E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

କୋଭିଡ୍‌ ଅନାଥଙ୍କ ପାଇଁ ଯୋଜନା କ’ଣ
9:57 amJune 2, 2021

ନୂଆଦିଲ୍ଲୀ,୨ା୬: କରୋନା ମହାମାରୀର ଦ୍ୱିତୀୟ ଲହର ଅନେକ ପିଲାଙ୍କୁ ଅନାଥ କରିଦେଇଛି। ସେହି ଶିଶୁମାନଙ୍କୁ ଆଶ୍ୱସ୍ତି ପ୍ରଦାନ ଲାଗି କେନ୍ଦ୍ର ସରକାର କ’ଣ ସବୁ କଲ୍ୟାଣକାରୀ ଯୋଜନା ଗଢ଼ିଛନ୍ତି ତାହା ଜାଣିବା ପାଇଁ ଚାହିଁଛନ୍ତି ସୁପ୍ରିମକୋର୍ଟ। ଜଷ୍ଟିସ୍‌ ଏଲ୍‌. ନାଗେଶ୍ୱର ରାଓ ଏବଂ ଅନିରୁଦ୍ଧ ବୋଷଙ୍କୁ ନେଇ ଗଠିତ ଖଣ୍ଡପୀଠ ମଙ୍ଗଳବାର ଏନେଇ କେନ୍ଦ୍ରକୁ ଜବାବ ମାଗିଛନ୍ତି। ଏହାସହ ଖଣ୍ଡପୀଠ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ଜଣେ ଲେଖାଏ ସଚିବ କିମ୍ବା ଯୁଗ୍ମ ସଚିବ ସ୍ତରୀୟ ଅଧିକାରୀଙ୍କୁ ନୋଡାଲ ଅଫିସର ନିଯୁକ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି ନୋଡାଲ ଅଫିସରମାନେ କଲ୍ୟାଣକାରୀ ଯୋଜନା ସମ୍ପର୍କରେ ଓ ସେଗୁଡ଼ିକରୁ ସୁବିଧା ପାଇବାକୁ ଥିବା ଅନାଥଙ୍କୁ ଚିହ୍ନଟ ନେଇ ଆମିକସ୍‌ କ୍ୟୁରି ଗୌରବ ଅଗ୍ରଓ୍ବାଲଙ୍କ ସହ ଆଲୋଚନା କରିବେ। ଆସନ୍ତା ସୋମବାର ଏହାର ପରବର୍ତ୍ତୀ ଶୁଣାଣି ହେବ। କୋଭିଡ୍‌ ମହାମାରୀ ଯୋଗୁ ତେଲଙ୍ଗାନା, ତାମିଲନାଡୁ, କେରଳ, କର୍ନାଟକ, ଗୁଜରାଟ, ରାଜସ୍ଥାନ, ଉତ୍ତରପ୍ରଦେଶ, ମହାରାଷ୍ଟ୍ର, ବିହାର ଓ ଝାଡ଼ଖଣ୍ଡର ସର୍ବାଧିକ ପିଲା ଅନାଥ ହୋଇଯାଇଥିବାରୁ ପ୍ରଥମେ ଏହି ୧୦ ରାଜ୍ୟର କଥା ବିଚାର କରାଯିବ ବୋଲି ସର୍ବୋଚ୍ଚ ଅଦାଲତ ସ୍ପଷ୍ଟ କରିଛନ୍ତି।

 


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ରାଜ୍ୟରେ ୬ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର,୮।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଥିବା ବେଳେ ମଙ୍ଗଳବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୫,୮୯୬ ଜଣ କରୋନା...

ଆଉ ଏକ ମହାଅଭିଯାନ କଲେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏକ ମହାଅଭିଯାନ ଆରମ୍ଭ କରିଛନ୍ତି। ୨୬ଟି ରାଜ୍ୟର ୧୧୧ଟି ତାଲିମ କେନ୍ଦ୍ରରୁ କରୋନା ସ୍ବାସ୍ଥ୍ୟସେବା ଫ୍ରଣ୍ଟଲାଇନ କର୍ମଚାରୀଙ୍କ ପାଇଁ...

ପୁଣି ବିପଦ ମାଡ଼ି ଆସୁଛି: ଭାରତରେ ମାରାତ୍ମକ ନୂଆ ଭାରିଆଣ୍ଟ୍‌ ଚିହ୍ନଟ…

ନୂଆଦିଲ୍ଲୀ,୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଥିବାବେଳେ ବିପଦ ଉପରେ ପୁଣି...

ମାଡ଼ି ଆସୁଛି ନୂଆ ବିପଦ, ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଭାକ୍ସିନ୍‌କୁ ପ୍ରଭାବହୀନ କରିବା ଆଶଙ୍କା…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍‌ ଯୋଗୁ ଦେଶରେ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା...

ଭାଇର ଜନ୍ମ ଦିନରେ ଚିତାବାଘ ଆକ୍ରମଣରେ ଗଲା କୁନି ଭଉଣୀର ଜୀବନ

ଶ୍ରୀନଗର,୬।୬ : ଭାଇର ଜନ୍ମଦିନରେ ୫ ବର୍ଷୀୟା ମିର ଆଦା ପିନ୍ଧିଥିଲେ ବାର୍ବି ଡ୍ରେସ। ତା’ ସାଙ୍ଗକୁ ମୁକୁଟ। ଘର ବାହାରେ ଲନ ଛିଡ଼ା ହୋଇଥିବାବେଳେ...

ଦ୍ୱାଦଶ ପରୀକ୍ଷା ବାତିଲ କରିବାକୁ କେନ୍ଦ୍ର ସରକାରଙ୍କୁ ନିବେଦନ କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୧।୬: ଦ୍ୱାଦଶ ବୋର୍ଡ ପରୀକ୍ଷା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ବୈଠକ ବସିବ। ଏଥିରେ ପରୀକ୍ଷା ହେବ କି...

ଟିକା କିଣିବା ପାଇଁ ପ୍ରାଇଭେଟ ମେଡିକାଲକୁ ଦିଆଯିବ ବିନା ସୁଧରେ ଟଙ୍କା

ଗୁଆହାଟୀ,୪।୬: ଆସାମରେ କୋଭିଡ୍‌ ଟିକାକରଣକୁ ଦ୍ରୁତ ଗତିରେ ଆଗେଇ ନେବା ପାଇଁ ରାଜ୍ୟ ସରକାର ଏକ ଭିନ୍ନ ଉପାୟ ବାହାର କରିଛନ୍ତି। ବିଭିନ୍ନ ଟିକା ଉତ୍ପାଦନକାରୀ...

କେକ୍‌-ପେଷ୍ଟ୍ରିରେ ଡ୍ରଗ୍ସ୍‌ ମିଶାଇ ବିକ୍ରି: ଏନ୍‌ସିବିର ତନାଘନା…

ମୁମ୍ବାଇ,୧୩।୬: ଡ୍ରଗ୍ସ୍‌ ଚୋରା କାରବାରର ପର୍ଦ୍ଦାଫାଶ୍‌ ମୁମ୍ବାଇରେ ହୋଇଛି। ଏନ୍‌ସିବି ପକ୍ଷରୁ ଏନେଇ ତନାଘନା ଆରମ୍ଭ ହୋଇଛି। ଅଭିଯୁକ୍ତମାନେ କେକ୍‌ ଏବଂ ପେଷ୍ଟ୍ରିରେ ଡ୍ରଗ୍ସ୍‌ ମିଶାଇ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସଂକ୍ରମଣ ମାତ୍ରା କମାଏ ଭିଟାମିନ୍‌ ଡି
Next Post Next post:
ରାଜ୍ୟକୁ ତଥ୍ୟ ମାଗିଲେ ସୁପ୍ରିମକୋର୍ଟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts