ସାଉଥାମ୍ପଟନ,୧୮ା୬: ମନ ଭାଙ୍ଗିଦେଲା ବର୍ଷା। ଲଗାଣ ବର୍ଷ କାରଣରୁ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲ ମ୍ୟାଚ୍ର ପ୍ରଥମ ଦିନ ଖେଳ ସମ୍ଭବ ହୋଇପାରିନାହିଁ। ଏପରି କି ବିନା ଟସ୍ରେ ଅଫିସିଆଲଙ୍କୁ ଷ୍ଟମ୍ପ୍ସ ଘୋଷଣା କରିବାକୁ ପଡ଼ିଛି। ମ୍ୟାଚ୍ ଲାଗି ଗୁରୁବାର ଭାରତୀୟ ଦଳ ଘୋଷିତ ହୋଇଥିବାବେଳେ ନ୍ୟୁଜିଲାଣ୍ଡ ଦଳ ଏପର୍ଯ୍ୟନ୍ତ ଘୋଷଣା ହୋଇନାହିଁ। ଟସ୍ ପଡ଼ି ନ ଥିବାରୁ ଭାରତୀୟ ଦଳରେ ମଧ୍ୟ ପରିବର୍ତ୍ତନ ହୋଇପାରିବ।
ଡୋପିଂ ଟେଷ୍ଟ ଲାଞ୍ଚ ମାମଲା: ଭାରୋତ୍ତୋଳକ ଚୁମାକ୍ ସସ୍ପେଣ୍ଡ
ଲାଉସାନେ, ୬ା୬(ଏପି)- ୟୁରୋପିଆନ ଓ୍ବେଟ୍ଲିଫ୍ଟିଂ ଚାମ୍ପିୟନ ଦିମିତ୍ରୋ ଚୁମାକ୍ଙ୍କୁ ସାମୟିକ ସସ୍ପେଣ୍ଡ କରାଯାଇଛି। ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ହୋଇଥିବା ଡୋପ୍ ଟେଷ୍ଟରୁ ସେ ନିଜକୁ ଦୂରେଇ...
ଟିମ୍ ଇଣ୍ଡିଆକୁ ବ୍ରେକଥ୍ରୁ ଦେଲେ ଶାମି
ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲର ୫ମ ଦିନରେ ପ୍ରଥମ ସେସନରେ ଟିମ୍ ଇଣ୍ଡିଆକୁ ମହମ୍ମଦ ଶାମି ଆଣି ଦେଇଛନ୍ତି ବଡ଼ ବ୍ରେକଥ୍ରୁ। କ୍ରିଜରେ...
ମିଲ୍ଖାଙ୍କ ନାମରେ ଚେୟାର
ଚଣ୍ଡିଗଡ଼, ୨୦ା୬ (ପି.ଟି.)-ପଟିଆଲାସ୍ଥିତ ସ୍ପୋଟର୍ସ ୟୁନିଭର୍ସିଟିରେ ମିଲ୍ଖା ସିଂଙ୍କ ନାମରେ ଏକ ଚେୟାର ପ୍ରତିଷ୍ଠା କରାଯିବ। ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ଶନିବାର ଏହା ଘୋଷଣା...
ଅଲିମ୍ପିକ ଚାମ୍ପିୟନ ରୋଲିନ୍ସମ୍ୟାକ୍ନିଲ ୫ବର୍ଷ ବାସନ୍ଦ
ମୋନାକୋ, ୫ା୬ (ଏପି)-ଅଲିମ୍ପିକ ହର୍ଡଲ୍ସ ଚାମ୍ପିୟନ ବ୍ରାଏନା ରୋଲିନ୍ସମ୍ୟାକ୍ନିଲ ଏକ ଡୋପିଂ ମାମଲାରେ ୫ବର୍ଷ ବାସନ୍ଦ ହୋଇଛନ୍ତି। ଫଳରେ ସେ ଚଳିତବର୍ଷର ଟୋକିଓ ଗେମ୍ସ ଓ...
ସମ୍ପର୍କୀୟ ଭଉଣୀଙ୍କୁ ବିବାହ କରିବାକୁ ଯାଉଛନ୍ତି ଏହି ପ୍ରସିଦ୍ଧ କ୍ରିକେଟର୍!
ଇସଲମାବାଦ,୨।୬: ପାକିସ୍ତାନ ଅଧିନାୟକ ବାବର ଆଜମଙ୍କ ପ୍ରଶଂସକଙ୍କ ପାଇଁ ବହୁତ ଖୁସି ଖବର ଅଛି । ପାକିସ୍ତାନୀ ଗଣମାଧ୍ୟମ ଅନୁଯାୟୀ ବାବର ଆଜମ ଏଥିରେ ନିୟୋଜିତ...
ପାରାଗୁଏଠାରୁ ହାରିଲା ବଲିଭିଆ
ରିଓ ଡି ଜାନେଇରୋ,୧୬।୬: କୋପା ଆମେରିକା ଫୁଟ୍ବଲ ଟୁର୍ନାମେଣ୍ଟରେ ସୋମବାର ଅନୁଷ୍ଠିତ ଅନ୍ୟ ଏକ ମ୍ୟାଚ୍ରେ ପଛରେ ଥାଇ ପ୍ରତ୍ୟାବର୍ତ୍ତନ କରି ପାରାଗୁଏ ୩-୧ ଗୋଲରେ...
କୋହଲି କହିଲେ ଭୁଲ ହେଲା କେଉଁଠି; ଚତୁର୍ଥ ଦ୍ରୁତ ବୋଲର୍ ନ ଖେଳାଇବା ପଛରେ ଥିଲା କି ଉଦ୍ଦେଶ୍ୟ
ସାଉଥାମ୍ପଟନ,୨୪।୬: ଡବ୍ଲୁଟିସିର ପ୍ରଥମ ସଂସ୍କରଣରେ ନ୍ୟୁଜିଲାଣ୍ଡ ୮ ଉଇକେଟରେ ଭାରତକୁ ପରାସ୍ତ କରି ଚାମ୍ପିୟନ ହୋଇଛି। ଦୀର୍ଘ ୯୧ ବର୍ଷରେ ନ୍ୟୁଜିଲାଣ୍ଡ ପ୍ରଥମଥର ପାଇଁ କୌଣସି...
ଫିଫା ବିଶ୍ୱକପ୍ ଯୋଗ୍ୟତା ପର୍ଯ୍ୟାୟ: ଅଷ୍ଟ୍ରେଲିଆ, ଜାପାନ, ଚାଇନା ବିଜୟୀ
ସିଓଲ,୧୭।୬: ୨୦୨୨ ଫିଫା ବିଶ୍ୱକପ୍ର ତୃତୀୟ ରାଉଣ୍ଡ କ୍ୱାଲିଫାଇଂରେ ଚାଇନା କର ବା ମର ସ୍ଥିତିର ସମ୍ମୁଖୀନ ହୋଇଥିଲା। ତେବେ ଚାଇନା ୩-୧ ଗୋଲରେ ସିରିଆକୁ...


