E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଦଳ କହିଲେ ମୁଁ ମୁଖ୍ୟମନ୍ତ୍ରୀ ପଦ ଛାଡିଦେବି: ୟେଦ୍ୟୁରପ୍ପା
4:56 pmJune 6, 2021

ବେଙ୍ଗାଲୁରୁ,୬।୬: କର୍ନାଟକରେ ପୁଣି ରାଜନୈତିକ ଅସ୍ଥିରତା ଦେଖା ଦେଇଛି। କର୍ନାଟକର ମୁଖ୍ୟମନ୍ତ୍ରୀ ବି.ଏସ ୟେଦ୍ୟୁରପ୍ପାଙ୍କ ଭାଜପାର କିଛି ବିଧାୟକଙ୍କ ସହ ମନୋମାଳିନ୍ୟ ରହିଛି। ଏହି କାରଣରୁ ୟେଦ୍ୟୁରପ୍ପା ଖୁବ୍‌ଶୀଘ୍ର ନିଜ ପଦ ଛାଡିବେ ବୋଲି ଚର୍ଚ୍ଚା ହେଉଛି। ରବିବାର ୟେଦ୍ୟୁରପ୍ପା କହିଛନ୍ତି ଯେ, ଯେଉଁ ଦିନ ଶୀର୍ଷ ନେତୃତ୍ୱ ମୋତେ ଇସ୍ତଫା ଦେବାକୁ କହିବେ, ମୁଁ ଇସ୍ତଫା ଦେବି। ରାଜ୍ୟରେ ଭାଜପାର କୌଣସି ବିକଳ୍ପ ନେତୃତ୍ୱ ନାହିଁ ବୋଲି ମୁଁ ଭାବୁଛି ବୋଲି ସେ କହିଛନ୍ତି। କୁହାଯାଉଛି ଯେ ମୁଖ୍ୟମନ୍ତ୍ରୀ ବି.ଏସ. ୟେଦ୍ୟୁରପ୍ପାଙ୍କୁ ବଦଳାଇବା ପାଇଁ ଶାସକ ଭାଜପା ମଧ୍ୟରେ କିଛି ପଦକ୍ଷେପ ନିଆଯାଉଛି। ତେବେ ମୁଖ୍ୟମନ୍ତ୍ରୀଙ୍କ ନିକଟବର୍ତ୍ତୀ କିଛି ବିଧାୟକ କହିଛନ୍ତି ଯେ ୭୬ ବର୍ଷ ୟେଦ୍ୟୁରପ୍ପା ତାଙ୍କ କାର୍ଯ୍ୟକାଳ ଶେଷ କରିବେ ଏବଂ ଦୁଇ ବର୍ଷ ପରେ ପରବର୍ତ୍ତୀ ନିର୍ବାଚନ ସମୟରେ ଦଳର ନେତୃତ୍ୱ ମଧ୍ୟ ନେବେ। ତାଙ୍କୁ ହଟାଇବାକୁ ଚେଷ୍ଟା କରୁଥିବା ଏକ ପ୍ରଶ୍ନର ଉତ୍ତରରେ ୟେଦ୍ୟୁରପ୍ପା କହିଛନ୍ତି, ଯେପର୍ଯ୍ୟନ୍ତ ଦିଲ୍ଲୀର ହାଇକମାଣ୍ଡ ମୋ ଉପରେ ବିଶ୍ୱାସ ରଖିବେ, ସେ ପର୍ଯ୍ୟନ୍ତ ମୁଁ ମୁଖ୍ୟମନ୍ତ୍ରୀ ରହିବି। ଯେଉଁ ଦିନ ସେମାନେ ମୋତେ ଚାହଁିବେ ନାହିଁ, ସେଦିନ ମୁଁ ଇସ୍ତଫା ଦେବି ଏବଂ ରାଜ୍ୟର ବିକାଶ ପାଇଁ ଦିନରାତି କାମ କରିବି ବୋଲି ସେ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ବିଧାନସଭା କାର୍ଯ୍ୟରେ ହସ୍ତକ୍ଷେପ କରୁଛନ୍ତି ରାଜ୍ୟପାଳ, ଅଭିଯୋଗ ଆଣିଲେ ବାଚସ୍ପତି…

କୋଲକାତା,୨୩।୬: ବିଧାନସଭା କାର୍ଯ୍ୟ ବାଧା ସୃଷ୍ଟି କରିବା ସହିତ ରାଜ୍ୟପାଳ ଜଗଦୀପ୍‌ ଧାନଖର ହସ୍ତକ୍ଷେପ କରୁଥିବା ଅଭିଯୋଗ ହୋଇଛି। ପଶ୍ଚିମବଙ୍ଗ ବିଧାନସଭା ବାଚସ୍ପତି ବିମାନ ବାନାର୍ଜୀ...

ଟିକା ବଦଳରେ ଦିଆଯାଇଛି ଲୁଣ ପାଣି

ମୁମ୍ବାଇ, ୨୫।୬: ମହାରାଷ୍ଟ୍ରର ମୁମ୍ବାଇ ମହାନଗରୀରେ ପ୍ରାୟ ୨,୦୦୦ ଲୋକଙ୍କୁ କୋଭିଡ୍‌-୧୯ର ନକଲି ଟିକା ଦିଆଯାଇଛି। ସେହିପରି ପଶ୍ଚିମବଙ୍ଗର କୋଲକାତାରେ ମଧ୍ୟ ୫୦୦ ଲୋକ ଏଭଳି...

ୟୁପି କ୍ୟାବିନେଟରେ ହେବନାହିଁ ପରିବର୍ତ୍ତନ

ନୂଆଦିଲ୍ଲୀ,୬।୬: ଉତ୍ତରପ୍ରଦେଶ ଭାଜପା ପ୍ରଭାରୀ ରାଧାମୋହନ ସିଂ ରବିବାର ରାଜ୍ୟପାଳ ଆନନ୍ଦୀ ବେନ୍‌ ପଟେଲଙ୍କୁ ଭେଟିବା ପରେ ଯୋଗୀ ଆଦିତ୍ୟନାଥଙ୍କ କ୍ୟାବିନେଟରେ ଅଦଳବଦଳ ହେବା କଳ୍ପନାଜଳ୍ପନାକୁ...

ଆର୍ଥିକ ଦୁର୍ବଳ ଶ୍ରେଣୀର ଲୋକଙ୍କୁ ରାଶନ କାର୍ଡ ଦିଅ

ନୂଆଦିଲ୍ଲୀ,୩।୬: ବାସହୀନ, ଜରି ଗୋଟାଳି, ହକର ଏବଂ ରିକ୍ସା ଚାଳକଙ୍କ ଭଳି ସମାଜର ଆର୍ଥତ୍କ ଦୁର୍ବଳ ଶ୍ରେଣୀର ଲୋକଙ୍କୁ ଚିହ୍ନଟ କରି ଜାତୀୟ ଖାଦ୍ୟ ନିରାପତ୍ତା...

ପଞ୍ଜାବରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟର ପ୍ରଥମ ମାମଲା: ମହାରାଷ୍ଟ୍ର-ମଧ୍ୟପ୍ରଦେଶର ଅନେକ ଅଞ୍ଚଳ କଣ୍ଟେନମେଣ୍ଟ ଜୋନ୍‌ ଘୋଷିତ

ଚଣ୍ଡିଗଡ଼/ମୁମ୍ବାଇ/ଭୋପାଳ,୨୫।୬: ଦେଶରେ କରୋନା ଭାଇରସ୍‌ର ଦ୍ୱିତୀୟ ଲହର ଧୀରେ ଧୀରେ ଏବେ ନିୟନ୍ତ୍ରଣକୁ ଆସୁଛି। କିନ୍ତୁ ଏବେ ବି ସଙ୍କଟ ଜାରି ରହିଛି। ଅନ୍ୟପଟେ ସମ୍ଭାବ୍ୟ...

ଅଢ଼େଇ ମାସ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୧୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଗତ ଅଢ଼େଇ ମାସ ପରେ ଦେଶରେ...

ମହିଳାଙ୍କୁ ଧରା ପକାଇ ଦେଲା ସିସିଟିଭି

ନୂଆଦିଲ୍ଲୀ,୧୬।୬: ଜଣେ ମହିଳାଙ୍କୁ ଆକ୍ରମଣ କରି ମୋବାଇଲ ଛଡ଼ାଇବା ନେବା ଘଟଣାରେ ଦିଲ୍ଲୀ ପୋଲିସ ଜଣେ ମହିଳାଙ୍କୁ ଗିରଫ କରିଛି। ସିସିଟିଭି ଆଧାରରେ ଅଭିଯୁକ୍ତା ଜ୍ୟୋତିଙ୍କୁ...

ସମାଲୋଚକଙ୍କୁ ନିର୍ବାଚନ ଲଢ଼ିବା ମନା

ମସ୍କୋ, ୫।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଶୁକ୍ରବାର ଏକ ନୂଆ ବିଲ୍‌ରେ ସ୍ବାକ୍ଷର କରିଛନ୍ତି। କୌଣସି ବ୍ୟକ୍ତି ରାଷ୍ଟ୍ରପତିଙ୍କୁ ସମାଲୋଚନା କଲେ ଉକ୍ତ ଆଇନ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଜନ୍ମଦିନରେ ସ୍ବାମୀଙ୍କଠାରୁ ଏମିତି ଖାସ୍‌ ପ୍ରତିଶ୍ରୁତି ପାଇଲେ ନେହା କକ୍କର
Next Post Next post:
ଓଡ଼ିଶା: ଆଜିର ଫଟୋ (ଜୁନ ୬, ୨୦୨୧)

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts