ମିକ୍ସଡ୍ ମାର୍ସାଲ ଆଟର୍ସ(ଏମ୍ଏମ୍ଏ)ରେ ‘ଦି ଇଗଲ’ ଭାବେ ପରିଚିତ ରୁଷିଆନ ଫାଇଟର ଖବିବ୍ ନୁରମାଗୋମେଡୋଭ। ଏହି ୩୨ ବର୍ଷୀୟ ଫାଇଟର ନିଜ କ୍ୟାରିୟରର ଶୀର୍ଷରେ ଥିବାବେଳେ ଗତବର୍ଷ ହଠାତ୍ ଅବସର ଘୋଷଣା କରିଥିଲେ। ତେବେ ତାଙ୍କ ଅବସର ପଛର କାରଣ ଥିଲା ମା’ଙ୍କୁ ଦେଇଥିବା କଥା। କ୍ୟାରିୟର ଆରମ୍ଭ କରିବା ପୂର୍ବରୁ ବାପା ତଥା କିମ୍ବଦନ୍ତୀ କୋଚ୍ ଅବଦୁଲମାନାପ ନୁରମାଗୋମେଡୋଭଙ୍କ ଅନୁପସ୍ଥିତିରେ ଲଢ଼ିବେ ନାହିଁ ମା’ଙ୍କୁ କଥା ଦେଇଥିଲେ। ଗତବର୍ଷ ଜୁଲାଇରେ ଖବିବ୍ଙ୍କ ବାପାଙ୍କ ଦେହାନ୍ତ ହୋଇଥିଲା। ଏହାପରେ ସେ ମାତ୍ର ଥରେ ପେଶାଦାର ଏମ୍ଏମ୍ଏ ଫାଇଟରେ ଭାଗନେଇଥିଲେ। ସେହି ମ୍ୟାଚ୍ରେ ମଧ୍ୟ ତାଙ୍କୁ ବିଜୟ ମିଳିଥିଲା। ୩୨ ବର୍ଷୀୟ ଫାଇଟର କ୍ୟାରିୟରରେ ୨୯ ମ୍ୟାଚ୍ ଖେଳିଥିଲେ ମଧ୍ୟ କଦାପି ପରାଜୟର ମୁହଁ ଦେଖି ନାହାନ୍ତି। ଉଲ୍ଲେଖଯୋଗ୍ୟ, ତାଙ୍କୁ ପିଲା ଦିନରୁ ଟ୍ରେନିଂ ଦେଉଥିଲେ ବାପା ଅବଦୁଲମାନାପ। ଏପରି କି ତାଙ୍କୁ ୯ ବର୍ଷ ହୋଇଥିଲାବେଳେ ତାଙ୍କ ବାପା ଭାଲୁ ସହ ଲଢ଼େଇ କରାଉଥିଲେ।
ଚଢ଼େଇ ମଣିଷ ସହିତ ଗୋଟିଏ ଥାଳିରେ କରୁଛି ଭୋଜନ: ଭିଡ଼ିଓ ଭାଇରାଲ…
ନୂଆଦିଲ୍ଲୀ,୧୬।୬: ଏବେ ସୋସିଆଲ ମିଡ଼ିଆରେ ଏକ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ଏକ ହୋଟେଲରେ ଜଣେ ଲୋକଙ୍କ ସହିତ ଗୋଟିଏ ଥାଳିରେ ଚଢ଼େଇ ଭୋଜନ...
ଇନ୍ଷ୍ଟାଗ୍ରାମର ବଡ଼ ତ୍ରୁଟି ବାହାର କରିଥିବା ଛାତ୍ରଙ୍କୁ ଫେସ୍ବୁକ ଦେଲା ପୁରସ୍କାର
ମୁମ୍ବାଇ,୧୬।୬: ଭାରତୀୟ ହ୍ୟାକରଙ୍କୁ ଫେସ୍ବୁକ ଦେଲା ୨୨ଲକ୍ଷ ଟଙ୍କା ପୁରସ୍କାର ରାଶି। ପୁରସ୍କାର ରାଶି ପଛରେ ଥିବା କାରଣ ଜାଣିଲେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯିବେ। ସୂଚନା...
ମହାକାଶ ନୁହେଁ ସମୁଦ୍ରରୁ ଆସୁଛନ୍ତି ଏଲିଅନ୍: ଆଇସିଇଆର୍…
ଓ୍ବାଶିଂଟନ/ନୂଆଦିଲ୍ଲୀ,୬।୬: ଏଲିଅନ୍ ନେଇ ପୃଥିବୀରେ ଚର୍ଚ୍ଚା ଜାରି ରହିଛି। ଅଲିଅନ୍ମାନେ ୟୁଏଫ୍ଓ ଦ୍ୱାରା ଲଗାତାର ପୃଥିବୀକୁ ଆସୁଥିବା ନେଇ କେତେକ ଖବର ପ୍ରକାଶ ହେଉଥିବା ବେଳେ...
ପୁରୁଣା ଏକ ଟଙ୍କିଆ ନୋଟ୍ କରିବ ଲକ୍ଷପତି, ଅନ୍ଲାଇନ୍ ବିକ୍ରି ସୁଯୋଗ …
ନୂଆଦିଲ୍ଲୀ,୨୩।୬: ପୁରୁଣା ଏକ ଟଙ୍କିଆ ନୋଟ୍ ଜଣଙ୍କୁ ଲକ୍ଷପତି ମଧ୍ୟ କରି ପାରିବ। ବିଭିନ୍ନ ସଂସ୍ଥା ପକ୍ଷରୁ ଅନ୍ଲାଇନ୍ରେ ଏଭଳି ପୁରୁଣା ନୋଟ୍ ଏବଂ କଏନ୍...
ଧୋନୀ ଘୋଡ଼ା ସହିତ ଲଗାଇଲେ ରେସ୍ : ସାକ୍ଷୀ କଲେ ଭିଡ଼ିଓ ଶେୟାର…
ରାଞ୍ଚି,୧୩।୬: ଆପିଏଲ୍ ସ୍ଥଗିତ ହେବା ପରେ ଟିମ୍ ଇଣ୍ଡିଆର ପୂର୍ବତନ ଅଧିକାୟକ ଏମ୍.ଏସ୍. ଧୋନୀ ରାଞ୍ଚିସ୍ଥିତ ନିଜ ଫାର୍ମ ହାଉସ୍ରେ ଛୁଟି ବିତାଉଛନ୍ତି। ଧୋନୀ ଫାର୍ମରେ...
୩୫୦୦୦ ଟଙ୍କାର ବେଲ୍ଟ କିଣି ଆଣିଲେ ଝିଅ, ମା’ କହିଲେ…
ରାଞ୍ଚିର ଜଣେ ମହିଳାଙ୍କ ଭିଡିଓ ଏବେ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେଉଛି। ଅନୀତା ଗୁପ୍ତା ନାମକ ଜଣେ ମହିଳାଙ୍କ ଭିଡିଓ ଇନ୍ଷ୍ଟାଗ୍ରାମରେ ଶେୟାର ହୋଇଛି।...
ମହାକାଶ ନୁହେଁ, ସମୁଦ୍ର ମଧ୍ୟ ଦେଇ ଆସୁଛନ୍ତି ଏଲିଅନ
ପୃଥିବୀର ବିଭିନ୍ନ ସ୍ଥାନରେ ଏଲିଅନ ଏବଂ ସେମାନଙ୍କ ଯାନ ଦେଖିବାକୁ ମିଳୁଥିବା ଅନେକ ଦାବି କରୁଛନ୍ତି। ଏହି ଦାବି ଉପରେ ବର୍ତ୍ତମାନ ଆଲୋଚନା ପର୍ଯ୍ୟାଲୋଚନା ଆରମ୍ଭ...
ଟିକା ନେଇଥିବା ସେକ୍ସପିୟରଙ୍କ ମୃତ୍ୟୁ
କୋଭିଡ୍ ଟିକା ନେଇଥିବା ପ୍ରଥମ ପୁରୁଷ ତଥା ବିଶ୍ୱର ଦ୍ୱିତୀୟ ବ୍ୟକ୍ତି ବ୍ରିଟେନ ବାସିନ୍ଦା ବିଲ୍ ସେକ୍ସପିୟର(୮୧)ଙ୍କ ମୃତ୍ୟୁ ଘଟିଛି। ଗତ ବର୍ଷ ଡିସେମ୍ବର ୮ରେ...


