E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଭଙ୍ଗା ଆଙ୍ଗୁଠିରେ ଖେଳିଲେ ନ୍ୟୁଜିଲାଣ୍ଡ ଖେଳାଳି
7:42 pmJune 23, 2021

ସାଉଥାମ୍ପଟନ,୨୩।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲର ନିର୍ଣ୍ଣାୟକ ତଥା ୬ଷ୍ଠ ଦିନ ପ୍ରଥମ ସେସନରେ ନ୍ୟୁଜିଲାଣ୍ଡ ଉଇକେଟକିପର ବ୍ୟାଟ୍ସମ୍ୟାନ ବି ଜେ ଓ୍ବାଟଲିଂଙ୍କ ଆଙ୍ଗୁଠି ଭାଙ୍ଗି ଯାଇଥିଲା। ଆହତ ସମସ୍ୟା ସତ୍ତ୍ୱେ ସେ ଦ୍ୱିତୀୟ ସେସନ ପାଇଁ ପଡ଼ିଆକୁ ଓହ୍ଲାଇବା ସହ ଉଇକେଟକିପିଂ କରିଥିଲେ। ଅନ୍ତର୍ଜାତୀୟ କ୍ୟାରିୟରର ଅନ୍ତିମ ମ୍ୟାଚ୍‌ ଖେଳୁଥିବା ୩୫ ବର୍ଷୀୟ ଓ୍ବାଟଲିଂଙ୍କ ନେତୃତ୍ୱରେ ପଡ଼ିଆକୁ ଓହ୍ଲାଇଥିଲା ନ୍ୟୁଜିଲାଣ୍ଡ ଦଳ। ଏହି ଅବସରରେ ତାଙ୍କୁ ଭାରତୀୟ ଅଧିନାୟକ ବିରାଟ କୋହଲି ଶୁଭେଚ୍ଛା ଦେଇଥିଲେ।

ପ୍ରଥମ ସେସନରେ ଓ୍ବାଟଲିଂଙ୍କ ଡାହାଣ ହାତର ପରି ଆଙ୍ଗୁଠି ଭାଙ୍ଗିଯାଇଛି। ଲଞ୍ଚ ବ୍ରେକ୍‌ ପୂର୍ବରୁ ଫିଲ୍ଡକୁ ଫେରିବା ପୂର୍ବରୁ ତାଙ୍କ ଚିକିତ୍ସା କରାଯାଇଥିବା ନ୍ୟୁଜିଲାଣ୍ଡ କ୍ରିକେଟ ପକ୍ଷରୁ ଟୁଇଟ୍‌ କରାଯାଇଛି। ଉଲ୍ଲେଖଥାଉ କି, ଏହା ଓ୍ବାଟଲିଂଙ୍କ କ୍ୟାରିୟରର ୭୫ତମ ଟେଷ୍ଟ ମ୍ୟାଚ୍‌।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଦଳୀୟ ଏକାଦଶ ପାଇଁ ଚିନ୍ତାରେ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ, ୧୦।୬: ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲ୍ୟୁଟିସି) ଫାଇନାଲର ୮ ଦିନ ପୂର୍ବରୁ ଅଭ୍ୟାସ ଆରମ୍ଭ କରିଛି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ୍‌...

୩୫୦ ବଲ୍‌ ଖେଳି ସବୁଠୁ ଧିମା ଅର୍ଦ୍ଧଶତକ ମାରିଥିଲେ ଏହି କ୍ରିକେଟର, ଆଜିଯାଏ ଭାଙ୍ଗିନି ରେକର୍ଡ

ନୂଆଦିଲ୍ଲୀ,୨୩।୬: କ୍ରିକେଟର ତିନି ଫର୍ମାଟ ଭିତରୁ ଟେଷ୍ଟ ହେଉଛି ସବୁଠାରୁ ଲମ୍ବା ଏବଂ ପୁରୁଣା। ଏହି ଫର୍ମାଟରେ ସଂଯମତା ରଖି କ୍ରିକେଟରକୁ ବ୍ୟାଟିଂ କରିବାକୁ ପଡ଼ିଥାଏ।...

ଆଇସିସି ଉପରେ କୋହଲି ଖପ୍ପା: କଥାରେ କଥାରେ ଦେଲେ ଚେତାବନୀ; କହିଲେ ଏହା ଉପରେ ବିଚାର କରିବା…

ସାଉଥାମ୍ପଟନ,୨୪।୬: ଭାରତୀୟ କ୍ରିକେଟ ଟିମ୍‌ର ମୁଖ୍ୟ ପ୍ରଶିକ୍ଷକ ରବିଶାସ୍ତ୍ରୀଙ୍କ ସ୍ବରରେ ସ୍ବର ମିଳାଇଛନ୍ତି ଅଧିନାୟକ ବିରାଟ କୋହଲି। ଦୁନିଆର ସର୍ବଶ୍ରେଷ୍ଠ ଟେଷ୍ଟ ଦଳକୁ ଗୋଟିଏ ଫାଇନାଲ...

ଲେକ୍‌ରେକ୍‌ଙ୍କୁ ପୋଲ୍‌ ପୋଜିଶନ

ବାକୁ, ୬ା୬ (ଏପି)-ଆଜରବୈଜାନ ଫର୍ମୁଲାଓ୍ବାନ ଗ୍ରାଁ ପ୍ରି ପାଇଁ ଶନିବାର ଅନୁଷ୍ଠିତ କ୍ୱାଲିଫାଇଂ ରେସ୍‌ରେ ଫେରାରିର ଚାଲର୍‌ସ ଲେକ୍‌ରେକ୍‌ ପୋଲ୍‌ ପୋଜିଶନ ହାସଲ କରିଛନ୍ତି। ଫଳରେ...

ୟୁରୋକପ୍‌ ଫୁଟ୍‌ବଲ:ଅଷ୍ଟ୍ରିଆକୁ ହରାଇ ନେଦରଲାଣ୍ଡ୍ସ ନକ୍‌ଆଉଟ୍‌ରେ

ଆମଷ୍ଟରଡାମ,୧୯।୬: ୟୁରୋକପ୍‌ରେ ଗୁରୁବାର ନେଦରଲାଣ୍ଡ୍ସ ଏକ ଗୁରୁତ୍ୱପୂର୍ଣ୍ଣ ବିଜୟ ହାସଲ କରିଛି। ସ୍ଥାନୀୟ ଆମଷ୍ଟରଡାମ ଏରିନାରେ ଖେଳାଯାଇଥିବା ମ୍ୟାଚ୍‌ରେ ନେଦରଲାଣ୍ଡ୍ସ ୨-୦ ଗୋଲରେ ଅଷ୍ଟ୍ରିଆକୁ ହରାଇଛି।...

ବ୍ୟାଟିଂରେ ବି ଜଲଓ୍ବା ଦେଖାଉଛନ୍ତି ବିଶ୍ୱର ଏହି ଶ୍ରେଷ୍ଠ ବୋଲର୍‌: ବଡ ବଡ ବ୍ୟାଟ୍ସମ୍ୟାନ୍‌ଙ୍କୁ ଦେଉଛନ୍ତି ଚ୍ୟାଲେଞ୍ଜ୍‌

ସାଉଥାମ୍ପଟନ୍‌,୨୩।୬: ନ୍ୟୁଜିଲାଣ୍ଡ ଦଳର ଏବେକାର ସବୁଠାରୁ ସଫଳ ବୋଲର ଟିମ ସାଉଥ। ତାଙ୍କର ସ୍ବିଙ୍ଗ ବୋଲିଂ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିସି ଫାଇନାଲ) ର ଫାଇନାଲରେ...

ଜାପାନରୁ ଫେରିଲେନି ମ୍ୟାନ୍‌ମାର ଫୁଟ୍‌ବଲର

ଟୋକିଓ, ୧୮ା୬ (ଏପି)- ଜାପାନରେ ୨୦୨୨ ବିଶ୍ୱକପ୍‌ କ୍ୱାଲିଫାୟର୍ସ ଖେଳିବା ଲାଗି ଆସିଥିବା ମ୍ୟାନ୍‌ମାର ଜାତୀୟ ଫୁଟ୍‌ବଲ ଦଳର ଜଣେ ଖେଳାଳି ସ୍ବଦେଶ ଫେରିବା ଲାଗି...

ଏକଦା ରାଗିକରି ବିସିସିଆଇକୁ କରିଥିଲେ କଟାକ୍ଷ; ଏବେ ଶ୍ରୀଲଙ୍କା ଗସ୍ତ ଲାଗି ଘୋଷିତ ଦଳରେ ମିଳିଲାନି ସୁଯୋଗ, ନିରାଶ ହୋଇ…

ନୂଆଦିଲ୍ଲୀ,୧୧।୬: ବିସିସିଆଇ ପକ୍ଷରୁ ଶ୍ରୀଲଙ୍କା ବିପକ୍ଷ ସୀମିତ ଓଭର କ୍ରିକେଟ ସିରିଜ ନେଇ ଗୁରୁବାର ୨୦ ଜଣିଆ ଭାରତୀୟ ଟିମ୍‌ର ଘୋଷଣା କରାଯାଇଥିଲା। ଅନେକ ଯୁବ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଇତିହାସ ରଚିବା ଠାରୁ ୧୩୯ ରନ୍‌ ଦୂରରେ ନ୍ୟୁଜିଲାଣ୍ଡ
Next Post Next post:
୧୯ ଜିଲାରେ ସଂକ୍ରମଣ ହାର ୫ ପ୍ରତିଶତରୁ କମ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts