E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ମା’ଙ୍କ ୩୩ ବର୍ଷ ପୁରୁଣା ଶାଢ଼ିକୁ ପିନ୍ଧି ବିବାହ ମଣ୍ଡପରେ ବସିଥିଲେ ଏହି ଅଭିନେତ୍ରୀ; କିଛି ଏଭଳି ଥିଲା…
11:58 amJune 11, 2021

ବମ୍ବେ: ନିକଟରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ଅଭିନେତ୍ରୀ ୟାମି ଗୌତମ। ହିମାଚଳ ପ୍ରଦେଶରେ ଆୟୋଜିତ ଉତ୍ସବରେ ପରିବାରଲୋକଙ୍କ ଗହଣରେ ଆଦିତ୍ୟ ଧରଙ୍କ ହାତ ଧରିଥିଲେ ସେ। ଉଭୟ ଅନେକ ସମୟ ଧରି ନିଜର ସମ୍ପର୍କକୁ ଲୋକଲୋଚନକୁ ଆଣି ନ ଥିବାରୁ ପ୍ରଶଂସକ ହଠାତ୍‌ ଚମକି ପଡ଼ିଥିଲେ। ଏପରିକି ତାଙ୍କର ବିବାହ ଫଟୋ ଶେୟାର ହେବା ମାତ୍ରକେ ଭାଇରାଲ ହୋଇଥିଲା। ସମସ୍ତଙ୍କୁ ୟାମିଙ୍କ ବ୍ରାଇଡାଲ ଲୁକ୍‌ ବେଶ୍‌ ଆକର୍ଷିତ କରିଥିଲା।

ବିବାହ ପାଇଁ ନାଲି ରଙ୍ଗକୁ ବାଛିଥିଲେ ୟାମି। ସେ ତାଙ୍କର ମା’ଙ୍କ ୩୩ ବର୍ଷ ପୁରୁଣା ଶାଢ଼ିକୁ ବିବାହ ପୋଷାକ ଭାବେ ବାଛିଥିଲେ। ଉକ୍ତ ପାରମ୍ପରିକ ଶାଢ଼ିରେ ସୁନାର ସୁନ୍ଦର କାମ କରାଯାଇଥିଲା। ଦେଖିବାକୁ ସାଧାସାଧା ଲାଗିଲେ ହେଁ ୟାମି ଏହାକୁ ଫ୍ଲୋରାଲ୍‌ ବ୍ଲାଉଜ୍‌ ସହ ମିଶାଇ ପିନ୍ଧିଥିଲେ। ଏହାଛଡ଼ା ସେ ଆଇ ମା’ ଦେଇଥିବା ଲାଲ ରଙ୍ଗର ଓଢ଼ଣୀ ମୁଣ୍ଡରେ ପକାଇଥିଲେ। ସୁନାର ହାର, ମଥାମଣି ଏବଂ ଚୁଡ଼ି ପିନ୍ଧିବା ପରେ ୟାମି କୌଣସି ଅପସରୀଙ୍କଠାରୁ କମ୍‌ ଲାଗୁ ନ ଥିଲେ।

ତେବେ ବିବାହ ଭଳି ସ୍ମରଣୀୟ ଦିନ ଲାଗି ୟାମି ମା’ଙ୍କ ଶାଢ଼ିକୁ ବାଛିଥିବାକୁ ଅନେକ ପ୍ରଶଂସା କରୁଛନ୍ତି। ଏଥିରୁ ସେ ମାଙ୍କୁ କେତେ ଭଲ ପାଆନ୍ତି, ପରିବାରକୁ କେତେ ଗୁରୁତ୍ୱ ଦିଅନ୍ତି ଜଣାପଡ଼ୁଛି ବୋଲି ଚର୍ଚ୍ଚା ହେଉଛି।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ଅକ୍ଷୟ କୁମାର ମୋ’ ଅତୀତର ଏକ ଭୁଲି ଯାଇଥିବା ଅଧ୍ୟାୟ: ଶିଳ୍ପା

ବମ୍ବେ: ପ୍ରେମ ଯେତିକି ସୁନ୍ଦର, ପ୍ରତାରଣା ସେତିକି ଯନ୍ତ୍ରଣାଦାୟକ। ସାଥୀଙ୍କଠାରୁ ଅଲଗା ହେବା ଅନେକଙ୍କ ପାଇଁ ସହଜ ହୋଇ ନ ଥାଏ। ବେଳେବେଳେ ଏହା ଘୃଣାରେ...

କିଏ ଆପଣଙ୍କ ପସନ୍ଦର ଭାରତୀୟ ଅଭିନେତା; ଜବାବରେ ଏଭଳି କହି ହୃଦୟ ଜିଣିଲେ ପାକିସ୍ତାନର ଏହି ପୂର୍ବ ଦ୍ରୁତ ବୋଲର

ନୂଆଦିଲ୍ଲୀ,୧୧।୬: କ୍ରିକେଟ ଇତିହାସର ସବୁଠାରୁ ଆକ୍ରମଣାତ୍ମକ ଦ୍ରୁତ ବୋଲରଙ୍କ ମଧ୍ୟରୁ ଶୋଏବ ଅଖତର ଜଣେ। ସେ ନିଜର ଗତିକୁ ନେଇ ବ୍ୟାଟ୍ସମ୍ୟାନଙ୍କ ମନରେ ଭୟ ଜାତ...

ମାଧୁରୀଙ୍କ ସହ ସମ୍ପର୍କକୁ ଗୁଜବ ବୋଲି କହିଥିଲେ ସଞ୍ଜୁବାବା, ହେଲେ ଏହି କାରଣରୁ ମାଗିଥିଲେ କ୍ଷମା

ବମ୍ବେ: ନବେ ଦଶକରେ ବଲିଉଡ୍‌ର ସବୁଠାରୁ ସୁନ୍ଦର ଯୋଡ଼ିଙ୍କ ମଧ୍ୟରୁ ଗୋଟିଏ ଥିଲା ସଞ୍ଜୟ ଦତ୍ତ ଏବଂ ମାଧୁରୀ ଦିକ୍ଷୀତଙ୍କ ଯୋଡ଼ି। ‘ସାଜନ୍‌’, ‘ଖଳନାୟକ’ ଭଳି...

ଏହି ଅଭିନେତ୍ରୀଙ୍କ ସୌନ୍ଦର୍ଯ୍ୟରେ ପାଗଳ ଥିଲେ ଏମ୍‌ଏଫ୍‌ ହୁସେନ୍‌

ବଲିଉଡ୍‌ ଅଭିନେତ୍ରୀ ଅମୃତା ରାଓ ଆଜି ନିଜର ୪୦ତମ ଜନ୍ମଦିନ ପାଳନ କରୁଛନ୍ତି। ଅମୃତା ଇଶ୍କ-ଭିସ୍କ, ମେଁ ହୁଁ ନା, ବିବାହ, ମସ୍ତି ଏବଂ ଜଲି...

ଗୌହରଙ୍କଠାରୁ କରନ୍‌ ସିଂହ ଗ୍ରୋଭର: ସର୍ବସମ୍ମୁଖରେ ଚାପୁଡ଼ା ଖାଇଛନ୍ତି ଏସବୁ କଳାକାର; କାରଣ ଜାଣିଲେ…

ବମ୍ବେ: ବଲିଉଡ୍‌ କଳାକାରଙ୍କ ପରି ଟେଲି କଳାକାରମାନେ ନିଜର ଅଭିନୟ ସାଙ୍ଗକୁ ବ୍ୟକ୍ତିଗତ ଜୀବନକୁ ନେଇ ଥାଆନ୍ତି ଚର୍ଚ୍ଚାରେ। ପ୍ରଶଂସକମାନେ ମଧ୍ୟ ସେମାନଙ୍କ ଜୀବନର ଛୋଟବଡ଼...

ଟାଇଗରଙ୍କ ପ୍ରେମ ସମ୍ପର୍କକୁ ନେଇ ଏମିତି କହିଲେ ବାପା

ବଲିଉଡ ଅଭିନେତା ଟାଇଗର ଶ୍ରଫ ଏବଂ ଦିଶା ପଟାନୀଙ୍କ ମଧ୍ୟରେ ଦୀର୍ଘ ଦିନ ହେବ ପ୍ରେମ ସମ୍ପର୍କ ଚାଲିଛି। ଉଭୟ ଅନେକ ପାର୍ଟିରେ ଏକତ୍ର ନଜର...

ଏହି ଅଭିନେତ୍ରୀଙ୍କ ପାଇଁ ସଲମାନଙ୍କ ସହ ଝଗଡ଼ା କରିଥିଲେ ଶାହରୁଖ

ବଲିଉଡ ଇଣ୍ଡଷ୍ଟ୍ରିରେ କିଙ୍ଗ ଖାନ ନାମରେ ଜଣାଶୁଣା ଶାହରୁଖ ଖାନ ସର୍ବଦା ବିବାଦ ଘେରରେ ରହିଥାନ୍ତି। ତେବେଶାହରୁଖଙ୍କ ସଲମାନଙ୍କ ସହ ଦୀର୍ଘ ଦିନ ଧରି ବିବାଦ...

ବ୍ରିଟିଶ ଖବରଦାତାଙ୍କ ପ୍ରେମରେ ପଡ଼ି ଲିଭ୍‌ଇନ୍‌ରେ ରହୁଥିଲେ ଆମିର, ଏବେ ଲୁଚାଛପାରେ ରହିଛି ପୁଅ !

ବମ୍ବେ: ଚାକଚକ୍ୟ ଏବଂ ଗ୍ଲାମର ଜଗତ ବାହାରୁ ଯେତିକି ସୁନ୍ଦର, ସେତିକି ବିବାଦୀୟ ମଧ୍ୟ। ଅନେକ ଗୁଜବକୁ ନେଇ ମଧ୍ୟ ବଲିଉଡର ପରିବେଶ ସରଗରମ ରହିଥାଏ।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ଗଡ଼ନାୟକଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
Next Post Next post:
ପୁଣି ମନର ଯନ୍ତ୍ରଣା ପ୍ରକାଶ କଲେ ଯୁବରାଜ: କହିଲେ ଧୋନୀ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts