E-Paper
  • logo
  • Friday 27th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ, କରୋନା ଭାଇରସ୍‌

ଭାକ୍ସିନ୍‌ ମାଗିଲା ଡବ୍ଲ୍ୟୁଏଚ୍‌ଓ, ଡେଲ୍ଟା ଭାରିଆଣ୍ଟ୍‌ ନେଇ ଦେଲା ଚେତାବନୀ…
2:11 pmJune 26, 2021June 27, 2021

ଜେନେଭା,୨୬।୬: ପୃଥିବୀର ୮୫ ଦେଶରେ ବ୍ୟାପିଥିବା କରୋନା ମହାମାରୀ ଭୂତାଣୁର ନୂଆ ରୂପକୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଅତି ସଂକ୍ରାମକ ବୋଲି କୁହାଯାଇଛି। ଏହା ବିରୋଧରେ ଲଢ଼େଇ ଲାଗି ଭାକ୍ସିନ୍‌କୁ ଏକ ମାତ୍ର ବିକଳ୍ପ ଭାବେ ଗ୍ରହଣ କରାଯାଇଥିବା ଡବ୍ଲ୍ୟୁଏଚ୍‌ଓ ମହାନିର୍ଦ୍ଦେଶକ ଟେଡ୍ରୋସ୍‌ ଆଧାନୋମ୍‌ ଘେବ୍ରିଏସସ୍‌ କହିଛନ୍ତି। ଏପରି ସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ପୃଥିବୀର ବିଭିନ୍ନ ଗରିବ ଦେଶରେ ଲୋକଙ୍କୁ ଭାକ୍ସିନ୍‌ ଦିଆଯିବା ଅପରିହାର୍ଯ୍ୟ ହୋଇପଡ଼ିଥିବାବେଳେ ସେ ଧନୀ ଏବଂ ବିକଶିତ ଦେଶଗୁଡ଼ିକୁ ଭାକ୍ସିନ୍‌ ମାଗିଛନ୍ତି। ଭାକ୍ସିନ୍‌ ନେଇ ନ ଥିବା ଲୋକଙ୍କଠାରେ ଅଧିକ ଡେଲ୍ଟା ଭାରିଆଣ୍ଟ୍‌ ସଂକ୍ରମଣ ଦେଖାଦେଉଥିବା ସେ କହିଛନ୍ତି। କରୋନା ମହାମାରୀ ଭୂତାଣୁର ଶୀଘ୍ର ମ୍ୟୁଟେଶନ୍‌ ହେଉଥିବାରୁ ନୂଆ ନୂଆ ଭାରିଆଣ୍ଟ୍‌ ସୃଷ୍ଟି ହେଉଛି। ତେବେ ଭାକ୍ସିନ୍‌ ନେବା ଦ୍ୱାରା ଏହା ବିରୋଧରେ ଲଢ଼େଇ ସମ୍ଭବ ବୋଲି ସେ ସୂଚନା ଦେଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ, କରୋନା ଭାଇରସ୍‌ View All

ଭାକ୍ସିନ୍‌ ଯୋଗୁ ପୁଣି ନୂଆ ବିପଦ: ୨ ଡୋଜ୍‌ ମଧ୍ୟରେ ସମୟ ବଢ଼ିଲେ ସଂକ୍ରମଣ ଆଶଙ୍କା ଅଧିକ…

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶରେ...

ଟିକାକରଣ ପାଇଁ ପାହାଡ଼ ଚଢ଼ିଲେ ଜିଲାପାଳ

କୋଲକାତା,୨୧।୬: ପଶ୍ଚିମବଙ୍ଗ ଅଲିପୁରଦ୍ୱାର ଜିଲାର ଜିଲାପାଳ ସୁରେନ୍ଦ୍ର କୁମାର ମିନା ଏବେ ଚର୍ଚ୍ଚାରେ ରହିଛନ୍ତି। ଗାଁରେ ଟିକାକରଣ ପାଇଁ ଜିଲାପାଳ କଠିନ ରାସ୍ତା ଦେଇ ପାହାଡ଼...

ବୁର୍କିନା ଫାସୋରେ ଆକ୍ରମଣ: ଶତାଧିକ ମୃତ

ନିଆମି(ନାଇଜର),୬।୬: ବୁର୍କିନା ଫାସୋର ଏକ ଗ୍ରାମରେ କେତେଜଣ ବନ୍ଧୁକଧାରୀଙ୍କ ଆକ୍ରମଣରେ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଅନେକ ଗୁରୁତର ଆହତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଥିବାରୁ...

ପ୍ରବଳ ଥଣ୍ଡାରେ ୧୦୦ କିଲୋମିଟର ମାରାଥନ୍‌: ଅଧାବାଟରେ ୨୧ ଜଣଙ୍କ ମୃତ୍ୟୁ…

ବେଜିଂ,୧୨।୬: ଚାଇନାରେ ଏକ ମରାଥନ ଦୌଡ଼ ସମୟରେ ୨୧ ଜଣ ପ୍ରତିଯୋଗୀଙ୍କ ମୃତ୍ୟୁ ଘଟିଛି। ପ୍ରବଳ ଥଣ୍ଡା ଯୋଗୁ ସେମାନଙ୍କର ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ...

ଡେଭିଡ୍‌ଙ୍କୁ ଅନ୍ତର୍ଜାତୀୟ ବୁକର ପୁରସ୍କାର

ଲଣ୍ଡନ,୪ା୬:ଏକ ଦୁଃଖଦ କିନ୍ତୁ ଉପନିବେଶବାଦ ଓ ଯୁଦ୍ଧଭୟର କାବି୍ୟକ କାହାଣୀକୁ ନେଇ ଗତିଶୀଳ ହୋଇଥିବା ‘ଆଟ୍‌ ନାଇଟ୍‌ ଅଲ୍‌ ବ୍ଲଡ୍‌ ଇଜ୍‌ ବ୍ଲାକ୍‌’କୁ ମିଳିଛି ଚଳିତ...

ମୃତ୍ୟୁସଂଖ୍ୟା ଲୁଚାଇଛି ଏମ୍‌ପି

ଭୋପାଳ, ୧୩ା୬: ଦେଶରେ କରୋନାଜନିତ ମୃତ୍ୟୁ ତଥ୍ୟ ଲୁଚାଯିବା ଆଉ ନୂଆ କଥା ହୋଇ ନାହିଁ। ବିଭିନ୍ନ ରାଜ୍ୟ ସରକାର ପ୍ରକୃତ ସଂଖ୍ୟା ପ୍ରକାଶ କରୁ...

୨ ପ୍ରକାର ଭାକ୍ସିନ୍‌ ନେଲେ ବଢ଼ିବ ପ୍ରତିରୋଧକ ଶକ୍ତି, ଅଧିକ ପରୀକ୍ଷା ନିରୀକ୍ଷା ଆବଶ୍ୟକ…

ନୂଆଦିଲ୍ଲୀ,୨୬।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ କରାଯାଉଛି। ଏପରିସ୍ଥଳେ ଏମ୍ସ୍‌ ପକ୍ଷରୁ...

ସହାୟତାର ହାତ ବଢ଼ାଇଲା ଶତ୍ରୁ…

ଜେରୁଜେଲମ୍‌୍‌,୧୯।୬: କରୋନା ସଙ୍କଟରେ ଭେଦଭାବ ଭୁଲି ଜଣେ ଶତ୍ରୁ  ଅନ୍ୟ ଜଣଙ୍କୁ ସହାୟତାର ହାତ ବଢ଼ାଇଛି। ପାଲେଷ୍ଟାଇନ୍‌ ଏବଂ ଇସ୍ରାଏଲ୍‌ ମଧ୍ୟରେ ଦୀର୍ଘଦିନ ଧରି ଲଢ଼େଇ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପୁଣ୍ୟତିଥିରେ ମା’ଙ୍କୁ ମନେପକାଇଲେ ଡ୍ରିମ୍‌ଗର୍ଲ
Next Post Next post:
ବ୍ରିଟିଶ ଖବରଦାତାଙ୍କ ପ୍ରେମରେ ପଡ଼ି ଲିଭ୍‌ଇନ୍‌ରେ ରହୁଥିଲେ ଆମିର, ଏବେ ଲୁଚାଛପାରେ ରହିଛି ପୁଅ !

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts