ଜୁନ୍ ୨୧ରେ ବିଶ୍ୱବ୍ୟାପୀ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯିବ। ଏହି ଅବସରରେ ଲୋକ ସଭା ସେକ୍ରେଟାରିଏଟ୍ ପକ୍ଷରୁ ସାଂଦସମାନଙ୍କୁ ଯୋଗ ଶିକ୍ଷାର ଆୟୋଜନ କରାଯାଇଛି। ଭୋପାଳର ଭାଜପା ଏମ୍ପି ପ୍ରଜ୍ଞା ସିଂ ଠାକୁର ଅନ୍ଲାଇନ୍ରେ ଉଦ୍ବୋଧନ ଦେଇ ସାଂଦସମାନଙ୍କୁ ଯୋଗ ଶିଖାଇବେ। ଏହିଦିନ ମଧ୍ୟାହ୍ନ ୧୨ଟାରେ ‘ଯୋଗ: ଏ ଓ୍ବେ ଅଫ୍ ଲାଇଫ୍’ ଶୀର୍ଷକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହା ପୂର୍ବରୁ ରାଜସ୍ଥାନ ସିକର ଆସନର ଭାଜପା ଏମ୍ପି ସୁମେଧାନନ୍ଦ ସରସ୍ବତୀ ଧ୍ୟାନ ଅଧିବେଶନ କରିବେ ବୋଲି ଲୋକ ସଭା ସେକ୍ରେଟାରିଏଟ୍ ପକ୍ଷରୁ ଏକ ବିବୃତିରେ ସୂଚନା ଦିଆଯାଇଛି। ପ୍ରକାଶ ଯେ, ୨୦୦୮ ମାଲେଗାଓଁ ବିସ୍ଫୋରଣର ଅଭିଯୁକ୍ତ ପ୍ରଜ୍ଞା ଠାକୁର ବିଭିନ୍ନ ସମୟରେ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାରେ ରହିଥାନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.