E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଡବ୍ଲ୍ୟୁଟିସି ଫାଇନାଲ: ରଜର୍ଭ ଡେ’ ଟିକେଟ ମୂଲ୍ୟ ହ୍ରାସ
8:35 amJune 22, 2021

ସାଉଥାମ୍ପଟନ, ୨୨ା୬ (ପି.ଟି.)- ବର୍ଷାଯୋଗୁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ବିଶେଷ ପ୍ରଭାବିତ ହୋଇଛି। ରିଜର୍ଭ ରଖାଯାଇଥିବା ୬ଷ୍ଠ ଦିବସ ଖେଳର ଟିକେଟ ମୂଲ୍ୟ ହ୍ରାସ କରାଯାଇଛି। ପ୍ରଥମ ଦିବସ ଖେଳ ସମ୍ପୂର୍ଣ୍ଣ ଧୋଇଯିବା ପରେ ଦ୍ୱିତୀୟ ଦିବସରେ ୬୬.୪ ଓଭର ଖେଳ ସମ୍ଭବ ହୋଇ ପାରିଛି। ରବିବାର ତୃତୀୟ ଦିବସରେ ୭୬. ୩ ଓଭର ଖେଳାଯାଇପାରିଛି। ଚତୁର୍ଥ ଦିବସ ଖେଳ ମଧ୍ୟ ପ୍ରଭାବିତ ହୋଇଛି। ପ୍ରଥମ ସେସନ ଖେଳ ସମ୍ଭବ ହୋଇପାରି ନାହିଁ। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ୬ଷ୍ଠ ଦିବସକୁ ରିଜର୍ଭ ଡେ’ ରଖିଛି। ବର୍ଷା ଯୋଗୁ ସେଦିନର ଖେଳ ମଧ୍ୟ ପ୍ରଭାବିତ ହେବା ଆଶଙ୍କା ରହିଛି। କେବଳ ୟୁନାଇଟେଡ୍‌ କିଙ୍ଗଡମ୍‌ (ୟୁକେ) ବାସିନ୍ଦାଙ୍କୁ ଏହି ଟେଷ୍ଟ ମ୍ୟାଚ ଦେଖିବା ଲାଗି ଅନୁମତି ରହିଛି। ଡବ୍ଲ୍ୟୁଟିସି ଫାଇନାଲ ପାଇଁ ୩ଟି ମୂଲ୍ୟର ଟିକେଟ ରହିଛି। ତାହା ହେଲା ୧୫୦ ବ୍ରିଟିଶ ପାଉଣ୍ଡ ( ଭାରତୀୟ ମୁଦ୍ରାରେ ୧୫,୪୪୪ ଟଙ୍କା), ୧୦୦ ପାଉଣ୍ଡ (୧୦,୨୯୬ ଟଙ୍କା) ଏବଂ ୭୫ ପାଉଣ୍ଡ (୭,୭୨୨ ଟଙ୍କା)। ଟିକେଟର ମୂଲ୍ୟ ହ୍ରାସ କରାଯାଇ ବର୍ତ୍ତମାନ ୧୦୦ ପାଉଣ୍ଡ, ୭୫ ପାଉଣ୍ଡ ଓ ୫୦ ପାଉଣ୍ଡ ରଖାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଏହି ଖେଳାଳିଙ୍କ ଉପରେ ଲାଗିଥିବା ଆଜୀବନ ପ୍ରତିବନ୍ଧକକୁ ହଟାଇଲା ବିସିସିଆଇ; ପୁଣି ଖେଳି ପାରିବେ…

ମୁମ୍ବାଇ,୧୬।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଅଙ୍କିତ ଚାଭାନଙ୍କ ଉପରେ ଲଗାଯାଇଥିବା ଆଜୀବନ ପ୍ରତିବନ୍ଧକକୁ ହଟାଇବାକୁ ନିଷ୍ପତ୍ତି ନେଇଛି। ଏଣୁ ମୁମ୍ବାଇର ଏହି ସ୍ପିନର ଏବେ...

ଫ୍ରେଞ୍ଚ୍‌ ଓପନ ଟେନିସ୍‌: ଜୋକୋଭିଚ୍‌- ସିତିସ୍‌ପାସ୍‌ ଫାଇନାଲ

ପ୍ୟାରିସ୍‌,୧୩।୬: ବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ ଓପନ ପୁରୁଷ ସିଙ୍ଗଲ୍ସ ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ଟାଇଟଲ ପାଇଁ ରବିବାର ଫାଇନାଲରେ ଟପ୍‌ ସିଡ୍‌...

