E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଆଶା ଆଶାରେ ରହିଗଲା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌
11:15 pmJune 23, 2021

ସାଉଥାମ୍ପଟନ,୨୩।୬: ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଟ୍ରଫି ହାତେଇବା ଆଶା ଆଶାରେ ହିଁ ରହିଗଲା। ଭାରତୀୟ ଦଳକୁ ୮ ଉଇକେଟରେ ହରାଇ ଡବ୍ଲ୍ୟୁଟିସି ଟ୍ରଫି ହାତେଇ ନେଇଛି ନ୍ୟୁଜିଲାଣ୍ଡ। ୧୪୪ ବର୍ଷର ଇତିହାସରେ ପ୍ରଥମ ଦଳ ଭାବେ କେନ ଓ୍ବିଲିୟମସନଙ୍କ ନେତୃତ୍ୱାଧୀନ ନ୍ୟୁଜିଲାଣ୍ଡ ଟେଷ୍ଟ ଚାମ୍ପିୟନ ଆଖ୍ୟା ପାଇଛି। ଦୀର୍ଘ ୨୧ ବର୍ଷ ପରେ ପ୍ରଥମ ଥର ପାଇଁ କୌଣସି ଆଇସିସି ଟ୍ରଫି ହାତେଇଛି ନ୍ୟୁଜିଲାଣ୍ଡ।

୧୩୯ ରନ୍‌ର ବିଜୟ ଲକ୍ଷ୍ୟ ନେଇ ଓହ୍ଲାଇଥିବା ନ୍ୟୁଜିଲାଣ୍ଡକୁ ଆରମ୍ଭରୁ ଡବଲ ଝଟ୍‌କା ଦେଇଥିଲେ ଭାରତୀୟ ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। କିଛି ଆଶା ସଞ୍ଚାର ହୋଇଥିଲା। ମାତ୍ର ଅଧିନାୟକ କେନ ଓ୍ବିଲିୟମସନ (୫୨) ଓ ବରିଷ୍ଠ ବ୍ୟାଟ୍ସମ୍ୟାନ ରସ ଟେଲର (୪୭) ଟିମ୍‌ ଇଣ୍ଡିଆ ହାତରୁ ଛଡ଼ାଇ ନେଇଥିଲେ ଟ୍ରଫି। ଦୁହେଁ ତୃତୀୟ ଉଇକେଟ ପାଇଁ ଯୋଡ଼ିଥିଲେ ୯୬ ରନ୍‌।

ପ୍ରଥମ ଇନିଂସରେ ଭାରତ ୨୧୭ ରନ୍‌ କରିଥିବାବେଳେ ୨୪୯ ରନ୍‌ରେ ସୀମିତ ରହିଥିଲା ନ୍ୟୁଜିଲାଣ୍ଡ। ୩୨ ରନ୍‌ରେ ପଛୁଆ ଥିବା ଟିମ୍‌ ଇଣ୍ଡିଆ ଦ୍ୱିତୀୟ ଇନିଂସରେ ୧୭୦ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ଫଳରେ ନ୍ୟୁଜିଲାଣ୍ଡ ଆଗରେ ଧାର୍ଯ୍ୟ ହୋଇଥିଲା ୧୩୯ ରନ୍‌ର ବିଜୟଲକ୍ଷ୍ୟ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ରେ ବଡ଼ ପରିବର୍ତ୍ତନ

ଦୁବାଇ,୧୬।୬: ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ରେ ଶୀର୍ଷସ୍ଥାନ ଅଧିକାର କରିଛନ୍ତି ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ଷ୍ଟିଭ ସ୍ମିଥ। ପଛରେ ପଡ଼ି ଯାଇଛନ୍ତି ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ।...

ୟୁରୋ କପ୍‌ରେ ଅଘଟଣ: ଖେଳାଳି ବେହୋସ୍‌

କୋପେନହେଗେନ,୧୩।୬(ଏପି): ୟୁରୋପିଆନ ଫୁଟ୍‌ବଲ ଚାମ୍ପିୟନଶିପ୍‌ରେ ଶନିବାର ଅଘଟଣ ଦେଖିବାକୁ ମିଳିଛି। ଫିନ୍‌ଲାଣ୍ଡ ବିପକ୍ଷ ମ୍ୟାଚ ଖେଳାଯାଉଥିବାବେଳେ ଡେନମାର୍କ ମିଡ୍‌ଫିଲ୍ଡର ଖ୍ରିଷ୍ଟିଆନ ଏରିକ୍ସନ ହଠାତ୍‌ ବେହୋସ ହୋଇ...

ମେଲବୋର୍ନ କ୍ଲବର କୋଚ୍‌ ହେବେ ଜୟସୁରିୟା

ମେଲବୋର୍ନ,୫।୬(ପି.ଟି.): କ୍ରିକେଟକୁ ପ୍ରତ୍ୟାବର୍ତ୍ତନ କରିବାକୁ ଯାଉଛନ୍ତି ଶ୍ରୀଲଙ୍କା କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସନଥ ଜୟସୁରିୟା। ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ୍‌ (ଆଇସିସି) ଦ୍ୱାରା ଦୁଇ ବର୍ଷ ବାସନ୍ଦ ହେବା...

ଜାଡେଜାଙ୍କ ପାଇଁ ଖୁସି ଖବର

ଦୁବାଇ,୨୩।୬: ଭାରତୀୟ ଖେଳାଳି ରବୀନ୍ଦ୍ର ଜାଡେଜାଙ୍କୁ ବୁଧବାର ମିଳିଛି ବିଶ୍ୱର ଶ୍ରେଷ୍ଠ ଟେଷ୍ଟ ଅଲରାଉଣ୍ଡର ମାନ୍ୟତା। ପୂର୍ବରୁ ଏହି ତାଲିକାରେ ଶୀର୍ଷରେ ଥିଲେ ଓ୍ବେଷ୍ଟଇଣ୍ଡିଜ ଅଧିନାୟକ...

ଆଇସିୟୁରେ ମିଲ୍‌ଖାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଫୋନ୍‌ରେ କଥା ହେଲେ ପ୍ରଧାନମନ୍ତ୍ରୀ

ଚଣ୍ଡିଗଡ,୫।୬(ପି.ଟି.): କିମ୍ବଦନ୍ତୀ ଭାରତୀୟ ଆଥଲେଟ୍‌ ମିଲ୍‌ଖା ସିଂ କୋଭିଡ୍‌-୧୯ ଲଢେଇ ଜାରି ରଖିଛନ୍ତି। ସ୍ଥାନୀୟ ପିଜିଆଇଏମ୍‌ଇଆର ହସ୍ପିଟାଲର ଇଣ୍ଟେନସିଭ କେୟାର ୟୁନିଟ୍‌ (ଆଇସିୟୁ)ରେ ତାଙ୍କୁ ଭର୍ତ୍ତି...

ରାଜସ୍ଥାନ ଅଧିନାୟକଙ୍କ ଭବିଷ୍ୟବାଣୀ ହେଲା ସତ! ଭାରତୀୟ କ୍ରିକେଟ ଟିମ୍‌ରେ ଚୟନକୁ ନେଇ ଏଭଳି…

ନୂଆଦିଲ୍ଲୀ,୧୨।୬: ନିକଟରେ ଶ୍ରୀଲଙ୍କା ଗସ୍ତ ଲାଗି ଭାରତୀୟ ଟିିମ୍‌ର ଘୋଷଣା କରାଯାଇଛି। ଏଥିରେ ଅନେକ ଯୁବ କ୍ରିକେଟରଙ୍କୁ ସୁଯୋଗ ମିଳିଛି। ସେମାନଙ୍କ ମଧ୍ୟରୁ ଦ୍ରୁତ ବୋଲର...

ଅଲିମ୍ପିକ୍‌ରେ ସ୍ବର୍ଣ୍ଣ ଜିତିଲେ ମିଳିବ ୩ କୋଟି

ଚେନ୍ନାଇ,୨୬।୬: ଆଗାମୀ ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ରାଜ୍ୟର ଆଥ୍‌ଲେଟଙ୍କ ପାଇଁ ଶନିବାର ପୁରସ୍କାର ରାଶି ଘୋଷଣା କରିଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌ କେ ଷ୍ଟାଲିନ। ସ୍ବର୍ଣ୍ଣ...

ଆଉ ଲୋଡ଼ା ୪୬ ରନ୍‌; ଏହି ସ୍ବତନ୍ତ୍ର କ୍ଲବରେ ସାମିଲ ହେବେ ଜାଡେଜା, ଅଲରାଉଣ୍ଡର ଭାବେ…

ନୂଆଦିଲ୍ଲୀ,୧୭।୬: କ୍ରିକେଟ ଫର୍ମାଟରେ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ନିଜ ଖେଳକୁ ଅଧିକ ଉନ୍ନତ କରିଛନ୍ତି। ବାମହାତୀ ସ୍ପିନ୍‌ ସହ ନିମ୍ନ କ୍ରମରେ ଆସି ରନ୍‌ ଯୋଡ଼ିବାର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କୃଷି ଯନ୍ତ୍ରପାତି ବିକ୍ରି ଆଳରେ ୩.୫କୋଟି ରିହାତି ହଡ଼ପ
Next Post Next post:
ସାଇକେଲ ଚାଳକଙ୍କୁ ଧକ୍କା ଦେଇ ଗାଡ଼ି ଫେରାର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts