E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଭାଜପା ସମର୍ଥକଙ୍କ ଉପରେ ଗଙ୍ଗାଜଳ ଛିଞ୍ଚିଲା ଟିଏମ୍‌ସି
10:10 pmJune 19, 2021

ବୀରଭୂମ୍‌,୧୯।୬: ପଶ୍ଚିମବଙ୍ଗ ବୀରଭୂମ୍‌ ଜିଲାର ୩୦୦ ଭାଜପା ସମର୍ଥକ ତୃଣମୂଳ କଂଗ୍ରେସ (ଟିଏମ୍‌ସି)କୁ ଫେରିଛନ୍ତି। ଦଳକୁ ଫେରିବା ପାଇଁ ସେମାନେ ବୀରଭୂମ୍‌ସ୍ଥିତ ଟିଏମ୍‌ସି କାର୍ଯ୍ୟାଳୟ ଆଗରେ ଅନଶନରେ ବସିଥିଲେ। ସେମାନଙ୍କ ଉପରେ ଗଙ୍ଗାଜଳ ଛିଞ୍ଚିଲା ପରେ ଟିଏମ୍‌ସିରେ ସାମିଲ କରାଯାଇଛି। ସାଇନ୍ଥିଆ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବନାଗ୍ରାମରେ ଏହି ଘଟଣା ଘଟିଛି। ଭାଜପାରେ ଯୋଗଦେବାରୁ ଆମ ଅଞ୍ଚଳରେ ବିକାଶମୂଳକ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା। ସେଥିପାଇଁ ଆମେ ଟିଏମ୍‌ସିକୁ ଫେରିଛୁ ବୋଲି ସେମାନେ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ରାଜ୍ୟକୁ ତଥ୍ୟ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨ା୬: ମହାମାରୀ ସମୟରେ ଜେଲରେ ଭିଡ଼ କମାଇବା ପାଇଁ କେତେଜଣ କଏଦୀଙ୍କୁ ଜାମିନ ଦିଆଯାଇଛି ସେନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ମଙ୍ଗଳବାର ସୁପ୍ରିମକୋର୍ଟ ବିସ୍ତୃତ...

ଅବସର ପରେ କମ୍ପାନୀରେ ବାବୁଙ୍କ ନିଯୁକ୍ତି

ନୂଆଦିଲ୍ଲୀ, ୪।୬(ପି.ଟି.):ସରକାରୀ ବାବୁମାନେ ଅବସର ଗ୍ରହଣ କରିବା ପରେ ବାଧ୍ୟତାମୂଳକ କୁଲିଂ ପିରିୟଡ୍‌ (ଯେଉଁ ସମୟ ମଧ୍ୟରେ ସମ୍ପୃକ୍ତ କର୍ମଚାରୀ ନିଷ୍ପତ୍ତି ବଦଳାଇପାରିବେ) ପର୍ଯ୍ୟନ୍ତ ଅପେକ୍ଷା...

ପାଣି ଘେରରେ ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ

ପାଟନା,୨୬।୬: ମୌସୁମୀ ବର୍ଷାରେ ବେହାଲ ବିହାର। ଶୁକ୍ରବାର ରାତିରେ ବିହାରର ରାଜଧାନୀ ପାଟନାରେ ହୋଇଥିବା ବର୍ଷା ଯୋଗୁ ଚାରିଆଡେ ଜଳାର୍ଣ୍ଣବ ହୋଇଯାଇଛି। ବିଧାନସଭା ପରିସରରେ ପ୍ରାୟ...

ରାଜ୍ୟର ପ୍ରଥମ ମୁସଲିମ୍‌ ମହିଳା ଡିଏସ୍‌ପି

ପାଟନା,୧୧।୬: ନିକଟରେ ବିହାର ପବ୍ଲିକ ସର୍ଭିସ କମିଶନ(ବିପିଏସ୍‌ସି)ର ୬୪ତମ କମ୍ପିଟେଟିଭ୍‌ ଏକ୍ସାମର ପରୀକ୍ଷା ଫଳାଫଳ ଘୋଷଣା କରାଯାଇଛି। ଏହି ପରୀକ୍ଷାରେ ପ୍ରଥମ ଥରେ ଜଣେ ମୁସଲିମ...

‘ପାକ୍‌ ସହ ଆଲୋଚନା କରୁ କେନ୍ଦ୍ର’

ନୂଆଦିଲ୍ଲୀ/ଶ୍ରୀନଗର,୨୩ା୬: ଯୁଦ୍ଧ ପ୍ରଭାବିତ ଆଫଗାନିସ୍ତାନକୁ ଶାନ୍ତି ଫେରାଇ ଆଣିବା ପାଇଁ ଯଦି ଭାରତୀୟ ଅଧିକାରୀମାନେ ଦୋହା ଯାଇ ତାଲିବାନ ଆତଙ୍କବାଦୀଙ୍କ ସହ ଆଲୋଚନା କରିପାରୁଛନ୍ତି ତେବେ...

କରୋନା ସଙ୍କଟ ମଧ୍ୟରେ ବୈଜ୍ଞାନିକ ତିଆରି କଲେ ପକେଟ ଭେଣ୍ଟିଲେଟର

କୋଲକାତା,୧୧।୬: ବର୍ତ୍ତମାନ ଦେଶରେ ଦୈନିକ ସଂକମ୍ରଣ ହ୍ରାସ ପାଉଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଥମିବାର ନା ନେଉନି। କରୋନା କାଳରେ ଦେଶରେ ଭେଣ୍ଟିଲେଟରର ସମସ୍ୟା ଦିନକୁ...

ସ୍ଫୁଟନିକ୍‌ ଭି ଭାକ୍ସିନ ତିଆରି ପାଇଁ ଡିସିଜିଆଇକୁ ଅନୁମତି ମାଗିଲା ସେରମ୍‌ ଇନ୍‌ଷ୍ଟିଚ୍ୟୁଟ

ନୂଆଦିଲ୍ଲୀ,୩।୬: ଆଗାମୀ ଦିନରେ ଭାରତରେ ରୁଷୀୟ ଭାକ୍ସିନ ସ୍ଫୁଟନିକ ଭିର ନିର୍ମାଣ କରିପାରେ ସେରମ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇଣ୍ଡିଆ (ସିଆଇଆଇ)। ଏନେଇ ସେରମ ଇନ୍‌ଷ୍ଟିଚ୍ୟୁଟ ପକ୍ଷରୁ...

ଅପରାହ୍ନ ୫ରେ ଦେଶକୁ ସମ୍ବୋଧନ କରିବେ ମୋଦି

ନୂଆଦିଲ୍ଲୀ,୭।୬: କରୋନାର ଦ୍ୱିତୀୟ ଲହରରେ ନୂଆ ସଂକ୍ରମଣ ହ୍ରାସ ପାଇବା ପରେ ଆଜି ଦେଶର ଅନେକ ସ୍ଥାନରେ ଅନଲକ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଭଳି ପରିସ୍ଥିତିରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଯୋଗୀଙ୍କୁ ଭେଟିଲେ ଜିତେନ
Next Post Next post:
‘ଭାରତକୁ କ୍ଷତିପୂରଣ ଦେଉ ଚାଇନା’

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts