E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

ମହିଳା ସଦସ୍ୟ ସଂସଦରେ ମୁଥ ମରାମରି ସହିତ କେଶ ଟଣାଟଣି ହେଲେ …
3:08 pmJune 10, 2021

ଲା ପାଜ୍‌,୧୦।୬: ସଂସଦରେ ମୁଥ ମରାମରି ହେବା ସହିତ କେଶ ଟଣାଟଣି ହେବା ଭଳି ଅପ୍ରୀତିକର ଘଟଣା ଘଟିଛି। ଏଭଳି ବଲିଭିଆ ସଂସଦରେ ହୋଇଛି। ପୂର୍ବ ରାଷ୍ଟ୍ରପତି ଜିନିନ୍‌ ଅନେଜ୍‌ଙ୍କ ଗିରଫକୁ ନେଇ ଶାସକ ଏବଂ ବିରୋଧୀ ଦଳ ସଦସ୍ୟ ମୁହାଁମୁହିଁ ହୋଇଛନ୍ତି। ସଦସ୍ୟମାନେ ପରସ୍ପରକୁ ଗାଳି ଗୁଲଜ କରିବା ସହିତ ଫିଙ୍ଗା ଫୋପଡ଼ା କରିଥିଲେ। ଏଥିରେ ମହିଳା ସଦସ୍ୟମାନେ ଅଧିକ ବିଶୃଙ୍ଖଳିତ ଆଚରଣ ପ୍ରଦର୍ଶନ କରିଥିବା ଅଭିଯୋଗ ହୋଇଛି। ମାର୍ଚ୍ଚରେ ଜିନିନ୍‌ଙ୍କୁ ଗିରଫ କରାଯାଇଥିଲା। ବିରୋଧୀ ଦଳ ଏନେଇ ଅସନ୍ତୁଷ୍ଟ ଥିଲେ। ନିର୍ବାଚନରେ ଦୁର୍ନୀତି ନେଇ ତାଙ୍କ ବିରୋଧରେ ଅଭିଯୋଗ ଅଣାଯାଇଥିଲା।

 


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

ଲିନା ଏଫ୍‌ଟିସି ମୁଖ୍ୟ

ଫେସ୍‌ବୁକ୍‌, ଗୁଗଲ, ଆମାଜନ, ଆପଲ୍‌ ଭଳି ଟେକ୍‌ କମ୍ପାନୀଗୁଡ଼ିକର ପ୍ରମୁଖ ସମାଲୋଚିକା ତଥା ପାକିସ୍ତାନ ବଂଶୋଦ୍ଭବ ଲିନା ଖାନ୍‌(୩୨)ଙ୍କୁ ଆମେରିକା ଫେଡେରାଲ ଟ୍ରେଡ୍‌ କମିଶନ(ଏଫ୍‌ଟିସି)ର ମୁଖ୍ୟ...

କୋଭାକ୍ସିନର ଜରୁରିକାଳୀନ ବ୍ୟବହାରକୁ ମଞ୍ଜୁରୀ ଦେଲା ନାହିଁ ଆମେରିକା

ଓ୍ବାଶିଂଟନ୍‌,୧୧।୬: ଆମେରିକାରେ ଜରୁରିକାଳୀନ ବ୍ୟବହାର ପାଇଁ ସ୍ବଦେଶୀ ଟିକା କୋଭାକ୍ସିନ୍‌ ନିର୍ମାତା ଭାରତ ବାୟୋଟେକକୁ ଟିକିଏ ଅଧିକ ସମୟ ଅପେକ୍ଷା କରିବାକୁ ପଡ଼ିବ। କୋଭାକ୍ସିନର ଜରୁରିକାଳୀନ...

ଚାଇନାକୁ ଅସୁବିଧା ଲଦାଖ ଥଣ୍ଡା

ବେଜିଂ, ୭ା୬: ପୂର୍ବ ଲଦାଖ ସୀମାରେ ଭାରତ ବିପକ୍ଷରେ ଗତ ବର୍ଷ ଏପ୍ରିଲ-ମେ’ଠାରୁ ଚାଇନା ୫୦ ହଜାରରୁ ଊର୍ଦ୍ଧ୍ୱ ସୈନ୍ୟଙ୍କୁ ମୁତୟନ କରିଥିବାବେଳେ ସେଠାକାର ଭୀଷଣ...

ସ୍ପେସ୍‌ ଷ୍ଟେଶନରେ ସୋଲାର ପ୍ୟାନେଲ

ଇଣ୍ଟରନ୍ୟାଶନାଲ ସ୍ପେସ୍‌ ଷ୍ଟେଶନ(ଆଇଏସ୍‌ଏସ୍‌) ବାହାରେ ପ୍ରଥମ ସୋଲାର ପ୍ୟାନେଲ ଲଗାଇବାରେ ମହାକାଶଚାରୀ ସଫଳ ହୋଇଛନ୍ତି। ଏହା ସୌର ଶକ୍ତି ଅବଶୋଷଣ କରି ପ୍ରତିଦିନର ବୈଜ୍ଞାନିକ ଅନୁସନ୍ଧାନ...

ମହାତ୍ମା ଗାନ୍ଧୀଙ୍କ ଅଣନାତୁଣୀଙ୍କୁ ଜେଲ୍‌

ଡର୍ବାନ,୮।୬: ମହତ୍ମା ଗାନ୍ଧୀଙ୍କ ଅଣନାତୁଣୀ ଆଶିଷ ଲତା ରାମଗୋବିନଙ୍କୁ ଠକେଇ ମାମଲାରେ ୭ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି ଦକ୍ଷିଣ ଆଫ୍ରିକାର ଏକ କୋର୍ଟ।...

ମେଘାନ-ହ୍ୟାରିଙ୍କ ଦ୍ୱିତୀୟ ସନ୍ତାନ

ସାନ୍ତା ବାର୍ବରା,୭।୬: ପ୍ରିନ୍ସ ହ୍ୟାରି ଏବଂ ମେଘାନ ମାର୍କେଲ ସେମାନଙ୍କର ଦ୍ୱିତୀୟ ସନ୍ତାନଙ୍କୁ ସ୍ବାଗତ କରିଛନ୍ତି। ସେମାନଙ୍କ କନ୍ୟା ସନ୍ତାନର ନାଁ ରଖାଯାଇଛି ଲିଲିବେଟ୍‌ ଲିଲି...

ମହାକାଶକୁ ଯିବେ ବେଜୋସ୍‌

ଆମାଜନ୍‌ ପ୍ରତିଷ୍ଠାତା ତଥା ସ୍ପେସ୍‌ କମ୍ପାନୀ ବ୍ଲୁ ଅରିଜନ୍‌ର ମାଲିକ ଜେଫ୍‌ ବେଜୋସ୍‌ ଜୁଲାଇ ୨୦ରେ ମହାକାଶକୁ ଯିବେ। ବ୍ଲୁ ଅରିଜିନ୍‌ ଦ୍ୱାରା ପଠାଯାଉଥିବା ପ୍ରଥମ...

ଆଡ୍‌ମିଶନ ପାଇଁ ଯୁବତୀଙ୍କ ସହ ରାତି କାଟିବାକୁ ଅଫର ଦେଉଛି ଏହି ବିଶ୍ୱବିଦ୍ୟାଳୟ, ଜାଣିଲେ କରିବେ ନିନ୍ଦା

ବେଜିଂ,୧୦ା୬: ଚାଇନାର ଏକ ବିଶ୍ୱବିଦ୍ୟାଳୟ ଏବେ କଡ଼ା ବିବାଦର ସମ୍ମୁଖୀନ ହୋଇଛି। ଏହି ବିଶ୍ୱବିଦ୍ୟାଳୟ ଆଡ୍‌ମିଶନ ପାଇଁ ସୋସିଆଲ ମିଡିଆରେ ଏକ ବିଜ୍ଞାପନ ଦେଇଥିଲା। କିନ୍ତୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମାଟି ତଳୁ ମିଳିଲା ୧,୦୦୦ ବର୍ଷ ତଳର କୁକୁଡ଼ା ଅଣ୍ଡା…
Next Post Next post:
ଗଞ୍ଜାମରେ ମନ୍ଦିର ବନ୍ଦ: ଘରେ ରହି ସାବିତ୍ରୀ ବ୍ରତ ପାଳିଲେ ମହିଳା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts