ବୀରଭୂମ୍,୧୯।୬: ପଶ୍ଚିମବଙ୍ଗ ବୀରଭୂମ୍ ଜିଲାର ୩୦୦ ଭାଜପା ସମର୍ଥକ ତୃଣମୂଳ କଂଗ୍ରେସ (ଟିଏମ୍ସି)କୁ ଫେରିଛନ୍ତି। ଦଳକୁ ଫେରିବା ପାଇଁ ସେମାନେ ବୀରଭୂମ୍ସ୍ଥିତ ଟିଏମ୍ସି କାର୍ଯ୍ୟାଳୟ ଆଗରେ ଅନଶନରେ ବସିଥିଲେ। ସେମାନଙ୍କ ଉପରେ ଗଙ୍ଗାଜଳ ଛିଞ୍ଚିଲା ପରେ ଟିଏମ୍ସିରେ ସାମିଲ କରାଯାଇଛି। ସାଇନ୍ଥିଆ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବନାଗ୍ରାମରେ ଏହି ଘଟଣା ଘଟିଛି। ଭାଜପାରେ ଯୋଗଦେବାରୁ ଆମ ଅଞ୍ଚଳରେ ବିକାଶମୂଳକ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା। ସେଥିପାଇଁ ଆମେ ଟିଏମ୍ସିକୁ ଫେରିଛୁ ବୋଲି ସେମାନେ କହିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.