୭ ବଲ୍‌ରେ ବିସ୍ଫୋରକ ୪୨ ରନ୍‌ କଲେ ଏହି ବ୍ୟାଟ୍ସମ୍ୟାନ୍‌: ରଚିଲେ ଇତିହାସ

ୟୁଏଇ,୨୦।୬: ପାକିସ୍ତାନ ସୁପର ଲିଗ (ପିଏସଏଲ)ରେ କରାଚି କିଙ୍ଗସ ଏବଂ କ୍ୱେଟା ଗ୍ଲେଡିଏଟର୍ସ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଥିଲା। ପ୍ରଥମେ ବ୍ୟାଟିଂ କରି କରାଚି ନିର୍ଦ୍ଧାରିତ...

ଫାଇନାଲରେ ବୋଲିଂ କରିବେ କି କୋହଲି

ନୂଆଦିଲ୍ଲୀ,୧୩।୬: ଅଧିନାୟକ ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଜୁନ ୧୮ ରୁ ୨୨ ପର୍ଯ୍ୟନ୍ତ ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଟାଇଟଲ ମ୍ୟାଚ...

ଫେଲ୍‌ ମାରିଲା ତାରକା ଖଚିତ ଟିମ୍‌ ଇଣ୍ଡିଆର ବ୍ୟାଟିଂ ଲାଇନଅଫ୍‌

ସାଉଥାମ୍ପଟନ,୨୦।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲରେ ଫେଲ୍‌ ମାରିଛି ଟିମ୍‌ ଇଣ୍ଡିଆର ବ୍ୟାଟିଂ ଲାଇନ୍‌ଅଫ୍‌। ଦଳରେ ରୋହିତ ଶର୍ମା, ଅଧିନାୟକ ବିରାଟ କୋହଲି,...

କ୍ରୀଡ଼ା ମହଲରେ ଶୋକ

ଚଣ୍ଡିଗଡ଼, ୨୦ା୬ (ପି.ଟି.)-ମିଲ୍‌ଖାଙ୍କ ଦେହାନ୍ତରେ କ୍ରୀଡ଼ା ମହଲରୁ ଶୋକବାର୍ତ୍ତାର ସୁଅ ଛୁଟିବାରେ ଲାଗିଛି। ପୂର୍ବତନ କ୍ରିକେଟ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କଠାରୁ ଆରମ୍ଭ କରି କିମ୍ବଦନ୍ତୀ ଭାରତୀୟ...

ବ୍ରାଜିଲ କୋଚ୍‌ ଟିଟେଙ୍କୁ ଜରିମାନା

ସାଓ ପାଉଲୋ,୨୫।୬: କୋଭିଡ୍‌-୧୯ ମହାମାରୀ ଭୟାବହତା ଜାରି ରହିଥିବା ବେଳେ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟ ଆୟୋଜନକୁ ସମାଲୋଚନା କରିବା ବ୍ରାଜିଲ କୋଚ୍‌ ଟିଟେଙ୍କୁ ଭାରି...

ମ୍ୟାଚ୍‌ ପୂର୍ବରୁ ମାରାଡୋନାଙ୍କୁ ଶ୍ରଦ୍ଧାଞ୍ଜଳି

ରିଓ ଡି ଜାନେଇରୋ,୧୬।୬: ଚିଲି ବିପକ୍ଷରେ ଆର୍ଜେଣ୍ଟିନା ତା’ର ପ୍ରଥମ ମ୍ୟାଚ୍‌ରେ କିମ୍ବଦନ୍ତୀ ଫୁଟ୍‌ବଲର ଡିଏଗୋ ମାରାଡୋନାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲା। ମ୍ୟାଚ୍‌ ପୂର୍ବରୁ ମାରାଡୋନାଙ୍କ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଟୋକିଓ ଅଲିମ୍ପିକ୍ସ : ସର୍ବାଧିକ ୧୦ହଜାର ସ୍ଥାନୀୟ ଦର୍ଶକଙ୍କୁ ଅନୁମତି
Next Post Next post:
ବେଙ୍ଗାଲୁରୁ ଏଫ୍‌ସି ପାଇଁ ଆଉ ୨ ବର୍ଷ ଖେଳିବେ ଛେତ୍ରୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts