E-Paper
  • logo
  • Monday 26th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜୀବନଚର୍ଯ୍ୟା

ସ୍କର୍ଟ କିଣିବା ବେଳେ…
12:29 pmJune 22, 2021June 27, 2021

ସ୍କର୍ଟ ପିନ୍ଧିବା ଯେମିତି ଆରାମଦାୟକ ସେମିତି ମଧ୍ୟ ଫ୍ୟାଶନେବୁଲ। କିନ୍ତୁ ପରଫେକ୍ଟ ଲୁକ୍‌ ପାଇବା ପାଇଁ ସ୍କର୍ଟ କିଣିବା ସମୟରେ କେଉଁ ସବୁ ଦିଗ ପ୍ରତି ଧ୍ୟାନ
ଦେବାକୁ ହେବ ଜାଣି ରଖନ୍ତୁ…
ସ୍କର୍ଟ କିଣିବା ସମୟରେ ଏହାର ଫାବ୍ରିକ ଉପରେ ଧ୍ୟାନ ଦିଅନ୍ତୁ, କାହିଁକିନା ଏହାର ଫାବ୍ରିକ ଯୋଗୁ ହିଁ ଏହା ଅଧିକ ଆକର୍ଷଣୀୟ ମନେ ହୋଇଥାଏ। ଯଦି ମୁଲାୟମ ଫାବ୍ରିକ ଚୟନ କରୁଥାନ୍ତି ତେବେ ଏହି ଫାବ୍ରିକ ହିପ୍‌ ଲାଇନରେ ପ୍ରାୟତଃ ଲାଗିଯାଇଥାଏ। ତେଣୁ ଠିକ୍‌ ଫାବ୍ରିକ ଦେଖି କିଣନ୍ତୁ।
ନିଜର ଶରୀରର ଆକୃତି ଅନୁସାରେ ସ୍କର୍ଟ ଚୟନ କରନ୍ତୁ। ଯଦି ଆପଣଙ୍କ ଗୋଡ ଅଧିକ ମୋଟା ହୋଇଥାଏ ତେବେ ମିନି ସ୍କର୍ଟ ବଦଳରେ ଆପଣ ଲମ୍ବା ସ୍କର୍ଟ ପିନ୍ଧନ୍ତୁ।
ଯଦି ଆପଣଙ୍କ ହାଇଟ୍‌ କମ୍‌ ଅଛି ତେବେ ଗୋଇଠି ଠାରୁ ଅଳ୍ପ ଉପରକୁ ଥିବା ସ୍କର୍ଟ ହିଁ ଆପଣଙ୍କୁ ଭଲ ମାନିବ।
ଠିକ୍‌ ହାଇଟ୍‌ ଥିବା ମହିଳାମାନଙ୍କୁ ଲମ୍ବା ସ୍କର୍ଟ ଭଲ ଲାଗିବ।
ସ୍କର୍ଟ ସହିତ ଯଦି ଆପଣ ଅଧିକ ଫ୍ରିଲ ଥିବା ଟପ୍‌ ପିନ୍ଧନ୍ତି ତେବେ ତାହା ଅଧିକ ହାଇଲାଇଟ୍‌ ହୋଇଯିବ। ତେଣୁ ଏଭଳି ଟପ୍‌ ପିନ୍ଧୁ ଯେଉଁଥିରେ ସ୍କର୍ଟ ଅଧିକ ଦିଶୁଥିବ।


[mc4wp_form id="252536"] All Right Reserved By Dharitri.Com

Posted inଜୀବନଚର୍ଯ୍ୟା View All

ଚନ୍ଦନରେ ରହିଛି ଏସବୁ ଉପକାରୀ ଗୁଣ

ଅନିୟମିତ ଜୀବନଶୈଳୀ ସହ ପ୍ରଦୂଷିତ ବାୟୁମଣ୍ଡଳ ଯୋଗୁ ଆଜିକାଲି ଅଧିକାଂଶ ଲୋକଙ୍କ ତ୍ୱଚାରେ ସମସ୍ୟା ଦେଖାଦେଉଛି। ତେବେ ତ୍ୱଚା ପାଇଁ ଚନ୍ଦନ ସବୁଠୁ ଉପକାରୀ ବୋଲି...

ଧଳା କେଶ ପୁଣି ହେବ କଳା…

କଲମ୍ବିଆ,୨୪।୬: ଜୀବନଶୈଳୀରେ ପରିବର୍ତ୍ତନ ଏବଂ ଅବସାଦ ବୃଦ୍ଧି ଯୋଗୁ କେତେକଙ୍କର ଧଳାର କେଶ ଧଳା ହୋଇଯାଇଥାଏ। ତେବେ ଏହା ପୁଣି ଥରେ କଳା ହୋଇ ପାରିବ।...

ବ୍ୟକ୍ତିଙ୍କ ନିକଟରେ ଏହି ୨ ଗୁଣ ଥିଲେ ଶତ୍ରୁ ବି ପାଲଟିବେ ମିତ୍ର, ସମାଜରେ ବଢ଼ିବ ମାନ-ସମ୍ମାନ

ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ବିଭିନ୍ନ ସମସ୍ୟା ଓ ତା’ର ନିଦାନ ସମ୍ପର୍କରେ ବର୍ଣ୍ଣନା କରିଛନ୍ତି। ଏହି ନୀତିକୁ ଆପଣାଇବା ଦ୍ୱାରା...

ଆଜି ଅନ୍ତର୍ଜାତୀୟ ଯୋଗ ଦିବସ: ମନୁଷ୍ୟର ପ୍ରତିଟି କ୍ରିୟା ‘ଯୋଗ’

ଭୁବନେଶ୍ୱର, ୨୧।୬ (ବ୍ୟୁରୋ): ମନୁଷ୍ୟର ପ୍ରତିଟି କ୍ରିୟା ହେଉଛି ଯୋଗ। ଯୋଗ ଦ୍ୱାରା ଶରୀର ସୁସ୍ଥ ରହିବା ସହ ମାନସିକ ସ୍ତରରେ ଶାନ୍ତି ମିଳିଥାଏ। ନୀରୋଗ...

ଉଚ୍ଚ ରକ୍ତଚାପ ରୋଗୀଙ୍କ ପାଇଁ…

ଆଜିକାଲି ରକ୍ତଚାପ ବା ବ୍ଲଡ ପ୍ରେସର ସମସ୍ୟା ଏକ ସାଧାରଣ ଘଟଣା ପାଲଟି ଗଲାଣି କହିଲେ ଆଦୌ ଭୁଲ ହେବ ନାହିଁ। ଅସନ୍ତୁଳିତ ଜୀବନଶୈଳୀ, ଖାଦ୍ୟପେୟ...

ରାତିରେ ଭୋକ ଲାଗିଲେ କ’ଣ ଖାଇବେ..

ବେଳେବେଳେ ରାତ୍ରିଭୋଜନ ଖାଇକି ଶୋଇଲେ ବି ରାତି ଅଧରେ ଅନେକଙ୍କୁ ଭୋକ ଲାଗିଥାଏ; ଯଦ୍ଦ୍ବାରା ସେମାନଙ୍କ ନିଦ ଭାଙ୍ଗିଯାଏ ଆଉ ସେମାନେ ରାତିରେ ଉଠି କିଛି...

ଗୁଜରାଟୀ ମ୍ୟାଙ୍ଗୋ କଡ଼ି

ଆବଶ୍ୟକ ସାମଗ୍ରୀ ଆମ୍ବ ପ୍ଲପ- ୧ କପ୍‌, ଖଟା ଦହି- ୧ କପ୍‌, ବେସନ- ୨ ବଡ଼ ଚାମଚ, ତେଲ- ୨ ଚାମଚ, ଅଦା- ଖଣ୍ଡେ,...

ବ୍ରାହ୍ମଣ ଏବଂ ସ୍ତ୍ରୀଙ୍କ ସବୁଠାରୁ ବଡ଼ ଶକ୍ତି କ’ଣ ଆପଣ ଜାଣନ୍ତି କି?

ସ୍ତ୍ରୀ ହୁଅନ୍ତୁ ଅବା ପୁରୁଷ, ସମସ୍ତଙ୍କ ପାଖରେ କିଛି ଗୁଣ, କିଛି ଶକ୍ତି ରହିଥାଏ। ଏହାଦ୍ୱାରା ସେମାନେ କାର୍ଯ୍ୟ ସିଦ୍ଧି କରନ୍ତି। ଆଚାର୍ଯ୍ୟ ଚାଣକ୍ୟ ନୀଜର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପାର୍ଲର ଯିବା ପୂର୍ବରୁ…
Next Post Next post:
ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବୋଲର୍‌ ହେଲେ ମୁରଲିଥରନ୍‌…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts