E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଫାଇନାଲରେ ବୋଲିଂ କରିବେ କି କୋହଲି
4:12 pmJune 13, 2021

ନୂଆଦିଲ୍ଲୀ,୧୩।୬: ଅଧିନାୟକ ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଜୁନ ୧୮ ରୁ ୨୨ ପର୍ଯ୍ୟନ୍ତ ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଟାଇଟଲ ମ୍ୟାଚ ଖେଳିବାକୁ ପଡ଼ିଆକୁ ଓହ୍ଲାଇବ। ଏହି ଐତିହାସିକ ଫାଇନାଲ ପାଇଁ ଟିମ ଇଣ୍ଡିଆ କଠିନ ପରିଶ୍ରମ କରୁଛି। ଏବେ ଦଳ ଅଭ୍ୟାସ ମ୍ୟାଚ ଖେଳୁଛି। ବିରାଟ କୋହଲିଙ୍କୁ ଏହି ଅଭ୍ୟାସ ମ୍ୟାଚରେ ବୋଲିଂ କରୁଥିବା ଦେଖିବାକୁ ମିଳିଛି। ଏବେ କଳ୍ପନାଜଳ୍ପନା ଆରମ୍ଭ ହୋଇଛି ଯେ କୋହଲି ମଧ୍ୟ ଐତିହାସିକ ଫାଇନାଲରେ ବୋଲିଂ କରିବେ। ଅଭ୍ୟାସ ମ୍ୟାଚ୍‌ରେ କେ.ଏଲ ରାହୁଲଙ୍କୁ ଏକ ଇନ୍ସୱିଙ୍ଗ ବୋଲିଂ କରିଥିଲେ କୋହଲି। ବିସିସିଆଇ ଏହି ଭିଡିଓ ଟୁଇଟର୍‌ରେ ଶେୟାର କରିଛି।
ଯଦି କୋହଲି ଐତିହାସିକ ଫାଇନାଲରେ ବୋଲିଂ କରନ୍ତି, ତେବେ ପ୍ରଶଂସକଙ୍କ ପାଇଁ ଏହା କିଛି ନୂଆ ହେବ ନାହିଁ, କାରଣ ସେ ଅନେକ ଥର ବୋଲିଂ କରିବାକୁ ଚେଷ୍ଟା କରିଛନ୍ତି। ୯୧ ଟେଷ୍ଟ ମ୍ୟାଚର ୧୧ ଇନିଂସରେ କୋହଲି ୧୭୫ ବଲ ବୋଲିଂ କରିଥିଲେ। ତେବେ ଟେଷ୍ଟ କ୍ରିକେଟରେ ସେ କୌଣସି ସଫଳତା ପାଇନାହାଁନ୍ତି। କିନ୍ତୁ ଏକଦିବସୀୟ ଏବଂ ଟି-୨୦ କ୍ରିକେଟରେ ମୋଟ ୮ ଉଇକେଟ ରହିଛି। ସେ ୪୮ଟି ଏକଦିବସୀୟରେ ୬୪୧ ବଲ ଏବଂ ୯୦ ଟି -୨୦ ମ୍ୟାଚର ୧୨ ଇନିଂସରେ ୧୪୬ ବଲ ବୋଲିଂ କରିଥିଲେ।

Captain vs Captain at the intra-squad match simulation.

What do you reckon happened next?

Straight-drive
Defense
LBW#TeamIndia | @imVkohli | @klrahul11 pic.twitter.com/n6pBvMNySy

— BCCI (@BCCI) June 12, 2021


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ପନ୍ତଙ୍କ ଅପରାଜିତ ଶତକ, ଶୁବମନ ୮୫

ସାଉଥାମ୍ପଟନ, ୧୩ା୬ (ପି.ଟି.)-ଏଠାରେ ଭାରତୀୟ କ୍ରିକେଟ ଦଳର ଇଣ୍ଟ୍ରା-ସ୍କ୍ବାଡ ମ୍ୟାଚ୍‌ରେ ରିଷଭ ପନ୍ତ ଅପରାଜିତ ଶତକ ହାସଲ କରିଥିବାବେଳେ ଓପନର ଶୁବମନ ଗିଲ୍‌ ଆକର୍ଷଣୀୟ ୮୫ରନ...

ଇତିହାସ ରଚିଲେ ଏହି କ୍ରିକେଟର୍‌: ୬୧ ବର୍ଷ ପରେ କଲେ ଏମିତି କାରନାମା

ସେଣ୍ଟ ଲୁସିଆ,୨୨।୬: ସେଣ୍ଟ ଲୁସିଆରେ ଖେଳାଯାଉଥିବା ଦକ୍ଷିଣ ଆଫ୍ରିକା ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ବାମହାତୀ ସ୍ପିନର କେଶବ ମହାରାଜ ଇତିହାସ...

କୋଚ୍‌ ଟୁଚେଲଙ୍କ କାର୍ଯ୍ୟକାଳ ବଢ଼ାଇଲା ଚେଲସି

ଲଣ୍ଡନ,୫।୬: ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ହାସଲ କରିବା ପରେ ଚେଲସି କୋଚ୍‌ ଥୋମାସ ଟୁଚେଲଙ୍କୁ ପୁରସ୍କୃତ କରିଛି। ଚେଲ୍‌ସି ଶୁକ୍ରବାର ଟୁଚେଲଙ୍କ କାର୍ଯ୍ୟକାଳ ୨୦୨୪କୁ ବୃଦ୍ଧି...

ମିଷ୍ଟର ଡିପେଣ୍ଡବୁଲ୍‌ ଟିମ୍‌ ଇଣ୍ଟିଆ କୋଚ୍‌: ସୂଚନା ଦେଲେ ଗାଙ୍ଗୁଲୀ…

କୋଲକାତା,୧୫।୬: ଟିମ୍‌ ଇଣ୍ଡିଆ ଶ୍ରୀଲଙ୍କା ଗସ୍ତରେ ଯିବ। ଏନେଇ ବିବିସିଆଇ ପକ୍ଷରୁ ଟିମ୍‌ ଇଣ୍ଡିଆ କୋଚ୍‌ ଭାବେ ମିଷ୍ଟର ଡିପେଣ୍ଡବୁଲ୍‌ ରାହୁଲ ଦ୍ରାବିଡ୍‌ଙ୍କୁ ନିଯୁକ୍ତ କରାଯାଇଛି।...

ୟୁରୋ କପ୍‌ ଫୁଟ୍‌ବଲ: ସ୍ଲୋଭାକିଆର ବିଜୟ ଅଭିଯାନ

ସେଣ୍ଟ ପିଟର୍ସବର୍ଗ,୧୬।୬(ଏପି): ୟୁରୋ କପ୍‌ ଫୁଟ୍‌ବଲରେ ସ୍ଲୋଭାକିଆ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ସ୍ଥାନୀୟ କ୍ରେସୋଭସ୍କି ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍ଲୋଭାକିଆ ୨-୧...

ଭାରତ ହାତକୁ ଆସୁନି ଆଇସିସି ଟ୍ରଫି

ନୂଆଦିଲ୍ଲୀ,୨୩।୬: ଅନ୍ତିମ ଥର ୨୦୧୩ରେ ଟିମ୍‌ ଇଣ୍ଡିଆ ହାତେଇଥିଲା ଆଇସିସି ଟ୍ରଫି। ତା’ ପରଠୁ ଖେଳାଯାଇଥିବା ୪ଟି ଆଇସିସି ଟୁର୍ନାମେଣ୍ଟରେ ଭାରତୀୟ ଦଳ ଫାଇନାଲ କିମ୍ବା...

କୋପା ଆମେରିକା ଫୁଟ୍‌ବଲ: ବ୍ରାଜିଲର କ୍ରମାଗତ ଦ୍ୱିତୀୟ ବିଜୟ

ରିଓ ଡି ଜାନେଇରୋ,୧୯।୬: କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ବ୍ରାଜିଲ ବିଜୟଧାରା ବଜାୟ ରଖିଛି। ବ୍ରାଜିଲ ତା’ର ଦ୍ୱିତୀୟ ମ୍ୟାଚ୍‌ରେ ୪-୦ ଗୋଲରେ ପେରୁକୁ ହରାଇଛି।...

ଛେତ୍ରୀଙ୍କ ଡବଲ ଗୋଲରେ ଭାରତ ବିଜୟୀ

ଦୋହା, ୮।୬(ପି.ଟି.): ଚଳିତ ଫିଫା ବିଶ୍ୱକପ୍‌ ଓ ଏସିଆନ କପ୍‌ କ୍ୱାଲିଫାୟର୍ସ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଭାରତ ସୋମବାର ପଡ଼ୋଶୀ ବାଂଲାଦେଶକୁ ୨-୦ ଗୋଲରେ ପରାସ୍ତ କରିଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମଞ୍ଜି ପିଣ୍ଡୁଳାର ସାହାଯ୍ୟ ନେଇ ଜଙ୍ଗଲ ସୃଷ୍ଟି ସଙ୍କଳ୍ପ …
Next Post Next post:
ଚେହେରା ଅନୁସାରେ ଏଭଳି ବାଛନ୍ତୁ ଇୟର୍‌ ରିଂ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts