ଜେନେଭା/ନୂଆଦିଲ୍ଲୀ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ଘୋଷଣା କରାଯାଇଥିବା ଲକ୍ଡାଉନ୍କୁ ଧୀରେଧୀରେ କୋହଳ କରାଯାଉଛି। ତେବେ ଭାରତକୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ପକ୍ଷରୁ ଚେତାବନୀ ଦିଆଯାଇଛି। ଦେଶରେ ଜାରି ରହିଥିବା କରୋନା କଟକଣା ଶୀଘ୍ର ନ ହଟାଇଇବାକୁ ଡବ୍ଲ୍ୟୁଏଚ୍ଓ ମୁଖ୍ୟ ଟ୍ରେଡୋସ୍ ଅଧାନୋମ୍ ଘେବ୍ରାୟସସ୍ ପରାମର୍ଶ ଦେଇଛନ୍ତି। ତରବର ହୋଇ ଅନ୍ଲକ୍ ପ୍ରକ୍ରିୟା ନ କରିବାକୁ ସେ କହିଛନ୍ତି। ଭାରତରେ ଦେଖାଦେଇଥିବା ଡେଲ୍ଟା(ବି-୧-୬୧୭-୨) ଭାରିଆଣ୍ଟ୍ ଅଧିକ ଭୟଙ୍କର। ଏହାର ନୂଆ ମ୍ୟୁଟେଶନ୍ ଅଧିକ ବେଗରେ ବ୍ୟାପିବା ସହିତ ତାଣ୍ଡବ ରଚିବ ବୋଲି ସେ ସତର୍କ ସୂଚନା ଦେଇଛନ୍ତି। ଯେଉଁମାନେ ଭାକ୍ସିନ୍ ନେଇ ନାହାନ୍ତି ସେମାନଙ୍କ ପାଇଁ ଅଧିକ ବିପଦ ରହିଛି। ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ ପରେ ଭାରତ ସରକାର ଅନ୍ଲକ୍ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବାର ଉଚିତ ବୋଲି ସେ କହିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.