E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ଲଢ଼େଇ: ଜାଣନ୍ତୁ କେବେ, କେଉଁଠି ଦେଖିବେ ଏହି ହାଇପ୍ରୋଫାଇଲ ମ୍ୟାଚ୍‌
12:40 pmJune 18, 2021

ସାଉଥାମ୍ପଟନ,୧୮।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲର ହାଇପ୍ରୋଫାଇଲ ମ୍ୟାଚ୍‌ ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ମୁକାବିଲା ଯିଏ ଜିତିବ ସେ ପ୍ରଥମ ଟେଷ୍ଟ ଚାମ୍ପିୟନ ହେବାର ଗୌରବ ଲାଭ କରିବାକୁ ଥିବାରୁ ଏହା ଉଭୟଦଳ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ। ଏହା ଉପରେ ଉଭୟ ଦେଶର କୋଟି କୋଟି କ୍ରିକେଟ ପ୍ରଶଂସକଙ୍କ ନଜର ରହିଛି। ଆସନ୍ତୁ ଜାଣିବା ଏହି ମ୍ୟାଚ୍‌ ଭାରତୀୟ ସମୟ ଅନୁଯାୟୀ ଆପଣ କେତେବେଳେ, କେବେ ଏବଂ କେଉଁଠି ଦେଖିପାରିବେ।

କେବେ ଏବଂ କେଉଁଠି ଖେଳାଯିବ?
ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲ ମୁକାବିଲ ଜୁନ ୧୮(ଶୁକ୍ରବାର)ରୁ ୨୨ଜୁନ(ମଙ୍ଗଳବାର) ମଧ୍ୟରେ ଖେଳାଯିବ। ଏହା ଇଂଲଣ୍ଡର ରୋଜ ବାଉଲ ଷ୍ଟାଡିୟମରେ ଖେଳାଯିବ।

ଟେଲିଭିଜନରେ ଲାଇଭ୍‌ କେବେ ଏବଂ କେଉଁଠି ଦେଖିବେ?
ଜୁନ ୧୮ରୁ ଆରମ୍ଭ ହେବାକୁ ଯାଉଥିବା ଫାଇନାଲ ମ୍ୟାଚ୍‌ର ଲାଇଭ୍‌ ପ୍ରସାରଣ ଭାରତରେ ଆପଣ ଷ୍ଟାର ସ୍ପୋଟର୍‌ସ ନେଟ୍‌ଓ୍ବାର୍କର ବିଭିନ୍ନ ଚ୍ୟାନେଲରେ(ଅନେକ ଭାଷାରେ) ଦେଖିପାରିବେ। ଅପରାହ୍ନ ୩ଟା ପରଠାରୁ ଏହାର ସିଧା ପ୍ରସାରଣ ଦେଖିହେବ।

ଅନ୍‌ଲାଇନ୍‌ରେ କେଉଁଠି ଦେଖିବେ?
ଫାଇନାଲ ମୁକାବିଲାକୁ ଷ୍ଟାର ସ୍ପୋଟର୍‌ସ ନେଟ୍‌ଓ୍ବାର୍କର ଲାଇଭ୍‌ ଷ୍ଟ୍ରିମିଂ ଆପ୍‌ରେ ଦେଖିପାରିବେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ମାଳବିକା ଜିତିଲେ ଟାଇଟଲ

  କନାସ୍‌ (ଲିଥୁଆନିଆ), ୧୪ା୬ (ପି.ଟି.)-ଭାରତର ମାଳବିକା ବନସୋଡ୍‌ ଏଠାରେ ଚାଲିଥିବା ଆରଏସ୍‌ଏଲ୍‌ ଲିଥୁଆନିଆନ ଇଣ୍ଟରନ୍ୟାଶନାଲ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ମହିଳା ସିଙ୍ଗଲ୍ସ ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ...

ୟୁଏସ୍‌ ଓପନ ଟେନିସ ଶତପ୍ରତିଶତ ଦର୍ଶକଙ୍କୁ ଅନୁମତି

ନ୍ୟୁୟର୍କ, ୧୮ା୬(ଏପି)- ଚଳିତ ବର୍ଷର ଶେଷ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତା ୟୁଏସ୍‌ ଓପନ୍‌ରେ ଶତପ୍ରତିଶତ ଦର୍ଶକଙ୍କୁ ଅନୁମତି ମିଳିବ। କରୋନା ଭାଇରସ୍‌ ମହାମାରୀ ଯୋଗୁ ଗତବର୍ଷ...

‘ଦି ହଣ୍ଡ୍ରେଡ୍‌’ରେ ଖେଳିବେ ୫ ଭାରତୀୟ

ଲଣ୍ଡନ, ୧୦।୬- ୟୁକେରେ ଚଳିତ ମାସ ୨୧ରୁ ଆରମ୍ଭ ହେବାକୁ ଯାଉଛି ‘ଦି ହଣ୍ଡ୍ରେଡ’ମହିଳା କ୍ରିକେଟ ଟୁର୍ନାମେଣ୍ଟ। ଏଥିରେ ୫ ଭାରତୀୟ ମହିଳା ଖେଳାଳି ଅଂଶଗ୍ରହଣ...

ଐତିହାସିକ ମୁକାବିଲାରେ ଭାରତକୁ ସମର୍ଥନ କରିବା ଲାଗି ସାଉଥାମ୍ପଟନ ପହଞ୍ଚିଲେ ଏହି ବଲିଉଡ୍‌ ଷ୍ଟାର; ଫଟୋ ଶେୟାର କରି..

ସାଉଥମ୍ପାଟନ,୧୯।୬: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ବହୁପ୍ରତିକ୍ଷୀତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ମୁକାବିଲାକୁ ପ୍ରଶଂସକଙ୍କ ମଧ୍ୟରେ କ୍ରେଜ୍‌ ବଢ଼ିବାରେ ଲାଗିଛି। ମହାମାରୀ କରୋନା କାରଣରୁ ଏଜେସ ବାଉଲ...

ଫ୍ରେଞ୍ଚ୍‌ ଓପନ୍‌ ଟେନିସ: ନାଡାଲ, ସିତ୍‌ସିପାସ, ଜେଭରେଭ ସେମିଫାଇନାଲରେ

ପ୍ୟାରିସ, ୧୦।୬- ସ୍ପେନ୍‌ ସୁପରଷ୍ଟାର ରାଫାଲ ନାଡାଲ, ଗ୍ରୀସ୍‌ର ଷ୍ଟିଫାନୋସ ସିତ୍‌ସିପାସ ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି।...

ଫର୍ମରେ ଥାଇ ମଧ୍ୟ ଡବ୍ଲୁଟିସି ଫାଇନାଲରୁ ବାଦ୍‌ ପଡିଲେ ଏହି ୫ ଖେଳାଳି

ଲଣ୍ଡନ,୧୬।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲ ପାଇଁ ଭାରତ ୧୫ ଜଣିଆ ଦଳ ଘୋଷଣା କରିଛି। ଦଳରେ ଇଂଲଣ୍ଡ ଗସ୍ତରେ ଯାଇଥିବା ୨୦ ଖେଳାଳିଙ୍କ ମଧ୍ୟରୁ...

ରାଜସ୍ଥାନ ଅଧିନାୟକଙ୍କ ଭବିଷ୍ୟବାଣୀ ହେଲା ସତ! ଭାରତୀୟ କ୍ରିକେଟ ଟିମ୍‌ରେ ଚୟନକୁ ନେଇ ଏଭଳି…

ନୂଆଦିଲ୍ଲୀ,୧୨।୬: ନିକଟରେ ଶ୍ରୀଲଙ୍କା ଗସ୍ତ ଲାଗି ଭାରତୀୟ ଟିିମ୍‌ର ଘୋଷଣା କରାଯାଇଛି। ଏଥିରେ ଅନେକ ଯୁବ କ୍ରିକେଟରଙ୍କୁ ସୁଯୋଗ ମିଳିଛି। ସେମାନଙ୍କ ମଧ୍ୟରୁ ଦ୍ରୁତ ବୋଲର...

ଗୋଟିଏ ତାରିଖ, ଗୋଟିଏ ମଇଦାନ; ୨ ବର୍ଷ-୨ ରେକର୍ଡ…ମହମ୍ମଦ ସାମିଙ୍କ ପାଇଁ ଖାସ୍‌ ପାଲଟିଲା ୨୨ ଜୁନ୍‌

ନୂଆଦିଲ୍ଲୀ,୨୩।୬: ପୁଣି ଥରେ ବିଦେଶୀ ମାଟିରେ ନିଜ ବଲ୍‌ର ଯାଦୁ ଦେଖାଇଛନ୍ତି ଭାରତୀୟ ଟିମ୍‌ର ୩୦ ବର୍ଷୀୟ ପେସର୍‌ ମହମ୍ମଦ ସାମି। ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଶୁଭେନ୍ଦୁଙ୍କଠାରୁ ହାର୍‌ ମାନିବାକୁ ପ୍ରସ୍ତୁତ ନାହାନ୍ତି ଦିଦି: ଜୁନ୍‌ ୨୪ ଶୁଣାଣି
Next Post Next post:
କୋଭିଡ ନିୟମ ଉଲ୍ଲଂଘନ କଲେ ଶୀଘ୍ର ଆସିବ ତୃତୀୟ ଲହର: ହାଇକୋର୍ଟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts