E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ସଂସଦରେ ଯୋଗ ଶିକ୍ଷା ଦେବେ ପ୍ରଜ୍ଞା
9:58 amJune 19, 2021

ଜୁନ୍‌ ୨୧ରେ ବିଶ୍ୱବ୍ୟାପୀ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯିବ। ଏହି ଅବସରରେ ଲୋକ ସଭା ସେକ୍ରେଟାରିଏଟ୍‌ ପକ୍ଷରୁ ସାଂଦସମାନଙ୍କୁ ଯୋଗ ଶିକ୍ଷାର ଆୟୋଜନ କରାଯାଇଛି। ଭୋପାଳର ଭାଜପା ଏମ୍‌ପି ପ୍ରଜ୍ଞା ସିଂ ଠାକୁର ଅନ୍‌ଲାଇନ୍‌ରେ ଉଦ୍‌ବୋଧନ ଦେଇ ସାଂଦସମାନଙ୍କୁ ଯୋଗ ଶିଖାଇବେ। ଏହିଦିନ ମଧ୍ୟାହ୍ନ ୧୨ଟାରେ ‘ଯୋଗ: ଏ ଓ୍ବେ ଅଫ୍‌ ଲାଇଫ୍‌’ ଶୀର୍ଷକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହା ପୂର୍ବରୁ ରାଜସ୍ଥାନ ସିକର ଆସନର ଭାଜପା ଏମ୍‌ପି ସୁମେଧାନନ୍ଦ ସରସ୍ବତୀ ଧ୍ୟାନ ଅଧିବେଶନ କରିବେ ବୋଲି ଲୋକ ସଭା ସେକ୍ରେଟାରିଏଟ୍‌ ପକ୍ଷରୁ ଏକ ବିବୃତିରେ ସୂଚନା ଦିଆଯାଇଛି। ପ୍ରକାଶ ଯେ, ୨୦୦୮ ମାଲେଗାଓଁ ବିସ୍ଫୋରଣର ଅଭିଯୁକ୍ତ ପ୍ରଜ୍ଞା ଠାକୁର ବିଭିନ୍ନ ସମୟରେ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାରେ ରହିଥାନ୍ତି।

 


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

କୋଭିଡ୍‌ ନିୟମ ଭୁଲି ନାଚିଲେ ଭାଜପା ଏମ୍‌ପି

ଜୟପୁର,୨୨।୬: ଦେଶରେ କରୋନା ସଂକ୍ରମଣ ହାର ହ୍ରାସ ପାଉଛି। ହେଲେ ଏବେ ମଧ୍ୟ ବିଭିନ୍ନ ରାଜ୍ୟରେ କଟକଣା ବଳବତ୍ତର ରହିଛି। କିନ୍ତୁ କଟକଣାକୁ ଖାତିର କରୁ...

ଟୁଇଟରକୁ ମୋଦି ସରକାରଙ୍କ ଶେଷ ଚେତାବନୀ…

ନୂଆଦିଲ୍ଲୀ,୫।୬: ଦେଶରେ ପ୍ରଚଳିତ ଆଇଟି ନିୟମର ପାଳନ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ଟୁଇଟର୍‌କୁ ଶେଷ ଚେତାବନୀ ଦିଆଯାଇଛି। ନୂଆ ନିୟମ...

ବୋହୂଙ୍କୁ ଜାଣିଶୁଣି ମାଡ଼ି ବସିଲେ କରୋନା ଆକ୍ରାନ୍ତ ଶାଶୁ

ହାଇଦ୍ରାବାଦ,୬।୬ : କୋଭିଡ୍‌-୧୯ରେ ଆକ୍ରାନ୍ତ ହେବା ପରେ ଜଣେ ବୃଦ୍ଧା ଘରେ ଆଇସୋଲେଶନରେ ରହି ରହି ବିରକ୍ତ ହୋଇଯାଇଥିଲେ। ନିୟମ ଅନୁସାରେ ସମାଜିକ ଦୂରତା ପାଳନ...

ମୋଦିଙ୍କ କ୍ୟାବିନେଟ୍‌ରେ ସିନ୍ଧିଆ ପାଇବେ ସ୍ଥାନ: ମିଳିପାରେ ରେଳ ମନ୍ତ୍ରଣାଳୟ…

ନୂଆଦିଲ୍ଲୀ,୧୩।୬: ସଂସଦର ମୌସୁମୀ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ର ସମ୍ପ୍ରସାରଣ କରାଯିବ। ଏଥିରେ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ସ୍ଥାନ ମିଳିବା ପ୍ରାୟ ନିଶ୍ଚିତ ହୋଇଛି।...

ମୋଦିଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ,୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା ଧମକ ଦେଇଥିବା ଦିଲ୍ଲୀ ଖଜୁରୀଖସ୍‌ ଅଞ୍ଚଳର ଜଣେ ୨୨ ବର୍ଷୀୟ ଯୁବକଙ୍କୁ ପୋଲିସ ଗିରଫ କରିଛି। ଜାମିନରେ ଆସିଥିବା...

ଖସୁଛି କରୋନା ସଂକ୍ରମଣ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌

ନୂଆଦିଲ୍ଲୀ,୪।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା...

ସମ୍ପୂର୍ଣ୍ଣ କ୍ରାନ୍ତି ଦିବସ ପାଳିଲେ ଚାଷୀ

ନୂଆଦିଲ୍ଲୀ,୬।୬: କେନ୍ଦ୍ରର କୃଷି ଆଇନ ବିରୋଧରେ ଦୀର୍ଘଦିନ ହେଲା ଆନ୍ଦୋଳନ ଚଳାଇଥିବା ଚାଷୀ ଶନିବାରଦେଶବ୍ୟାପୀ ସମ୍ପୂର୍ଣ୍ଣ କ୍ରାନ୍ତି ଦିବସ ପାଳନ କରିଛନ୍ତି। ସେମାନେ ଭାଜପା ଏମ୍‌ପି...

ଆକ୍ସନ୍‌ ମୋଡ୍‌ରେ ମାୟାବତୀ

ଲକ୍ଷ୍ନୌ,୩।୬: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ବହୁଜନ ସମାଜ ପାର୍ଟି(ବିଏସ୍‌ପି) ବିଦ୍ରୋହୀ ନେତାଙ୍କୁ ଦଳରୁ ବହିଷ୍କାର କରିଛି। ବିଏସ୍‌ପି ଅଧ୍ୟକ୍ଷ ମାୟାବତୀଙ୍କ ନିର୍ଦ୍ଦେଶରେ ଦଳୀ ନେତା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଓଡ଼ିଶାରୁ ବୀରେନ୍ଦ୍ର, ଅମିତ ସାମିଲ
Next Post Next post:
କାନାଡା ସୁପ୍ରିମକୋର୍ଟରେ ଭାରତୀୟ ବଂଶୋଦ୍ଭବ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts