E-Paper
  • logo
  • Monday 30th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ସନ୍ତାନ ପ୍ରସବ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ମହିଳା, ଡାକ୍ତର କରିଦେଲେ ଜନ୍ମ ନିୟନ୍ତ୍ରଣ ଅସ୍ତ୍ରୋପଚାର; ଆଉ ତା’ ପରେ…
12:12 pmJune 20, 2021

ରାଞ୍ଚି,୨୦ା୬: ଜଣେ ମହିଳା ସଦର ହସ୍ପିଟାଲରେ ସନ୍ତାନ ପ୍ରସବ କରିବା ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ମାତ୍ର ଡାକ୍ତରମାନେ କାହାକୁ କିଛି ନ ପଚାରି ମହିଳାଙ୍କର ଜନ୍ମ ନିୟନ୍ତ୍ରଣ ଅସ୍ତ୍ରୋପଚାର କରାଇ ଦେଇଛନ୍ତି। ଫଳରେ ଡାକ୍ତରଙ୍କ ନାମରେ ମାମଲା ରୁଜୁ ହୋଇଛି।

ରାଞ୍ଚିିର କାଣ୍ଟାଟୋଲିରେ ରହୁଥିବା ପୁନମ ଦେବୀ ସନ୍ତାନ ପ୍ରସବ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଡାକ୍ତରମାନେ ତାଙ୍କର ନର୍ମାଲ ଡେଲିଭରି ହେବନି ସିଜରିଂ ହେବ ବୋଲି କହିଥିଲେ। ମାତ୍ର ସେଠାରେ ଡାକ୍ତରମାନେ କାହାକୁ କିଛି ନ ପଚାରି ତାଙ୍କର ଜନ୍ମ ନିୟନ୍ତ୍ରଣ ଅସ୍ତ୍ରୋପଚାର କରାଇଦେଇଛନ୍ତି। ପୁନମଙ୍କ ଅଭିଯୋଗ ପରେ ସ୍ବାସ୍ଥ୍ୟ ବିଭାଗ ଯାଞ୍ଚ କରିବାକୁ ଦାବି ହେଉଛି।

ଅନ୍ୟପକ୍ଷରେ ହସ୍ପିଟାଲର ଉପଅଧୀକ୍ଷକ ସବ୍ୟସାଚୀ ମଣ୍ଡଳ କୁହନ୍ତି, ବନ୍ଧ୍ୟାକରଣ ଅପରେଶନ ପାଇଁ ମହିଳାଙ୍କ ସହମତି ଜରୁରୀ ଅଟେ। ମହିଳା ସହମତି ଦେବାରୁ ତାଙ୍କର ଜନ୍ମ ନିୟନ୍ତ୍ରଣ ଅସ୍ତ୍ରୋପଚାର କରାଯାଇଥିଲା।

ପୁନମ କହିଛନ୍ତି, ତାଙ୍କ ସ୍ବାମୀ କିମ୍ବା ପରିବାରର କୌଣସ ସଦସ୍ୟଙ୍କ ସହମତି ନ ନେଇ ଡାକ୍ତରମାନେ ତାଙ୍କଠାରୁ ସାଧା କାଗଜରେ ଦସ୍ତଖତ ନେଇ ବନ୍ଧ୍ୟାକରଣ ଅପରେଶନ କରାଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଏମ୍‌-ଯୋଗ ଆପ୍‌ ବହୁ ଭାଷାରେ ହେବ ଉପଲବ୍ଧ: ମୋଦି..

ନୂଆଦିଲ୍ଲୀ,୨୧।୬: ଏଣିକି ପୃଥିବୀବ୍ୟାପୀ ଏମ୍‌-ଯୋଗ ଆପ୍‌ ବହୁ ଭାଷାରେ ଉପଲବ୍ଧ ହେବ। ସପ୍ତମ ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏସମ୍ପର୍କରେ...

କୃଷକଙ୍କ ସହ ଛିଡ଼ା ହେବ ଟିଏମ୍‌ସି

କୋଲକାତା,୯।୬ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ବୁଧବାର ଭେଟିଛନ୍ତି ଭାରତୀୟ କିଷାନ ୟୁନିଅନ (ବିକେୟୁ) ନେତା ରାକେଶ ଟିକାଏତ। ବୈଠକରେ ୩ ବିବାଦୀୟ କୃଷି...

ଭାକ୍ସିନ୍‌ର ୨ ଡୋଜ୍‌ ନେଲା ପରେ ବି ସୃଷ୍ଟି ହେଉନି ଆଣ୍ଟିବଡ଼ି, ବିଶେଷଜ୍ଞଙ୍କ ଚିନ୍ତା ବଢ଼ିଲା…

ଲକ୍ଷ୍ନୌ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ...

ପୁଣି ବିପଦ ମାଡ଼ି ଆସୁଛି: ଭାରତରେ ମାରାତ୍ମକ ନୂଆ ଭାରିଆଣ୍ଟ୍‌ ଚିହ୍ନଟ…

ନୂଆଦିଲ୍ଲୀ,୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଥିବାବେଳେ ବିପଦ ଉପରେ ପୁଣି...

ଟପ୍‌ ୨୦୦ ମଧ୍ୟରେ ଭାରତର ୩ ବିଶ୍ୱବିଦ୍ୟାଳୟ

ନୂଆଦିଲ୍ଲୀ, ୯।୬: ବିଶ୍ୱର ୨୦୦ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ମଧ୍ୟରେ ଭାରତର ୩ଟି ବିଶ୍ୱବିଦ୍ୟାଳୟ ସ୍ଥାନ ପାଇଛି। ବୁଧବାର ପ୍ରକାଶିତ କ୍ୟୁଏସ୍‌ ଓ୍ବାଲର୍‌ଡ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍‌ରେ ଇଣ୍ଡିଆନ...

ଲୁଚିଛପି ସ୍ତ୍ରୀଙ୍କ ଗାଧୋଇବା ବେଳର ଭିଡିଓ କରୁଥିଲେ ସ୍ବାମୀ: ଜଣାପଡିବା ପରେ…

ପୁଣେ,୨୦।୬:ମହାରାଷ୍ଟ୍ରର ପୁଣେରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଲୁଚିଛପି ସ୍ତ୍ରୀଙ୍କ ଗାଧୋଇବା ବେଳର ଭିଡିଓ କରି ଗିରଫ ହୋଇଛନ୍ତି ସ୍ବାମୀ। ରୋଚକ କଥା ହେଉଛି ୪୦...

କରୋନା ଚିକିତ୍ସା ପାଇଁ ଆଉ ଏକ ଔଷଧ ପରୀକ୍ଷଣ ଆରମ୍ଭ

ନୂଆଦିଲ୍ଲୀ,୬।୬: କରୋନା ଚିକିତ୍ସା ପାଇଁ ଆଉ ଏକ ଔଷଧ ପରୀକ୍ଷଣ ଆରମ୍ଭ ହୋଇଛି। ସିଏସଆଇଆର ଇଣ୍ଡିଆ ଏବଂ ଲକ୍ସାଇ ଲାଇଫ ସାଇନ୍ସ ଏହି କ୍ଲିନିକାଲ ଟ୍ରାଏଲ...

କୋଭିଶିଲ୍ଡ୍‌ ଡୋଜ୍‌ ଯୋଗୁ ଶରୀରରେ ଅଧିକ ଆଣ୍ଟିବଡ଼ି ସୃଷ୍ଟି ହେଉଛି…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କେମିତି ବଢ଼ିବ ବାପା-ପୁଅଙ୍କ ଭିତରେ ସମ୍ପର୍କ
Next Post Next post:
ଆରମ୍ଭ ହେଲା ‘ଆଶୀର୍ବାଦ’ ଯୋଜନା: ମାସକୁ ମିଳିବ ୨୫୦୦ ଟଙ୍କା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts