E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ସାଉଥାମ୍ପଟନରେ ବର୍ଷା: ଚତୁର୍ଥ ଦିନ ଖେଳ ବାଧାପ୍ରାପ୍ତ ଆଶଙ୍କା
3:21 pmJune 21, 2021

ସାଉଥାମ୍ପଟନ,୨୧।୬: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲ୍‌ର ଚତୁର୍ଥ ଦିନରେ ସାଉଥମ୍ପଟନରେ ବର୍ଷା ଲାଗି ରହିଛି। ପ୍ରଥମ ଦିନ ଭଳି ଚତୁର୍ଥ ଦିନ ଖେଳ ମଧ୍ୟ ବର୍ଷା ବାଧାପ୍ରାପ୍ତ ହେବାର ଆଶଙ୍କା ରହିଛି। ପ୍ରବଳ ବର୍ଷା ହେତୁ ପ୍ରଥମ ଦିନରେ ଟସ୍‌ ମଧ୍ୟ କରାଯାଇ ନ ଥିଲା। ଖେଳ ଦ୍ୱିତୀୟ ଏବଂ ତୃତୀୟ ଦିନରେ ହୋଇଥିଲା, କିନ୍ତୁ ଖରାପ ଆଲୋକ ହେତୁ ଦିନର ଖେଳକୁ ବନ୍ଦ କରିବାକୁ ପଡିଲା। ତୃତୀୟ ଦିନର ଖେଳ ଶେଷ ହେବା ପୂର୍ବରୁ ନ୍ୟୁଜିଲାଣ୍ଡ ୨ ଉଇକେଟ ହରାଇ ୧୧୧ ରନ ସଂଗ୍ରହ କରିଥିଲା। ପୂର୍ବରୁ କିୱି ବୋଲରମାନେ ୨୧୭ ରନରେ ଭାରତୀୟ ଇନିଂସକୁ ସୀମିତ ରଖିଥିଲେ।
ଭାରତ ପାଇଁ ଉପ-ଅଧିନାୟକ ଅଜିଙ୍କେ ରାହାନେ ସର୍ବାଧିକ ୪୯ ରନ ସଂଗ୍ରହ କରିଥିବାବେଳେ ଅଧିନାୟକ ବିରାଟ କୋହଲି ୪୪ ରନ ସଂଗ୍ରହ କରିଥିଲେ। ତାଙ୍କ ବ୍ୟତୀତ ରୋହିତ ଶର୍ମା ୩୪ ଏବଂ ଶୁଭମନ ଗିଲ ୨୮ ରନ ସ୍କୋର କରିଥିଲେ। ଅଶ୍ୱିନ ୨୨ ରନ କରିଥିଲେ ଏବଂ ଶେଷ ଉଇକେଟ ଭାବରେ ପାଭିଲିୟନକୁ ଫେରିଥିବା ରବିନ୍ଦ୍ର ଜାଡେଜା ୧୫ ରନ ସଂଗ୍ରହ କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଅଲିମ୍ପିକ୍ସକୁ ୧୯୦ଜଣିଆ ଦଳ ପଠାଇବ ଭାରତ

ନୂଆଦିଲ୍ଲୀ, ୪ା୬(ପି.ଟି.)-ଆସନ୍ତା ଟୋକିଓ ଅଲିମ୍ପିକ୍ସ ପାଇଁ ଭାରତ ୧୯୦ ଜଣିଆ ଦଳ ପଠାଇବ ବୋଲି ଆଶା କରାଯାଉଛି। ତନ୍ମଧ୍ୟରେ ୧୦୦ ଜଣ ଆଥ୍‌ଲେଟ ଅନ୍ତର୍ଭୁକ୍ତ। କ୍ରୀଡ଼ାମନ୍ତ୍ରୀ...

ଗୋଟିଏ ତାରିଖ, ଗୋଟିଏ ମଇଦାନ; ୨ ବର୍ଷ-୨ ରେକର୍ଡ…ମହମ୍ମଦ ସାମିଙ୍କ ପାଇଁ ଖାସ୍‌ ପାଲଟିଲା ୨୨ ଜୁନ୍‌

ନୂଆଦିଲ୍ଲୀ,୨୩।୬: ପୁଣି ଥରେ ବିଦେଶୀ ମାଟିରେ ନିଜ ବଲ୍‌ର ଯାଦୁ ଦେଖାଇଛନ୍ତି ଭାରତୀୟ ଟିମ୍‌ର ୩୦ ବର୍ଷୀୟ ପେସର୍‌ ମହମ୍ମଦ ସାମି। ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ...

ଆଇସିୟୁରେ ଭର୍ତ୍ତି ହେଲେ ମିଲ୍‌ଖା ସିଂ: ଶୀଘ୍ର ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪।୬: ଭାରତର ମହାନ ଧାବକ ମିଲ୍‌ଖା ସିଂଙ୍କୁ ଆଇସିୟୁ ଭର୍ତ୍ତି କରାଯାଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସହ ଫୋନରେ କଥା ହୋଇ ସ୍ବାସ୍ଥ୍ୟ...

ପ୍ରଧାନମନ୍ତ୍ରୀଙ୍କ ପାଖରେ ପହଞ୍ଚିଲା ଏହି କ୍ରିକେଟର୍‌ଙ୍କ ମାମଲା

ଲଣ୍ଡନ,୮।୬: ଇଂଲଣ୍ଡ ପେସର୍‌ ଓଲି ରବିନ୍‌ସନ୍‌ ବିବାଦୀୟ ଟୁଇଟ୍‌ ପ୍ରସଙ୍ଗ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ନିକଟରେ ପହଞ୍ଚିଛି। ଜନସନ ତାଙ୍କ କ୍ରୀଡ଼ା ମନ୍ତ୍ରୀଙ୍କ ମନ୍ତବ୍ୟକୁ...

କୋପା ଆମେରିକା ମ୍ୟାଚ୍‌ ପରିଚାଳନା କରିବେ ସ୍ପାନିଶ୍‌ ରେଫରି

କୁଇଆବା(ବ୍ରାଜିଲ),୧୭।୬: ଚଳିତ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ଏକ ସ୍ପାନିଶ୍‌ ରେଫରିଂ କ୍ରିୟୁ ମ୍ୟାଚ୍‌ ପରିଚାଳନା କରିବେ। ଏ ନେଇ ୟୁରୋପ ଓ ଦକ୍ଷିଣ ଆମେରିକା...

‘ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ୩ ମ୍ୟାଚ ବିଶିଷ୍ଟ ହେବା ଉଚିତ’

ମୁମ୍ବାଇ, ୩।୬(ପି.ଟି.)-  ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ୩ ମ୍ୟାଚ ବିଶିଷ୍ଟ ହେବା ଉଚିତ। ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ହେବାକୁ ଥିବା ଉଦ୍‌ଘାଟନୀ ସଂସ୍କରଣର ଫାଇନାଲ ୧...

୮୪ ବଲ୍‌ରେ ଫାଇନାଲ୍‌ ଆଭିମୁଖ୍ୟ ବଦଳାଇଦେଲା ନ୍ୟୁଜିଲାଣ୍ଡ

ସାଉଥମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍‌ର ଫାଇନାଲରେ ନ୍ୟୁଜିଲାଣ୍ଡ ନିଜର ଆଭିମୁଖ୍ୟକୁ କଡାକଡି କରିଛି। ମ୍ୟାଚର ତୃତୀୟ ଦିନରେ ଦଳ ୮୪ ଟି ବଲରେ ୩୬ ରନ...

ଦକ୍ଷିଣ ଆଫ୍ରିକାର ଏକ ଇନିଂସ ୬୩ ରନରେ ବିଜୟୀ

ଗ୍ରସ୍‌ ଆଇଲେଟ୍‌ (ସେଣ୍ଟ୍‌ ଲୁସିଆ),୧୩ା୬ : କାଗିସୋ ରାବାଡାଙ୍କ ୫ ଉଇକେଟ ସଫଳତା ଯୋଗୁ ଏଠାରେ ପ୍ରଥମ ଟେଷ୍ଟ କ୍ରିକେଟରେ ଦକ୍ଷିଣ ଆଫ୍ରିକା ଏକ ଇନିଂସ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭାଜପାକୁ ଭାଙ୍ଗିବାକୁ ପ୍ରୟାସ:ଟିଏମ୍‌ସିରେ ସାମିଲ ହେଲେ ଅନେକ ନେତା
Next Post Next post:
ସାଢ଼େ ୩ ବର୍ଷର ବାନ୍ୟାଙ୍କ ଯୋଗ: ସୋସିଆଲ ମିଡିଆରେ ଭାଇରାଲ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts