E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଡବ୍ଲ୍ୟୁଟିସି ଫାଇନାଲରେ କୋହଲି ଭାଙ୍ଗିଲେ ଧୋନୀଙ୍କ ରେକର୍ଡ
5:42 pmJune 19, 2021

ସାଉଥାମ୍ପଟନ,୧୯।୬: ଏଜେସ ବାଉଲଠାରେ ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲରେ ଟିମ୍‌ ଇଣ୍ଡିଆର ଅଧିନାୟକ ଭାବେ ବିରାଟ କୋହଲି ଟସ୍‌ ପକାଇଥିଲେ। ଅବଶ୍ୟ ଟସ୍‌ ଜିତିବା ତାଙ୍କ ଭାଗ୍ୟ ନ ଥିଲା। କିନ୍ତୁ କ୍ରିକେଟର ଲମ୍ବା ଫର୍ମାଟରେ ଭାରତୀୟ ଦଳର ନେତୃତ୍ୱ ନେବାରେ କୋହଲି ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ରେକର୍ଡକୁ ପଛରେ ପକାଇ ଦେଇଛନ୍ତି।

ଡବ୍ଲ୍ୟୁଟିସି ଫାଇନାଲ ଅଧିନାୟକ ଭାବେ କୋହଲିଙ୍କ ୬୧ତମ ମ୍ୟାଚ୍‌। ଯେକୌଣସି ଭାରତୀୟ ଅଧିନାୟକଙ୍କ କ୍ଷେତ୍ରରେ ଏହା ସର୍ବାଧିକ। ଧୋନୀ ଅଧିନାୟକ ଭାବେ ୬୦ଟି ଟେଷ୍ଟ ମ୍ୟାଚ୍‌ ଖେଳିଥିଲେ। ୨୦୧୪ ଡିସେମ୍ବରରେ ଅଷ୍ଟ୍ରେଲିଆ ବିପକ୍ଷ ସିରିଜ୍‌ ମଧ୍ୟରେ ଟେଷ୍ଟ ଫର୍ମାଟରୁ ଅବସର ନେଇଥିଲେ ଧୋନୀ। ଏସିଆର ଯେକୌଣସି ଦେଶ ପାଇଁ ଅଧିନାୟକ ଭାବେ ସବୁଠୁ ଅଧିକ ଟେଷ୍ଟ ଖେଳିବାର ରେକର୍ଡ ମଧ୍ୟ କୋହଲିଙ୍କ ନାମରେ ରହିଛି। ଶ୍ରୀଲଙ୍କାର ଅର୍ଜୁନ ରାଣାତୁଙ୍ଗା ଓ ପାକିସ୍ତାନର ମିଶବା ଉଲ-ହକ୍‌ ୫୬ ଲେଖାଏ ଟେଷ୍ଟରେ ଦଳର ନେତୃତ୍ୱ ନେଇଥିଲେ।

ତେବେ ଅଧିନାୟକ ଭାବେ ଦକ୍ଷିଣ ଆଫ୍ରିକାର ଗ୍ରେମ ସ୍ମିଥ ବିଶ୍ୱରେ ସବୁଠୁ ଅଧିକ ମ୍ୟାଚ୍‌ ଖେଳିଛନ୍ତି। ସେ ୧୦୯ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ଦଳର ନେତୃତ୍ୱ ଭାର ସମ୍ଭାଳିଥିଲେ। ଅଧିନାୟକ ଭାବେ ୧୦୦ ଟେଷ୍ଟ ଖେଳିବାରେ ସେ ବିଶ୍ୱର ଏକମାତ୍ର କ୍ରିକେଟର। ତାଙ୍କ ପଛକୁ ରହିଛନ୍ତି ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଆଲାନ ବର୍ଡର (୯୩ ଟେଷ୍ଟ)।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଆଇସିସି ହଲ୍‌ ଅଫ୍‌ ଫେମ୍‌ରେ ଭିନୁ ମଙ୍କଡ଼

ଦୁବାଇ, ୧୪ା୬ (ପି.ଟି.)-ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ହଲ୍‌ ଅଫ୍‌ ଫେମ୍‌ ତାଲିକାରେ ରବିବାର ଖେଳର ୧୦ଜଣ ଆଇକନ୍‌ଙ୍କୁ ସାମିଲ କରାଯାଇଛି। ୫ଟି ଯୁଗର ୨ଜଣ...

ଆଣ୍ଠୁମାଡି ସ୍ତ୍ରୀଙ୍କ ଫଟୋ ଉଠାଇଲେ କୋହଲି: ମହିଳା କ୍ରିକେଟର୍‌ କଲେ ଖୁଲାସା

ଭାରତୀୟ ମହିଳା ଏବଂ ପୁରୁଷ ଦଳ କେବଳ ଜୁନ ୩ରେ ଇଂଲଣ୍ଡରେ ପହଞ୍ଚିଛନ୍ତି। ଉଭୟ ଦଳ ଏବେ ସାଉଥମ୍ପଟନରେ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି। ମହିଳା ଦଳ ଜୁନ୍‌...

