ଲଣ୍ଡନ, ୩।୬:ଆସନ୍ତା ୧୮ ତାରିଖରେ ସାଉଥାମ୍ପଟନର ଏଜେସ ବାଉଲ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲ ଖେଳିବା ପାଇଁ ଟିମ୍ ଇଣ୍ଡିଆର ଖେଳାଳିମାନେ ଗୁରୁବାର ସାଉଥାମ୍ପଟନରେ ପହଞ୍ଚିଛନ୍ତି। ଏ ନେଇ ଟୁଇଟରରେ ଫଟୋ ଶେୟାର କରି ସୂଚନା ଦେଇଛନ୍ତି ଓପନର ରୋହିତ ଶର୍ମା। ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ମଧ୍ୟ ତାଙ୍କ ଫଟୋରେ ରହିଛନ୍ତି। ସେମାନଙ୍କ ପଛ ପଟେ ଏଜେସ ବାଉଲ ଗ୍ରାଉଣ୍ଡ ଦେଖିବାକୁ ମିଳୁଛି। ଏହାର କ୍ୟାପଶନରେ ରୋହିତ ଲେଖିଛନ୍ତି, ଆମେ ସାଉଥାମ୍ପଟନରେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.