ନୂଆଦିଲ୍ଲୀ,୧୨।୬: ସୌରଭ ଗାଙ୍ଗୁଲି ଜଣେ ନମ୍ର ବ୍ୟକ୍ତି। ବ୍ୟସ୍ତବହୁଳ ଜୀବନଶୈଳୀ ସତ୍ତ୍ୱେ ବିବାହରେ ଯୋଗ ଦେଇଥିଲେ । ହେଲେ ଅନେକ ପ୍ରଶଂସକ ଏ ବିଷୟରେ ଜାଣିଥିବେ ବୋଲି ମୁଁ ଭାବୁନାହିଁ ବୋଲି କହିଛନ୍ତି ପାକିସ୍ତାନର ପୂର୍ବତନ ଅଲରାଉଣ୍ଡର ୟାସିର ଆରାଫାଟ।
ଏକ ସାକ୍ଷାତକାରରେ ୟାସିର କହିଛନ୍ତି, ମୁଁ ଅନେକ କ୍ରିକେଟରଙ୍କୁ ନିମନ୍ତ୍ରଣ କରିଥିଲି। ହେଲେ ସମସ୍ତେ ଆସି ନ ଥିଲେ। ମୁଁ ଗାଙ୍ଗୁଲିଙ୍କୁ ମଧ୍ୟ ନିମନ୍ତ୍ରଣ କରିଥିଲି। ହେଲେ ସେ ଆସିଥିଲେ। ସେତେବେଳେ ସେ ବ୍ୟସ୍ତ ରହୁଥିଲେ। ତଥାପି ସେ ମୋ ବିବାହରେ ସାମିଲ ହୋଇଥିଲେ ବୋଲି ୟାସିର କହିଛନ୍ତି।
ପ୍ରକାଶ ଯେ, ୨୦୦୯ ଟି୨୦ ବିଶ୍ୱକପ୍ ବିଜେତା ଟିମ୍ର ସନସ୍ୟ ଥିଲେ ୟାସିର। ସେ ୩ଟି ଦିନିକିଆ, ୩ ଟେଷ୍ଟ ଏବଂ ୧୩ ଟି୨୦ ମ୍ୟାଚ୍ ଖେଳିଥିଲେ। ୨୦୦୦ରେ ସେ ପାକିସ୍ତାନ ପାଇଁ ଡେବ୍ୟୁ କରିଥିବା ବେଳେ ୨୦୧୨ରେ ସେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ୍ ଖେଳିଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.