ଜୁନ୍ ୨୪ରେ ଅପରେଟିଂ ସିଷ୍ଟମ୍ ଓ୍ବିଣ୍ଡୋଜ୍ର ନୂଆ ଭର୍ସନ ଆସିଯିବ। ପରେ ୨୦୨୫ ଅକ୍ଟୋବରରେ ମାଇକ୍ରୋସଫ୍ଟ ପକ୍ଷରୁ ଓ୍ବିଣ୍ଡୋଜ୍ ୧୦ ସପୋର୍ଟକୁ ବନ୍ଦ କରିଦିଆଯିବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ସପୋର୍ଟ ପେଜ୍ରେ କମ୍ପାନୀ ଏ ବାବଦରେ ଅପଡେଟ୍ ଦେଇଛି। ୨୦୧୫ ଜୁଲାଇ ୨୯ରେ ମାଇକ୍ରୋସଫ୍ଟ ପକ୍ଷରୁ ଓ୍ବିଣ୍ଡୋଜ୍ ୧୦ ହୋମ୍ ଏବଂ ପ୍ରୋ ଅପରେଟିଂ ସିଷ୍ଟମ ସପୋର୍ଟ ଆରମ୍ଭ କରିଥିଲା। ଓଏସ୍ ପରି ୧୦ ବର୍ଷର ଟାଇମ୍ ଲାଇନ ପରେ ଓ୍ବିଣ୍ଡୋଜ୍ ୧୦କୁ ମଧ୍ୟ ବନ୍ଦ କରିଦିଆଯିବ। ଡେଭେଲପର ଏବଂ କ୍ରିଏଟରଙ୍କ ପାଇଁ ଅଧିକ ସୁଯୋଗ ସୃଷ୍ଟି କରିବାକୁ ଖୁବଶୀଘ୍ର ଅତ୍ୟାଧୁନିକ ଓ୍ବିଣ୍ଡୋଜ୍ ଅପଡେଟ୍ ଆସିବ ବୋଲି ମାଇକ୍ରୋ ସଫ୍ଟ ସିଇଓ ସତ୍ୟ ନାଦେଲା କହିଛନ୍ତି।
Posted inଅନ୍ତର୍ଜାତୀୟ View All
ଆଡ୍ମିଶନ ପାଇଁ ଯୁବତୀଙ୍କ ସହ ରାତି କାଟିବାକୁ ଅଫର ଦେଉଛି ଏହି ବିଶ୍ୱବିଦ୍ୟାଳୟ, ଜାଣିଲେ କରିବେ ନିନ୍ଦା
ବେଜିଂ,୧୦ା୬: ଚାଇନାର ଏକ ବିଶ୍ୱବିଦ୍ୟାଳୟ ଏବେ କଡ଼ା ବିବାଦର ସମ୍ମୁଖୀନ ହୋଇଛି। ଏହି ବିଶ୍ୱବିଦ୍ୟାଳୟ ଆଡ୍ମିଶନ ପାଇଁ ସୋସିଆଲ ମିଡିଆରେ ଏକ ବିଜ୍ଞାପନ ଦେଇଥିଲା। କିନ୍ତୁ...
‘ଆପଲ ଡେଲି’ର ଅପମୃତ୍ୟୁ
ହଂକଂ,୨୪ା୬: ହଂକଂର ନୂଆ ସୁରକ୍ଷା ଆଇନ ଓ ଗଣତନ୍ତ୍ର ସପକ୍ଷବାଦୀ ଲଢ଼େଇ ମଝିରେ ବଳିପଡ଼ିଛି ପ୍ରସିଦ୍ଧ ଦୈନିକ ଖବରକାଗଜ ‘ଆପଲ୍ ଡେଲି’। ୧୯୯୫ ଜୁନ୍ ୨୦ରେ...
ଟ୍ରମ୍ପ କହିଲେ, ମୋ ଅନୁମାନ ଠିକ୍ ଥିଲା
ନ୍ୟୁୟର୍କ, ୪।୬: କରୋନା ଭୂତାଣୁ ଚାଇନାର ଉହାନ ଲ୍ୟାବରୁ ଆସିଥିବା ଅନେକ ଅନୁସନ୍ଧାନରୁ ଜଣାପଡିଛି। ପୂର୍ବରୁ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ କରୋନା...
୩ ଦେଶରେ ଟିକାକରଣର ୬୦%
ଜାତିସଂଘ,୬।୬(ପି.ଟି.): ସାରା ବିଶ୍ୱରେ ଏପର୍ଯ୍ୟନ୍ତ କୋଭିଡ୍-୧୯ ଟିକାର ୨୦୦ କୋଟି ଡୋଜ୍ ଆବଣ୍ଟନ ହୋଇଛି। ଏହାର ୬୦ ପ୍ରତିଶତ ଭାରତ, ଆମେରିକା ଓ ଚାଇନାରେ ଦିଆଯାଇଥିବା...
ବସ୍-ବନ୍ଦ ଘରେ କରୋନା ସଂକ୍ରମଣ ଆଶଙ୍କା ଅଧିକ…
ଲଣ୍ଡନ/ନୂଆଦିଲ୍ଲୀ,୩।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ସଂକ୍ରମଣ କେଉଁଠି ଅଧିକ ହୋଇଥାଏ ସେ ନେଇ ଏକ ରିପୋର୍ଟ...
ଚାଇନା ଆପ୍ ଉପରୁ ପ୍ରତିବନ୍ଧକ ହଟାଇଲେ ବାଇଡେନ୍
ଓ୍ବାଶିଂଟନ,୧୦ା୬: ଆମେରିକାର ରାଷ୍ଟ୍ରପତି ଜୋ-ବାଇଡେନ୍ ତାଙ୍କର ପ୍ରଥମ ବିଦେଶ ଗସ୍ତ ପୂର୍ବରୁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ଚାଇନିଜ ଆପ ଉପରେ ଥିବା ପ୍ରତିବନ୍ଧକକୁ...
ପୁରୁଷଙ୍କ ଗର୍ଭରେ ଶିଶୁ, ଏପରି କିପରି ହୁଏ, ଜାଣନ୍ତୁ…
ଲଣ୍ଡନ,୮।୬: ମହିଳାଙ୍କ ଗର୍ଭରେ ଶିଶୁ ସୃଷ୍ଟି ପାଇଁ ପ୍ରକୃତି ସମସ୍ତ ପ୍ରକାର ସୁବିଧା ସୁଯୋଗ ଖଞ୍ଜି ଦେଇଛି। ତେବେ ପୁରୁଷଙ୍କ ଶରୀରରେ ଏଭଳି ସ୍ଥିତି ସୃଷ୍ଟି...
ପାର୍ଲାମେଣ୍ଟରେ ମରାମରି ହେଲେ ଏମ୍ପି
ଲା ପାଜ୍,୧୦।୬: ପାର୍ଲାମେଣ୍ଟରେ ହୋ ହଲ୍ଲା ଓ ଚପଲ ଫୋପାଡ଼ିବା ଘଟଣା କିଛି ନୂଆ ନୁହେଁ। କିନ୍ତୁ ଚୁଟି ଟଣାଟଣି ସହ ମୁଥ ମରାମରି ହେବା...


