E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ବର୍ଷକ ମଧ୍ୟରେ ୨୦ ସନ୍ତାନର ମା’ ହେଲେ ଏହି ମହିଳା, ପିଲାଙ୍କ ପାଇଁ ସପ୍ତାହକୁ ଖର୍ଚ୍ଚ ହୁଏ…
3:15 pmJune 5, 2021

ରୁଷିଆର ଜଣେ ମହିଳା ବର୍ଷକ ମଧ୍ୟରେ ୨୦ ସନ୍ତାନର ମା’ ହୋଇଛନ୍ତି। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ କଥାଟା ସତ। ୨୩ ବର୍ଷୀୟା କ୍ରିଷ୍ଟିନାଙ୍କ ସ୍ବାମୀ ଜଣେ କୋଟିପତି। ତାଙ୍କ ସ୍ବାମୀ ଚାହାନ୍ତି ଗୋଟିଏ ବଡ଼ ପରିବାର। ୫୭ ବର୍ଷୀୟ ଗ୍ୟାଲିପ୍‌ ଆଗରୁ ବିବାହ କରିଥିଲେ। କ୍ରିଷ୍ଟିନାଙ୍କ ସହ ତାଙ୍କର ପରେ ଦେଖାସାକ୍ଷାତ ହୋଇଥିଲା।

କ୍ରିଷ୍ଟିନା କହିଛନ୍ତି ଏହି ୨୦ ପିଲାଙ୍କ ମା’ ହେବା ପାଇଁ ସେ ସରୋଗେସିର ସାହାରା ନେଇଥିଲେ। ଏହା ପୂର୍ବରୁ ତାଙ୍କ ସ୍ବାମୀଙ୍କର ଏକ ୬ ବର୍ଷର ପିଲା ଥିଲା। ତାଙ୍କର ୨୦ ସନ୍ତାନ ଏବଂ ପୂର୍ବରୁ ଥିବା ସନ୍ତାନକୁ ମିଶାଇ ବର୍ତ୍ତମାନ ୨୧ ଜଣ। ସେ ସରୋଗେସି ପାଇଁ ୧ କୋଟି ୪୨ ଲକ୍ଷ ଟଙ୍କା ଖର୍ଚ୍ଚ କରିଥିଲେ। ଏହା ପରେ ତାଙ୍କ ପରିବାର ତୀବ୍ର ଭାବରେ ବିସ୍ତାର ହେଲା।

ହାବେଳିରେ ରହୁଥିବା ଏହି କୋଟିପତି ପରିବାର ପ୍ରତି ସପ୍ତାହରେ ୫୩ ପ୍ୟାକେଜ ବେବି ଫର୍ମୂଲା ବ୍ୟବହାର କରନ୍ତି। କ୍ରିଷ୍ଟିନା କୁହନ୍ତି ସମସ୍ତ ପିଲାଙ୍କ ପାଇଁ ସପ୍ତାହରେ ତାଙ୍କର ୩ରୁ୪ ଲକ୍ଷ ଟଙ୍କା ଖର୍ଚ୍ଚ ହୁଏ। କେବେ କେବେ ଏହା ଅଧିକ ଏବଂ କମ୍‌ ମଧ୍ୟ ହୋଇଥାଏ। ପିଲାମାନଙ୍କ ସହ ଏହି କୋଟିପତି ଦମ୍ପତି ବେଶ୍‌ ହସଖୁସିରେ ସମୟ ବିତାଉଥିବା କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

୮୦ ଜଣଙ୍କୁ କଞ୍ଚା ଚୋବାଇ ଖାଇଥିଲା ୧୬ ଫୁଟ ଲମ୍ବ କୁମ୍ଭୀର …

କାମ୍ପାଲା,୧୦।୬: ଆଫ୍ରିକାର ଉଗାଣ୍ଡାରେ ଏକ ୧୬ ଫୁଟ ଲମ୍ବ କୁମ୍ଭୀର ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଥିଲେ। ଘଡ଼ିଆଳ କୁମ୍ଭୀରଟି ୮୦ ଜଣ ଲୋକଙ୍କୁ ଜୀଅନ୍ତା କଞ୍ଚା...

ହ୍ରଦରେ କମୁଛି ଅମ୍ଳଜାନ

ଜଳବାୟୁ ପରିବର୍ତ୍ତନ କାରଣରୁ ମଧୁର ଜଳପୂର୍ଣ୍ଣ ହ୍ରଦର ଅମ୍ଳଜାନସ୍ତର କମିବାରେ ଲାଗିଛି। ଏହାଦ୍ୱାରା ଜୀବଜଗତ ସମେତ ପରିବେଶ ଉପରେ ବଡ଼ ବିପତ୍ତି ଘନେଇବାରେ ଲାଗିଛି। ନୂଆଦିଲ୍ଲୀ:...

ଚାଇନାର ହାତୀପଲ ସୋସିଆଲ ମିଡ଼ିଆରେ ଭାଇରାଲ: ୨୦ କୋଟିରୁ ଅଧିକ ଥର ଦେଖାଗଲାଣି…

ବେଜିଂ,୯।୬: ଏବେ ସୋସିଆଲ ମିଡ଼ିଆରେ ଚାଇନାର ଏକ ହାତୀପଲ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲଗେିଛି। ୧୫ ଜଣିଆ ହାତୀପଲ ଦୀର୍ଘ ଏକବର୍ଷ ଧରି ନିଜ...

ଆଇଫୋନ୍‌ରୁ ଭାଇରାଲ ହେଲା ଯୁବତୀଙ୍କ ନଗ୍ନ ଫଟୋ, ଏବେ କମ୍ପାନୀକୁ ଦେବାକୁ ପଡ଼ିବ ଏତିକି ପରିମାଣର ଟଙ୍କା…

ଆଇଫୋନ୍‌ ତିଆରି କରୁଥିବା କମ୍ପାନୀ ଆପଲ ଏବେ ଏକ ଭୁଲ ପାଇଁ କୋଟି କୋଟି ଟଙ୍କା ଜରିମାନା ଦେବ। କାରଣ ଜଣେ ଯୁବତୀଙ୍କ ଫୋନ୍‌ ଖରାପ...

ପୃଥିବୀ ମୁହାଁ ବିରାଟ ଗ୍ରହାଣୁପିଣ୍ଡ: ଜୁନ୍‌ ୨୫ରେ କରିବ ଅତିକ୍ରମ…

ଓ୍ବାଶିଂଟନ,୧୫।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଆଉ ଏକ ନୂଆ ବିପଦ ଆଶଙ୍କା ଦେଖାଦେଇଛି। ବିରାଟ ଗ୍ରହାଣୁପିଣ୍ଡ ୪୪୧୯୮୭...

ଜଗ୍ଗି ବାସୁଦେବରୁ ସଦ୍‌ଗୁରୁ: ଜାଣନ୍ତୁ ଆଧ୍ୟାତ୍ମ୍ୟ ପଥରେ ଯାତ୍ରା କରୁଥିବା ଏହି …

ଯୋଗ ଏବଂ ଧ୍ୟାନର ପ୍ରଚାରକ ହେଲେ ଜଗ୍ଗି ବାସୁଦେବ ଓରଫ ସଦ୍‌ଗୁରୁ। ସେ ଇଶା ଫାଉଣ୍ଡେଶନର ସଂସ୍ଥାପକ ମଧ୍ୟ। ଏହି ଅନୁଷ୍ଠାନ ସାମାଜିକ କଲ୍ୟାଣ ଦିଗରେ...

ଭାରତର ପ୍ରତିନିଧିତ୍ୱ କରିବେ କିନ୍ନର ଶ୍ରୁତି

ଏକାଧିକ ସୌନ୍ଦର୍ଯ୍ୟ ପ୍ରତିଯୋଗିତାରେ ବିଜୟୀ ହୋଇଥିବା କେରଳର ଟ୍ରାନ୍ସଜେଣ୍ଡର ମଡେଲ ଶ୍ରୁତି ସିତାରା ଆଉ ଏକ ସଫଳତା ହାସଲ କରିଛନ୍ତି। ଲଣ୍ଡନରେ ଆସନ୍ତା ୧୨ ତାରିଖରେ...

ଏମିତି ବି ଥାନ୍ତି ଲୋକ: ଢୁ ଢୁ ବର୍ଷାରେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବ୍ରାହ୍ମଣ ଏବଂ ସ୍ତ୍ରୀଙ୍କ ସବୁଠାରୁ ବଡ଼ ଶକ୍ତି କ’ଣ ଆପଣ ଜାଣନ୍ତି କି?
Next Post Next post:
ମାଲିକଙ୍କୁ ଏମିତି ଅନ୍ତିମ ଶ୍ରଦ୍ଧାଞ୍ଜଳି ଜଣାଇଲା ହାତୀ, ଦେଖିଲେ ଆଖିରେ ରହିବନି ଲୁହ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts