E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ୟାମି ଗୌତମୀଙ୍କ ଲୁଚାଛପା ବିବାହ ଫଟୋ ଭାଇରାଲ…
10:59 amJune 5, 2021

ମୁମ୍ବାଇ,୫।୬: ବଲିଉଡ୍‌ ଅଭିନେତ୍ରୀ ୟାମି ଗୌତମୀଙ୍କ ଲୁଚାଛପା ବିବାହ ନେଇ ଚର୍ଚ୍ଚା ଜାରି ରହିଥିବାବେଳେ ଏବେ ଏହାର ଫଟୋ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ୟାମି ନିର୍ଦ୍ଦେଶକ ଆଦିତ୍ୟ ଧରଙ୍କ ସହିତ ବିବାହ କରିଥିବା ଖବର ବିଷୟରେ କାହାକୁ ଜଣାଯାଇ ନ ଥିଲା। ଦୁହେଁ ଦୀର୍ଘଦିନରେ ପ୍ରେମ ସମ୍ପର୍କକୁ ନୂଆ ରୂପ ଦେବାକୁ ଯାଇ ବିବାହ କରିଥିଲେ। ତେବେ ଏବେ ବିବାହର ଇନ୍‌ସାଇଡ୍‌ ଫୋଟେଜ୍‌ ସୋସିଆଲ ମିଡ଼ିଆରେ ଅପଲୋଡ୍‌ କରାଯାଇଛି। ବିବାହରେ ଦୁଇ ପରିବାରର ସଦସ୍ୟ ଉପସ୍ଥିତ ଥିଲେ। ବିଭିନ୍ନ ଫଟୋ ମଧ୍ୟରେ ୟାମିଙ୍କ ପାଦରେ ଅଳତା ଲଗାଯାଉଥିବା, ହୋମକୁଣ୍ଡ ପାଖରେ ବସିଥିବା ଆରଦି ଫଟୋ ରହିଛି। ୟାମି ଲାଲ ରଙ୍ଗର ପୋଷାକ ପିନ୍ଧି ବୋହୂ ବେଶରେ ସଜ୍ଜିତ ହୋଇଥିବାବେଳେ ଆଦିତ୍ୟ ବର ଯୋଡ଼ ପିନ୍ଧି ବେଶ୍‌ ସୁନ୍ଦର ଦେଖାଯାଉଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ଏହି ଅଭିନେତ୍ରୀଙ୍କ ସୌନ୍ଦର୍ଯ୍ୟରେ ପାଗଳ ଥିଲେ ଏମ୍‌ଏଫ୍‌ ହୁସେନ୍‌

ବଲିଉଡ୍‌ ଅଭିନେତ୍ରୀ ଅମୃତା ରାଓ ଆଜି ନିଜର ୪୦ତମ ଜନ୍ମଦିନ ପାଳନ କରୁଛନ୍ତି। ଅମୃତା ଇଶ୍କ-ଭିସ୍କ, ମେଁ ହୁଁ ନା, ବିବାହ, ମସ୍ତି ଏବଂ ଜଲି...

ଏକଦା ଶାହାରୁଖ୍‌ କହିଥିଲେ ଯାହା ମୋ’ ପାଖରେ ଅଛି ଅମିତାଭଙ୍କ ପାଖରେ ନାହିଁ, କାରଣ ଜାଣିଲେ…

ମୁମ୍ବାଇ: କିଙ୍ଗ୍‌ଖାନ୍‌ ଶାହାରୁଖ୍‌ଙ୍କୁ ପ୍ରଥମେ ‘କଫି ଓ୍ବିଥ୍‌ କରଣ’ର ପ୍ରଥମ ସିଜିନରେ କରଣଙ୍କ ସହ ଦେଖିବାକୁ ମିଳିଥିଲା। ତେଣୁ ତାଙ୍କର ମଜାଳିଆ ଶୈଳୀକୁ ସେଠାରେ ଥିବା...

ଦୀପିକା-ଯୁବରାଜଙ୍କ ମଧ୍ୟରେ କାହିଁକି ହୋଇଥିଲା ବ୍ରେକ୍‌ଅପ୍‌

କ୍ରିକେଟ ଏବଂ ବଲିଉଡ ମଧ୍ୟରେ ସର୍ବଦା ସମ୍ପର୍କ ରହିଆସିଛି। ଅଭିନେତ୍ରୀ ଏବଂ କ୍ରିକେଟ୍‌ରଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ସବୁବେଳେ ଲାଗି ରହିଥାଏ। ଅନେକ କଳାକାର କ୍ରିକେଟର୍‌ଙ୍କୁ...

କେତେବେଳେ ଜାହ୍ନବୀ କପୁରଙ୍କ ହାତ ଧରୁଛନ୍ତି ତ କେବେ ସାରାଙ୍କ ଅତି ନିକଟରେ; କିଏ ଏହି ବ୍ୟକ୍ତି ଯାହାଙ୍କୁ କହାଯାଉଛି ‘ମିଷ୍ଟ୍ରି ମ୍ୟାନ୍‌’

ବମ୍ବେ: ବଲିଉଡ୍‌ରେ ଏଭଳି ଜଣେ ବ୍ୟକ୍ତି ଏବେ ଚର୍ଚ୍ଚାରେ, ଯାହାଙ୍କୁ ସବୁବେଳେ ବଲିଉଡ୍‌ ଅଭିନେତ୍ରୀଙ୍କ ସହ ଦେଖିବାକୁ ମିଳୁଛି। ସେ ଜାହ୍ନବୀ କପୁର ନଚେତ ସାରା...

‘ଅନୁପମା’ ନିର୍ମାତାଙ୍କୁ ବଡ଼ ଝଟ୍‌କା: ପ୍ରଥମେ ଟିଆର୍‌ପିରେ ପଛୁଆ, ଏବେ ଶୋ’ ଛାଡ଼ିଲେ ଏହି କଳାକାର

ବମ୍ବେ: ଲଗାତାର ଭାବେ ଟିଆର୍‌ପି ତାଲିକା ଶୀର୍ଷରେ ରହୁଥିବା ଧାରାବାହିକ ‘ଅନୁପମା’କୁ ଗୋଟିଏ ପରେ ଗୋଟିଏ ଝଟକା ଲାଗୁଛି। କିଛି ସପ୍ତାହ ଧରି ଏହା ଟିଆର୍‌ପି...

ସାଇକେଲ୍‌ରେ ବ୍ରେଡ୍‌-ଅଣ୍ଡା ବିକ୍ରି କରୁଛନ୍ତି ସୋନୁ

ମୁମ୍ବାଇ: ଗରୀବ ଓ ଅସହାୟ ଲୋକଙ୍କ ପାଇଁ ଦେବଦୂତ ପାଲଟିଥିବା ବଲିଉଡ୍‌ ଅଭିନେତା ସୋନୁ ସୁଦ ଲଗାତର ଭାବେ ଆବଶ୍ୟକୀୟ ଲୋକଙ୍କୁ ସାହାଯ୍ୟ କରିଆସୁଛନ୍ତି। ରିଲ...

ପ୍ରେମିକାଙ୍କ ବିବାହ ଖବର ଶୁଣି ସିଗାରେଟ୍‌ ଲଗାଇ ହାତ ପୋଡି ଦେଇଥିଲେ ଏହି ପ୍ରସିଦ୍ଧ ଅଭିନେତା

ହିନ୍ଦୀ ସିନେମାର ଜଣେ ମହାନ ଅଭିନେତ୍ରୀ ଥିଲେ ନର୍ଗିସ ଦତ୍ତ। ଗୋଟିଏ ପରେ ଗୋଟିଏ ହିଟ୍‌ ଫିଲ୍ମ ଦେଇଥିଲେ। ତାଙ୍କର ପ୍ରକୃତ ନାମ ଥିଲା ଫାତିମା...

ସଲମାନଙ୍କ ସହ ଶୁଟିଂ କରୁଥିବା ସମୟରେ ଏମିତି ହୋଇଥିଲା ଏହି ଅଭିନେତ୍ରୀଙ୍କ ଅବସ୍ଥା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଜରିନ୍‌ ଖାନ୍‌ ଅନେକ ଥର ଦେହ ପାଇଁ ଲଜ୍ଜାର ଶିକାର ହୋଇଛନ୍ତି। ସେ ତାଙ୍କର ଅନେକ ସାକ୍ଷାତକାରରେ ଏ ବିଷୟରେ ମଧ୍ୟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଦେଶୀଧାନକୁ ଝୁରୁଛନ୍ତି ଚାଷୀ
Next Post Next post:
ରାଜଧାନୀରେ ପ୍ରେମୀ ଯୁଗଳଙ୍କ ହାଇଡ୍ରାମା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts