ମିକ୍ସଡ୍ ମାର୍ସାଲ ଆଟର୍ସ(ଏମ୍ଏମ୍ଏ)ରେ ‘ଦି ଇଗଲ’ ଭାବେ ପରିଚିତ ରୁଷିଆନ ଫାଇଟର ଖବିବ୍ ନୁରମାଗୋମେଡୋଭ। ଏହି ୩୨ ବର୍ଷୀୟ ଫାଇଟର ନିଜ କ୍ୟାରିୟରର ଶୀର୍ଷରେ ଥିବାବେଳେ ଗତବର୍ଷ ହଠାତ୍ ଅବସର ଘୋଷଣା କରିଥିଲେ। ତେବେ ତାଙ୍କ ଅବସର ପଛର କାରଣ ଥିଲା ମା’ଙ୍କୁ ଦେଇଥିବା କଥା। କ୍ୟାରିୟର ଆରମ୍ଭ କରିବା ପୂର୍ବରୁ ବାପା ତଥା କିମ୍ବଦନ୍ତୀ କୋଚ୍ ଅବଦୁଲମାନାପ ନୁରମାଗୋମେଡୋଭଙ୍କ ଅନୁପସ୍ଥିତିରେ ଲଢ଼ିବେ ନାହିଁ ମା’ଙ୍କୁ କଥା ଦେଇଥିଲେ। ଗତବର୍ଷ ଜୁଲାଇରେ ଖବିବ୍ଙ୍କ ବାପାଙ୍କ ଦେହାନ୍ତ ହୋଇଥିଲା। ଏହାପରେ ସେ ମାତ୍ର ଥରେ ପେଶାଦାର ଏମ୍ଏମ୍ଏ ଫାଇଟରେ ଭାଗନେଇଥିଲେ। ସେହି ମ୍ୟାଚ୍ରେ ମଧ୍ୟ ତାଙ୍କୁ ବିଜୟ ମିଳିଥିଲା। ୩୨ ବର୍ଷୀୟ ଫାଇଟର କ୍ୟାରିୟରରେ ୨୯ ମ୍ୟାଚ୍ ଖେଳିଥିଲେ ମଧ୍ୟ କଦାପି ପରାଜୟର ମୁହଁ ଦେଖି ନାହାନ୍ତି। ଉଲ୍ଲେଖଯୋଗ୍ୟ, ତାଙ୍କୁ ପିଲା ଦିନରୁ ଟ୍ରେନିଂ ଦେଉଥିଲେ ବାପା ଅବଦୁଲମାନାପ। ଏପରି କି ତାଙ୍କୁ ୯ ବର୍ଷ ହୋଇଥିଲାବେଳେ ତାଙ୍କ ବାପା ଭାଲୁ ସହ ଲଢ଼େଇ କରାଉଥିଲେ।
ହାତୀ ଖାଉଛି ହେଲମେଟ୍ : ଭିଡିଓ ଭାଇରାଲ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...
କୋଶଳାଶୁଣୀ ଜଙ୍ଗଲ
ବୃକ୍ଷ ହିଁ ଜୀବନ। ହେଲେ ଦିନକୁ ଦିନ ଜଙ୍ଗଲରୁ ବହୁଳମାତ୍ରାରେ ଗଛ କଟା ହେବା ଯୋଗୁ ଜଙ୍ଗଲ କ୍ଷୟ ହେଉଛି। ଏଥିଯୋଗୁ ପ୍ରକୃତି ତା’ର ଭାରସାମ୍ୟ...
୧୫ ମିନିଟ୍ରେ ଚା’:ଡେଲିଭରୀ ବୟଙ୍କୁ ମିଳିଲା ୭୩,୦୦୦ନଗଦ ପୁରସ୍କାର
ହାଇଦ୍ରାବାଦ,୨୧।୬: ଗତ କିଛି ମାସରୁ ବଲିଉଡ୍ ଅଭିନେତା ସୋନୁ ସୁଦ ଲୋକଙ୍କ ସହାୟତା କରିଆସୁଛନ୍ତି। କିନ୍ତୁ ଲୋକଙ୍କ ସହାୟତା ପାଇଁ ସୋନୁ ସବୁବେଳେ ସବୁ ସ୍ଥାନରେ...
ସାବଧାନ ! ସ୍ମାର୍ଟଫୋନ୍ରୁ ଶୀଘ୍ର ଡିଲିଟ୍ କରନ୍ତୁ ଏସବୁ ଆପ୍…
ଓ୍ବାଶିଂଟନ/ ନୂଆଦିଲ୍ଲୀ,୧୯।୬: ଗୁଗଲକୁ ପୁଣି ଥରେ ଜୋକର ଭାଇରସ୍ ଫେରିଛି। ଏହା ମୁଖ୍ୟତଃ ୮ଟି ଆଣ୍ଡ୍ରଏଡ୍ ଆପ୍କୁ ଟାର୍ଗେଟ୍ କରିଛି। ଏସବୁ ଆପ୍କୁ ଶୀଘ୍ର ନିଜ...
ଶେଷରେ କ୍ଷମା ମାଗିଲା ଗୁଗଲ୍, ଜାଣନ୍ତୁ କାହିଁକି
ଗୁଗଲ୍ରେ ସର୍ଚ୍ଚ କରିବା ବେଳେ ‘ଭାରତରେ ସବୁଠାରୁ ଖରାପ ଭାଷା କ’ଣ? ଏହାର ଉତ୍ତରରେ ଗୁଗଲ୍ ସର୍ଚ୍ଚ ଇଞ୍ଜିନ୍ରେ ଉତ୍ତର ଥିଲା ‘କନ୍ନଡ’। ଏହି କଥା...
୮ ବର୍ଷୀୟା ମାଗାଜିନ୍ ସମ୍ପାଦିକା
ଅଷ୍ଟ୍ରେଲିଆର ଆଠ ବର୍ଷର କୁନି ଝିଅ ରୋକ୍ସେନ ଡାଉନ୍। ଏଇ ବୟସରେ ଯେଉଁଠି ପିଲାମାନେ ହୋମଓ୍ବାର୍କ କରନ୍ତି ଓ ଖେଳାଖେଳିରେ ବ୍ୟସ୍ତ ରୁହନ୍ତି, ସେ କିନ୍ତୁ...
ଏଲିଅନ୍ ୫୦୦୦ ବର୍ଷ ଧରି ପୃଥିବୀ ଉପରେ ରଖିଛନ୍ତି କଡ଼ା ନଜର…
ଓ୍ବାଶିଂଟନ,୨୪।୬: ଗତ ୫୦୦୦ ବର୍ଷ ଧରି ଏଲିଅନ୍ ପୃଥିବୀ ଉପରେ ଟେଲିସ୍କୋପ୍ ଦ୍ୱାରା କଡ଼ା ନଜର ରଖିଛନ୍ତି। ଏନେଇ ଆମେରିକାରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ...
ଏଲିଅନ୍ଙ୍କ ସହ ସମ୍ପର୍କ ରଖିଲେ ଘଟିବ ଏପରି ବଡ଼ ଧରଣର କ୍ଷତି, ଚେତାବନୀ ଦେଲେ ବୈଜ୍ଞାନିକ
ଏଲିଅନଙ୍କ ସହ ଜଡ଼ିତ କାହାଣୀ ଆମେ ପଢୁଛେ ଶୁଣୁଛେ। ନିକଟରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଏବଂ ଅନ୍ୟ ଆମେରିକୀୟ ଏକ୍ସପର୍ଟମାନେ ୟୁଏଫ୍ଓ ଦୃଶ୍ୟକୁ...