୧୪୪ ବର୍ଷ ଟେଷ୍ଟ ଇତିହାସରେ ପ୍ରଥମ ବଲ୍‌ରେ ଛକା ମାରିଛନ୍ତି କେବଳ ଏହି କ୍ରିକେଟର, ଏବେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ତାଲିକାରେ ନାମ

ନୂଆଦିଲ୍ଲୀ,୧୬।୬: କ୍ରିକେଟର ତିନି ଫର୍ମାଟ ମଧ୍ୟରୁ ଟେଷ୍ଟ କ୍ରିକେଟ ସବୁଠାରୁ ଲମ୍ବା। ଏହା ଖେଳାଳିଙ୍କ ଧୌର୍ଯ୍ୟର ପରୀକ୍ଷା ନେଇଥାଏ। ପାଞ୍ଚ ଦିନ ଧରି ଚାଲୁଥିବା ଏହି...

ପ୍ରଥମ ପାଳିରେ ମାତ୍ର ୧୫ ରନ୍‌ ଅଲଆଉଟ୍‌ ହୋଇଯାଇଥିଲା ଏହି ଦଳ, ତଥାପି ୧୫୫ ରନ୍‌ରେ ଜିତିଥିଲା ମ୍ୟାଚ୍‌: ଜାଣନ୍ତୁ କେମିତି

କ୍ରିକେଟ ପଡ଼ିଆରେ ଅନେକ ସମୟରେ ଚମତ୍କାର ଘଟେ। ଅନେକ ମ୍ୟାଚ ଏପରି ଖେଳାଯାଇଛି ଯେତେବେଳେ ଏକ ଦଳର ପରାଜୟ ନିଶ୍ଚିତ ମନେହୁଏ, କିନ୍ତୁ ଏହା ସତ୍ତ୍ୱେ...

ପାରାଗୁଏଠାରୁ ହାରିଲା ବଲିଭିଆ

ରିଓ ଡି ଜାନେଇରୋ,୧୬।୬: କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ସୋମବାର ଅନୁଷ୍ଠିତ ଅନ୍ୟ ଏକ ମ୍ୟାଚ୍‌ରେ ପଛରେ ଥାଇ ପ୍ରତ୍ୟାବର୍ତ୍ତନ କରି ପାରାଗୁଏ ୩-୧ ଗୋଲରେ...

ରୋନାଲ୍ଡୋଙ୍କ ପରେ ପୋଗ୍‌ବା କଲେ ସମାନ କାମ: ହଟାଇଲେ ବିୟର ବୋତଲ…

ପ୍ୟାରିସ୍‌,୧୭।୬: ପର୍ତ୍ତୁଗାଲ ଫୁଟବଲ ଟିମ୍‌ର ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଭୁଲ୍‌ ଯୋଗୁ କୋକା କୋଲା କମ୍ପାନୀର ଶେୟାରରେ ଅଳ୍ପ କିଛି ମିନିଟ୍‌ ମଧ୍ୟରେ ୨୯,୩୦୦ କୋଟି...

ବିରାଟ କୋହଲିଙ୍କ ଏହି କାମ ଦେଖି ଅନୁଷ୍କାଙ୍କ ଆଖିରେ ଆସିଯାଇଥିଲା ଲୁହ

ଲଣ୍ଡନ,୧୬।୬: ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଫାଇନାଲ ପାଇଁ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଆଜିକାଲି ଇଂଲଣ୍ଡରେ ଅଛନ୍ତି। ଚାରି ମାସର...

କୋପା ଆମେରିକା ଫୁଟବଲ: କଲମ୍ବିଆକୁ ହରାଇଲା ପେରୁ

ସାଓ ପାଉଲୋ,୨୨।୬: କୋପା ଆମେରିକା ଫୁଟବଲ ଟୁର୍ନାମେଣ୍ଟରେ ପେରୁ ଏକ ଗୁରୁତ୍ୱପୂର୍ଣ୍ଣ ବିଜୟ ହାସଲ କରିଛି। ସୋମବାର ଗ୍ରୁପ୍‌ ବି’ରେ ଖେଳାଯାଇଥିବା ମୁକାବିଲାରେ ପେରୁ ୨-୧...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଅନ୍ୟ ରାଜ୍ୟରେ ଅଙ୍ଗୁର ଦାମ୍‌ରେ ବିକ୍ରି ହେଉଛି କେନ୍ଦୁଝର ଜାମୁକୋଳି
Next Post Next post:
ସ୍ବାମୀ ନିକ୍‌ଙ୍କ ନାଁରେ ନୁହେଁ, ଜାଣନ୍ତୁ ପ୍ରିୟଙ୍କା କାହା ନାଁରେ ଗୋଡ଼ରେ କଲେ ଟାଟୁ; ଭାଇରାଲ ହେଉଛି ଫଟୋ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts