E-Paper
  • logo
  • Wednesday 1st April 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ମୃତ୍ୟୁର ୩୬ ଘଣ୍ଟା ବିତିଗଲାଣି, ବିଶ୍ୱର ସବୁଠୁ ବଡ ପରିବାରର ମୁଖିଆଙ୍କ ଅନ୍ତିମ ସଂସ୍କାର କରୁନାହାନ୍ତି ପରିବାର ଲୋକେ
10:37 amJune 15, 2021

ଆଇଜୋଲ୍‌,୧୫।୬: ଦୁନିଆର ସବୁଠୁ ବଡ ପରିବାରର ମୁଖ୍ୟ ମିଜୋରାମର ଜିଓନା ଚାନା ଶେଷନିଃଶ୍ୱାସ ତ୍ୟାଗ କରିବାର ୩୬ ଘଣ୍ଟାରୁ ଅଧିକ ସମୟ ବିତିଯାଇଛି, କିନ୍ତୁ ତାଙ୍କ ପ୍ରିୟଜନମାନେ ତାଙ୍କ ଅନ୍ତିମ ସଂସ୍କାର କରୁନାହାନ୍ତି। କାରଣ ସେମାନେ ଦାବି କରିଛନ୍ତି ଜିଓନା ଏବେ ବି ବଞ୍ଚିଛନ୍ତି।
ଜିଓନା ଚାନାଙ୍କର ଦେହାନ୍ତ ଗତ ରବିବାର ହୋଇଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା। ଚାନାଙ୍କର ୩୮ ସ୍ତ୍ରୀ ଏବଂ ୮୯ ସନ୍ତାନ ଅଛନ୍ତି। ଏତେ ବଡ ପରିବାର ଯୋଗୁ ସେ ମିଜୋରାମରେ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ଥିଲେ। ମିଜୋରାମ ମୁଖ୍ୟମନ୍ତ୍ରୀ ଜୋରମଥାଙ୍ଗା ଟୁଇଟ୍‌ କରି ତାଙ୍କ ମୃତ୍ୟୁ ଖବର ସୂଚନା ଦେଇଥିଲେ। ମୁଖ୍ୟମନ୍ତ୍ରୀ ତାଙ୍କ ଟୁଇଟ୍‌ରେ ଲେଖିଥିଲେି ଯେ, ମିଜୋରାମରେ ଥିବା ଜିଓନାଙ୍କ ଗାଁ ଏବଂ ବକଟାୱାଙ୍ଗ ତାଲଙ୍ଗନାମ ତାଙ୍କ ବଡ ପରିବାର ହେତୁ ରାଜ୍ୟରେ ଏକ ପ୍ରମୁଖ ପର୍ଯ୍ୟଟକ କେନ୍ଦ୍ର ହୋଇପାରିଥିଲା। ତାଙ୍କ ଘର ବିଷୟରେ କହିବାକୁ ଗଲେ, ଚାନାଙ୍କ ପରିବାର ୧୦୦ ରୁମ ଏବଂ ଚାରି ମହଲା ବିଶିଷ୍ଟ ଘରେ ରୁହନ୍ତି। ସମଗ୍ର ପରିବାର ଆତ୍ମନିର୍ଭରଶୀଳ ଏବଂ ଅଧିକାଂଶ ସଦସ୍ୟ କିଛି କାମ କିମ୍ବା ଚାକିରି କରିଛନ୍ତି। ଜିଓନା ଥରେ କହିଥିଲେ ଯେ ସେ ଦୁନିଆର ସବୁଠୁ ବଡ ପରିବାରର ମୁଖ୍ୟ ହୋଇଥିବାରୁ ଗର୍ବିତ। ସେ ନିଜ ପରିବାରକୁ ସମ୍ପୂର୍ଣ୍ଣ ଅନୁଶାସନ ସହିତ ଚଳାଉଥିଲେ।
ଚାନାଙ୍କ ପରିବାରର ଅଧିକାଂଶ ମହିଳା ଚାଷ କରନ୍ତି ଏବଂ ଘରର କାମର ଯତ୍ନ ନିଅନ୍ତି। ଜିଓନାଙ୍କ ବଡ ସ୍ତ୍ରୀ ପୁରା ପରିବାରର ନେତୃତ୍ୱ ନେଉଛନ୍ତି । ସେ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ କାର୍ଯ୍ୟ ବଣ୍ଟନ କରନ୍ତି। ଚାନାଙ୍କ ବିୟୋଗରେ ପୁରା ପରିବାର ଗଭୀର ଦୁଃଖିତ। ତାଙ୍କ ମୃତ୍ୟୁକୁ ନେଇ ରାଜ୍ୟ ମୁଖ୍ୟମନ୍ତ୍ରୀ ମଧ୍ୟ ଗଭୀର ଶୋକ ପ୍ରକାଶ କରିଛନ୍ତି। ଚାନା କେବଳ ଭାରତରେ ନୁହେଁ, ସମଗ୍ର ବିଶ୍ୱରେ ତାଙ୍କର ବଡ଼ ପରିବାର ହେତୁ ଆକର୍ଷଣର କେନ୍ଦ୍ର ପାଲଟିଥିଲେ।

 

 


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ପୁଣି ବଢ଼ିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିନେ ନୂଆ ଆକ୍ରାନ୍ତ ଏବଂ...

ସାବଧାନ ! ମିଛ ହ୍ବାଟସ୍‌ଆପ୍‌ ମେସେଜ୍‌ରେ ମୋବାଇଲ୍‌ରେ ଭାଇରସ୍‌ ପ୍ରବେଶ ଆଶଙ୍କା…

ନୂଆଦିଲ୍ଲୀ,୩।୬: ସମ୍ପ୍ରତି ଏକ ମିଛ ହ୍ବାଟସ୍‌ଆପ୍‌ ମେସେଜ୍‌ ମୋବାଇଲ୍‌ ୟୁଜରଙ୍କ ପାଖକୁ ଅସୁଛି। ଭାରତ ସରକାର ୧୦ କୋଟି ମୋବାଇଲ ୟୁଜରଙ୍କୁ ୩ ମାସର ମାଗଣା...

ପୁଣି ବଢ଼ିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା: ୨୪ ଘଣ୍ଟାରେ ୬ ହଜାର ଟପିଲା ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ତେବେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

କ୍ଷମା ମାଗିଲେ ହରଭଜନ

ନୂଆଦିଲ୍ଲୀ, ୭ା୬: ହରଭଜନ ସିଂ ସୋମବାର କ୍ଷମା ପ୍ରାର୍ଥନା କରିଛନ୍ତି। ଏହି ଭେଟେରାନ ଭାରତୀୟ ଅଫ୍‌ ସ୍ପିନର ଖଲିସ୍ଥାନୀ ସନ୍ତ୍ରାସବାଦୀ ଜର୍ନେଲ ସିଂ ଭିନ୍ଦ୍ରନଓ୍ବାଲେଙ୍କ ପ୍ରତି...

ଝାଡ଼ଖଣ୍ଡରେ ଚିହ୍ନଟ ଭାରିଆଣ୍ଟ ଅଧିକ ବିପଜ୍ଜନକ

ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ କରୋନା ଭୂତାଣୁର ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ଚିହ୍ନଟ ହୋଇଛି। ଫଳରେ ଏହି ରାଜ୍ୟରେ ଖୁବ୍‌ଶୀଘ୍ର ସଂକ୍ରମଣର ତୃତୀୟ ଲହର ଆସିବା ସମ୍ଭାବନା ବୃଦ୍ଧି...

ତେଲେଙ୍ଗାନାରେ ଭାଜପାର ମିଶନ ଜାରି! ଇସ୍ତଫା ଦେଲେ ଟିଆର୍‌ଏସ୍‌ ବିଧାୟକ

ହାଇଦ୍ରାବାଦ,୧୨।୬: ତେଲେଙ୍ଗାନା ରାଷ୍ଟ୍ର ସମିତିର ବରିଷ୍ଠ ନେତା ତଥା ତେଲେଙ୍ଗାନାର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ଇ. ରାଜେନ୍ଦ୍ର ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। କିଛି ଦିନ ପୂର୍ବରୁ...

କ୍ଷତିପୂରଣ ନ ଦେବା ନିଷ୍ପତ୍ତି କାହାର

ନୂଆଦିଲ୍ଲୀ, ୨୨।୬: କୋଭିଡ୍‌-୧୯ରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଯୋଗାଇଦେବା ଲାଗି ନିର୍ଦ୍ଦେଶ ଦେବାକୁ ସୁପ୍ରିମକୋର୍ଟରେ ଦାଏର ଜନସ୍ବାର୍ଥ ମାମଲାର...

ଦିଲ୍ଲୀ-କେନ୍ଦ୍ର ମୁହାଁମୁହିଁ: ମୁହଁ ଖୋଲିଲେ ଅଡିଟ୍‌ କମିଟି ମୁଖ୍ୟ

ନୂଆଦିଲ୍ଲୀ,୨୬।୬: କୋଭିଡ୍‌ର ଦ୍ୱିତୀୟ ଲହର ଶୀର୍ଷରେ ଥିବାବେଳେ ଦିଲ୍ଲୀ ଅକ୍ସିଜେନ ଅଭାବକୁ ବଢ଼େଇ ଚଢ଼େଇ ପ୍ରକାଶ କରିଥିବା କହିବା ଉଚତ୍‌ ହେବ ନାହିଁ। ଏଭଳି ମନ୍ତବ୍ୟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପୁଣି ଘନେଇଲା ବିପଦ, ଆସିଲା କରୋନାର ନୂଆ ରୂପ: ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଅଧିକ ତାଣ୍ଡବ ରଚିବା ଆଶଙ୍କା…
Next Post Next post:
ରାଜ୍ୟରେ ୪ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts