ଦୁବାଇ,୮।୬: ଆସନ୍ତା ୧୮ ତାରିଖରୁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ସାଉଥାମ୍ପଟନର ଏଜେସ ବାଉଲଠାରେ ଖେଳାଯିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି)ର ଫାଇନାଲ ମ୍ୟାଚ୍। ଏଥି ଲାଗି ଆଇସିସି ପକ୍ଷରୁ ମଙ୍ଗଳବାର ଘୋଷଣା କରାଯାଇଛି ଅମ୍ପାୟର ଓ ମ୍ୟାଚ୍ ଅଫିସିଆଲଙ୍କ ନାମ। ମ୍ୟାଚ୍ରେ ଇଂଲଣ୍ଡର ରିଚାର୍ଡ ଇଲିଙ୍ଗଓ୍ବର୍ଥ ଓ ମାଇକେଲ ଗଫ ଫିଲ୍ଡ ଅମ୍ପାୟରଙ୍କ ଦାୟିତ୍ୱରେ ରହିବେ। ପୂର୍ବତନ ଇଂଲଣ୍ଡ ଓପନର କ୍ରିସ ବ୍ରଡଙ୍କୁ ଦିଆଯାଇଛି ମ୍ୟାଚ୍ ରେଫରୀ ଦାୟିତ୍ୱ।
ଆଇସିସି ଏଲିଟି ପାନେଲର ସଦସ୍ୟ ରିଚାର୍ଡ କେଟଲବର୍ଗ ଟିଭି ଅମ୍ପାୟରଙ୍କ ଦାୟିତ୍ୱ ସମ୍ଭାଳିବେ। ସେହିଭଳି ମ୍ୟାଚ୍ର ଚତୁର୍ଥ ଅଫିସିଆଲ ଭାବେ ଆଲେକ୍ସ ଓ୍ବାର୍ଫଙ୍କୁ ଆଇସିସି ପକ୍ଷରୁ ନିଯୁକ୍ତ କରାଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.