ସାଉଥାମ୍ପଟନ,୧୮ା୬: ମନ ଭାଙ୍ଗିଦେଲା ବର୍ଷା। ଲଗାଣ ବର୍ଷ କାରଣରୁ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲ ମ୍ୟାଚ୍ର ପ୍ରଥମ ଦିନ ଖେଳ ସମ୍ଭବ ହୋଇପାରିନାହିଁ। ଏପରି କି ବିନା ଟସ୍ରେ ଅଫିସିଆଲଙ୍କୁ ଷ୍ଟମ୍ପ୍ସ ଘୋଷଣା କରିବାକୁ ପଡ଼ିଛି। ମ୍ୟାଚ୍ ଲାଗି ଗୁରୁବାର ଭାରତୀୟ ଦଳ ଘୋଷିତ ହୋଇଥିବାବେଳେ ନ୍ୟୁଜିଲାଣ୍ଡ ଦଳ ଏପର୍ଯ୍ୟନ୍ତ ଘୋଷଣା ହୋଇନାହିଁ। ଟସ୍ ପଡ଼ି ନ ଥିବାରୁ ଭାରତୀୟ ଦଳରେ ମଧ୍ୟ ପରିବର୍ତ୍ତନ ହୋଇପାରିବ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.