E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଡବ୍ଲ୍ୟୁଟିସି ଫାଇନାଲ ମ୍ୟାଚ୍‌ ପୂର୍ବରୁ ଆଇସିସିର ବଡ଼ ଘୋଷଣା
6:01 pmJune 8, 2021

ଦୁବାଇ,୮।୬: ଆସନ୍ତା ୧୮ ତାରିଖରୁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ସାଉଥାମ୍ପଟନର ଏଜେସ ବାଉଲଠାରେ ଖେଳାଯିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)ର ଫାଇନାଲ ମ୍ୟାଚ୍‌। ଏଥି ଲାଗି ଆଇସିସି ପକ୍ଷରୁ ମଙ୍ଗଳବାର ଘୋଷଣା କରାଯାଇଛି ଅମ୍ପାୟର ଓ ମ୍ୟାଚ୍‌ ଅଫିସିଆଲଙ୍କ ନାମ। ମ୍ୟାଚ୍‌ରେ ଇଂଲଣ୍ଡର ରିଚାର୍ଡ ଇଲିଙ୍ଗଓ୍ବର୍ଥ ଓ ମାଇକେଲ ଗଫ ଫିଲ୍ଡ ଅମ୍ପାୟରଙ୍କ ଦାୟିତ୍ୱରେ ରହିବେ। ପୂର୍ବତନ ଇଂଲଣ୍ଡ ଓପନର କ୍ରିସ ବ୍ରଡଙ୍କୁ ଦିଆଯାଇଛି ମ୍ୟାଚ୍‌ ରେଫରୀ ଦାୟିତ୍ୱ।

ଆଇସିସି ଏଲିଟି ପାନେଲର ସଦସ୍ୟ ରିଚାର୍ଡ କେଟଲବର୍ଗ ଟିଭି ଅମ୍ପାୟରଙ୍କ ଦାୟିତ୍ୱ ସମ୍ଭାଳିବେ। ସେହିଭଳି ମ୍ୟାଚ୍‌ର ଚତୁର୍ଥ ଅଫିସିଆଲ ଭାବେ ଆଲେକ୍ସ ଓ୍ବାର୍ଫଙ୍କୁ ଆଇସିସି ପକ୍ଷରୁ ନିଯୁକ୍ତ କରାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଲକ୍ଷ୍ମଣଙ୍କୁ ଏହି ପ୍ରତିଶ୍ରୁତି ଦେଇଥିଲେ ସେହ୍ବାଗ: ୪ ବର୍ଷ ଭିତରେ କରିଥିଲେ ପୂରଣ

ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହ୍ବାଗ ଦୁନିଆର ସବୁଠାରୁ ଆକ୍ରମଣାତ୍ମକ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଗଣିତ ହୋଇଛନ୍ତି। ଭାରତ ପାଇଁ ଟେଷ୍ଟରେ ତ୍ରିଗୁଣ ଶତକ ହାସଲ କରିଥିବା...

କୋପା ଆମେରିକା: କରୋନା ପ୍ରୋଟୋକଲ ଉଲ୍ଲଂଘନକୁ ଚିଲି ମାନିଲା

ସାଓ ପାଉଲୋ,୨୨।୬: କୋପା ଆମେରିକା ଫୁଟବଲ ଟୁର୍ନାମେଣ୍ଟରେ କରୋନା ଭାଇରସ୍‌ ପ୍ରୋଟୋକଲ ଉଲ୍ଲଂଘନ କଥା ଚିଲି ସ୍ବୀକାର କରିଛି। ଚିଲି ଦଳରେ କେତେଜଣ ଖେଳାଳି ନିୟମାବଳୀ...

ବ୍ୟାଟିଂ କୋଚ୍‌ ପଦବୀ ଛାଡ଼ିଲେ ୟୁନିସ ଖାଁ

କରାଚୀ, ୨୩ା୬(ପି.ଟି.)-ପୂର୍ବତନ ଅଧିନାୟକ ୟୁନିସ ଖାଁ ମଙ୍ଗଳବାର ପାକିସ୍ତାନ କ୍ରିକେଟ ଦଳର ବ୍ୟାଟିଂ କୋଚ୍‌ ପଦବୀରୁ ଆକସ୍ମିକ ଓହରିଯାଇଛନ୍ତି। ତାଙ୍କର ଏହି ନିଷ୍ପତ୍ତିର କାରଣ ଯଦିଓ...

କୋପା ଆମେରିକା ଫୁଟ୍‌ବଲ: ବ୍ରାଜିଲ ଦଳରେ ନେମାର, ସିଲ୍‌ଭା ସାମିଲ

ସାଓ ପାଉଲୋ,୧୧।୬(ଏପି): କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟ ଆରମ୍ଭ ହେବାର ଦୁଇଦିନ ପୂର୍ବରୁ ବ୍ରାଜିଲ ଏକ ୨୪ ଜଣିଆ ଦଳ ଘୋଷଣା କରିଛି। ତାରକା ଷ୍ଟ୍ରାଇକର...

୧୧ ବଲ୍‌ରେ ୫ ଉଇକେଟ୍‌ ନେଇ ଦେଶକୁ ବିଶ୍ୱ ଚାମ୍ପିଅନ୍‌ କରାଇଥିଲେ ଏହି କ୍ରିକେଟର୍‌

କ୍ରିକେଟରେ ୧୯୬୦ ଏବଂ ୭୦ ଦଶକ ୱେଷ୍ଟଇଣ୍ଡିଜ ନାମରେ ନାମିତ ହୋଇଥିଲା। ଦ୍ରୁତ ବୋଲର ଏବଂ ଦୃଢ ବ୍ୟାଟ୍ସମ୍ୟାନ୍‌ଙ୍କ ଉପସ୍ଥିତିରେ ୱେଷ୍ଟଇଣ୍ଡିଜ ସେହି ସମୟରେ କ୍ରିକେଟ୍‌...

୬ ବର୍ଷ ଝିଅର ବ୍ୟାଟିଂ ଦେଖି ବଡ଼ ବଡ଼ କ୍ରିକେଟର୍‌ ହେଲେ ଆଶ୍ଚର୍ଯ୍ୟ

ଭାରତରେ କ୍ରିକେଟ୍‌ ସବୁଠୁ ଅଧିକ ଲୋକପ୍ରିୟ ଖେଳ। ଏହାକୁ ସବୁ ବର୍ଗର ଲୋକ ଦେଖିଥାନ୍ତି। ନିକଟରେ ଜଣେ ୬ ବର୍ଷୀୟ ଝିଅଙ୍କ ଏକ ଭିଡିଓ ଭାଇରାଲ...

ଓ୍ବିମ୍ବେଲଡନ କିମ୍ବା ଟୋକିଓ ଅଲିମ୍ପିକ୍ସ ଖେଳିବେନି ନାଡାଲ

ମାଡ୍ରିଡ୍‌, ୧୮ା୬ (ଏପି)-ସ୍ବାସ୍ଥ୍ୟଗତ କାରଣ ଦୃଷ୍ଟିରୁ କ୍ଲେ-କୋର୍ଟ ରାଜା ରାଫାଲ ନାଡାଲ ଓ୍ବିମ୍ବେଲଡନ କିମ୍ବା ଟୋକିଓ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବେ ନାହିଁ। ନାଡାଲ ଗତ ମାସରେ...

ଫ୍ରେଞ୍ଚ୍‌ ଓପନ ଟେନିସ୍‌: ଜୋକୋଭିଚ୍‌- ସିତିସ୍‌ପାସ୍‌ ଫାଇନାଲ

ପ୍ୟାରିସ୍‌,୧୩।୬: ବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ ଓପନ ପୁରୁଷ ସିଙ୍ଗଲ୍ସ ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ଟାଇଟଲ ପାଇଁ ରବିବାର ଫାଇନାଲରେ ଟପ୍‌ ସିଡ୍‌...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମେସିଙ୍କୁ ପଛରେ ପକାଇଲେ ଛେତ୍ରୀ
Next Post Next post:
ନିଆଙ୍କ ଉପରେ ରାଗିଗଲେ ଦେବୋଲିନା: କହିଲେ ‘ଖାଲି ଫ୍ୟାଶନ୍‌ ଦେଖାଇଲେ ହେବନି; ମଣିଷ ହେବା ଲାଗି…’

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts