E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ପଡିଆରେ ଟାଓ୍ବେଲ୍‌ ପିନ୍ଧି ଫିଲ୍ଡିଂ କଲେ ସାମି: ଦେଖନ୍ତୁ ଭିଡିଓ
12:07 pmJune 23, 2021

ସାଉଥାମ୍ପଟନ୍‌,୨୩।୬: ବିଶ୍ୱ ଟେଷ୍ଟ ଚାମ୍ପିଅନ୍‌ଶିପ୍‌(ଡବ୍ଲୁଟିସି) ଫାଇନାଲ୍‌ରେ ଭାରତୀୟ ଦ୍ରୁତ ବୋଲର୍‌ ମହମ୍ମଦ ସାମି ଜବରଦସ୍ତ ବୋଲିଂ କରିଛନ୍ତି। ସେ ୪ଟି ଉଇକେଟ୍‌ ନେଇ ଭାରତୀୟ ଦଳକୁ ମ୍ୟାଚ୍‌କୁ ଫେରିବାରେ ସୁଯୋଗ ଦେଇଥିଲେ। ସାମି ନ୍ୟୁଜିଲାଣ୍ଡର ବିଜେ ଓ୍ବାଟଲିଂଙ୍କ ଉଇକେଟ୍‌ ନେବା ପରେୁ ବାଉଣ୍ଡ୍ରି ଲାଇନ୍‌କୁ ଫିଲ୍ଡିଂ କରିବାକୁ ଯାଇଥିଲେ। ସେଠାରେ ସେ ତାଙ୍କୁ ଏକ ଭିନ୍ନ ଅନ୍ଦାଜରେ ଦେଖିବାକୁ ମିଳିଥିଲା। ସେ ସାଥୀ ଖେଲାଳିଙ୍କଠାରୁ ଟାଓ୍ବେଲ୍‌ ଆଣି ପିନ୍ଧିଥିଲେ। ଏହି ସମୟରେ ଅମ୍ପାୟାର୍‌ ଲଞ୍ଚ୍‌ ବ୍ରେକ୍‌ ଘୋଷଣା କରିଥିଲେ। ଫଳରେ ସାମି ଟାଓ୍ବେଲ୍‌ ପିନ୍ଧି ଡ୍ରେସିଂ ରୁମ୍‌କୁ ଯାଇଥିଲେ। ସାମିଙ୍କ ଟାଓ୍ବୋଲ୍‌ ପିନ୍ଧା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
ସୂଚନାଯୋଗ୍ୟ, ଏହି ମ୍ୟାଚ୍‌ରେ ଟସ ହାରିବା ପରେ ପ୍ରଥମେ ବ୍ୟାଟିଂ କରି ଭାରତ ପ୍ରଥମ ଇନିଂସରେ ୨୧୭ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସରେ ଡେଭନ କନୱେ (୫୪ ରନ) ଏବଂ କେନ ୱିଲିୟମସନ (୪୯ ରନ)ଙ୍କ ଉପଯୋଗୀ ରନ ସହାୟତାରେ ୨୪୯ ରନ ସଂଗ୍ରହ କରିଥିଲା।

Shami maza lerahe hai kya? Why is he wearing that towel? 😂 #IndiaVsNewZealand pic.twitter.com/yg7cuFmffA

— Shawmava Mukherjee (@IndiCoder18) June 22, 2021


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଦିନିକିଆ ବିଶ୍ୱକପ୍‌ରେ ଖେଳିବେ ୧୪ ଦଳ

ନୂଆଦିଲ୍ଲୀ, ୧।୬: ୨୦୨୭ ଓ ୨୦୩୧ ଦିନିକିଆ ବିଶ୍ୱକପ୍‌ରେ ୧୪ ଦଳକୁ ସାମିଲ କରାଯିବ। ଏ ନେଇ ଅନ୍ତର୍ଜାତୀୟକ କ୍ରିକେଟ କାଉନ୍‌ସିଲ (ଆଇସିସି) ପକ୍ଷରୁ ମଙ୍ଗଳବାର...

ସହାୟ ହେଉନି ଭାଗ୍ୟ

ସାଉଥାମ୍ପଟନ,୨୦।୬: ନ୍ୟୁଜିଲାଣ୍ଡର ବୋଲରଙ୍କ ସାମ୍ନାରେ ତାସ ଘର ଭଳି ଭୁଷୁଡ଼ି ପଡ଼ିଲା ତାରକା ଖଚିତ ଭାରତୀୟ ବ୍ୟାଟିଂ ଲାଇନ। ମାତ୍ର ୨୧୭ ରନ୍‌ରେ ସୀମିତ ରହିଥିଲା...

ଏଫ୍‌ସି ବେୟର୍ନ ବିଶ୍ୱ ଦଳରେ ଶୁଭୋ ପଲ୍‌

ନୂଆଦିଲ୍ଲୀ, ୧୨ା୬ (ପି.ଟି.)- ଦିଲ୍ଲୀଭିତ୍ତିକ ସୁଦେଭା ଏଫ୍‌ସି ଆଇ-ଲିଗ୍‌ ଦଳର ଅଧିନାୟକ ଶୁଭୋ ପଲ୍‌ ପ୍ରସିଦ୍ଧ ଜର୍ମାନ ଫୁଟ୍‌ବଲ କ୍ଲବ ଏଫ୍‌ସି ବେୟର୍ନର ୧୯ ବର୍ଷରୁ...

ଏମିତି ଛକା ମାରିଲେ କ୍ରିକେଟର୍‌, ନିଜର ହେଲା କ୍ଷତି

କ୍ରିକେଟରେ ଜଣେ ବ୍ୟାଟ୍ସମ୍ୟାନ ଛକା ମାରିଲେ ବଲ ସୀମା ବାହାରେ ବସିଥିବା ଜଣେ ବ୍ୟକ୍ତିଙ୍କ ଉପରେ ପଡିବା ନୂଆକଥା ନୁହେଁ। କ୍ରିକେଟରେ ଏପରି ଅନେକ ଉଦାହରଣ...

ଫ୍ରେଞ୍ଚ୍‌ ଓପନ ଟେନିସ: କ୍ରେଜିକୋଭା-ସିନିକୋଭା ଫାଇନାଲରେ

ପ୍ୟାରିସ, ୧୨।୬-ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି ଚେରି ରିପବ୍ଲିକ ଯୋଡ଼ି ବାର୍ବରା କ୍ରେଜିକୋଭା ଏବଂ କାଟରିନା ସିନିକୋଭା।...

‘ଭାରତ ଜିତିବ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌’

ମେଲବୋର୍ନ,୧୬ା୬(ପି.ଟି.)-ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ଭାରତ ଅତି ସହଜରେ ବିଜୟ ଲାଭ କରିବ, ଏଥିରେ କୌଣସି ସନ୍ଦେହ ନାହିଁ ବୋଲି କହିଛନ୍ତି ଅଷ୍ଟ୍ରେଲିଆର...

ମୁହଁରେ ବଲ୍‌ ବାଜିବାରୁ ବ୍ୟାଟ୍ସମ୍ୟାନ୍‌ଙ୍କ ପଡିଲା ୭ ଷ୍ଟିଚ୍‌

କରୋନା କାରଣରୁ ସ୍ଥଗିତ ରଖାଯାଇଥିବା ପାକିସ୍ତାନ ସୁପର ଲିଗ (ପିଏସଏଲ)ର ଏହି ସିଜିନର ଅବଶିଷ୍ଟ ମ୍ୟାଚ ବୁଧବାରଠାରୁ ଆରମ୍ଭ ହେଉଛି। କିନ୍ତୁ ଏହାପୂର୍ବରୁ ଲାହୋର କଲନ୍ଦର୍ସ...

ଫ୍ରେଞ୍ଚ୍‌ ଓପନ ଟେନିସ୍‌: ଚତୁର୍ଥ ରାଉଣ୍ଡରେ ଜୋକୋଭିଚ୍‌, ନାଡାଲ

ପ୍ୟାରିସ୍‌,୬।୬: ବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ୍‌ ଓପନ ଶନିବାର ସପ୍ତମ ଦିବସରେ ପ୍ରବେଶ କରିଛି। ପୁରୁଷ ସିଙ୍ଗଲ୍ସରେ ଟପ୍‌ସିଡ୍‌ ସର୍ବିୟାର ନୋଭାକ ଜୋକୋଭିଚ୍‌, ତୃତୀୟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବୁଡ଼ୁଥିବା ଯୁବତୀଙ୍କୁ ଉଦ୍ଧାର କରିବାକୁ ଲାଗିଥିଲେ ଦମକଳବାହିନୀ-ପୋଲିସ: ହେଲେ ଶେଷରେ ଘଟିଲା ଏପରି
Next Post Next post:
ଡାକ୍ତରଖାନା ବାହାରେ ଅମ୍ଳଜାନ ନ ପାଇ ଆଖି ବୁଜିଥିଲେ ମା’: ଏବେ ତାଙ୍କ ସ୍ମୃତିରେ କିଛି ଏଭଳି କରି ଉଦାହରଣ ପାଲଟିଲେ ଝିଅ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts