଳମ୍ବିତ...

ଜୁଡୋକା ସୁଶୀଲା ଦେବୀଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା

ନୂଆଦିଲ୍ଲୀ, ୨୬ା୬(ପି.ଟି.)-ଭାରତର ଅଗ୍ରଣୀ ଜୁଡୋକା ସୁଶୀଲା ଦେବୀ କଣ୍ଟିନେଣ୍ଟାଲ କୋଟା ଜରିଆରେ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଛନ୍ତି। ଖେଳର ଅନ୍ତର୍ଜାତୀୟ ମହାସଂଘ ତରଫରୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଇତିହାସ ରଚିବା ଠାରୁ ୧୩୯ ରନ୍‌ ଦୂରରେ ନ୍ୟୁଜିଲାଣ୍ଡ
Next Post Next post:
୧୯ ଜିଲାରେ ସଂକ୍ରମଣ ହାର ୫ ପ୍ରତିଶତରୁ କମ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts