ଭୁବନେଶ୍ୱର,୬ା୬(ବ୍ୟୁରୋ): ଏଣିକି ବିନା ସ୍ଲଟ୍ରେ ଦିଆଯିବ ଦିତୀୟ ଡୋଜ୍ ଟିକା। ଭୁବନେଶ୍ୱରରେ ଦ୍ୱିତୀୟ ଡୋଜ୍ ଟିକାକରଣକୁ ଗୁରୁତ୍ୱ ଦିଆଯାଇଛି। ମେ’ ୧୪ ପୂର୍ବରୁ ଟିକା ନେଇଥିବା ଲୋକଙ୍କୁ ଏହି ମିଳିବ ସୁବିଧା ଉପଲବ୍ଧ ହେବ। ପ୍ରଥମ ଡୋଜ୍ ନେଇଥିବା ୧୮ରୁ ୪୪ବର୍ଷୀୟଙ୍କ ଅବଧି ସରିବା ପୂର୍ବରୁ ଟିକା ଦିଆଯିବ। ଯେଉଁ ସେଣ୍ଟରରେ ପ୍ରଥମ ଡୋଜ୍ ନେଇଥିଲେ, ସେହି ସେଣ୍ଟରରେ ଦ୍ୱିତୀୟ ଡୋଜ୍ ଦିଆଯିବ। ଏଥିପାଇଁ ପ୍ରଥମ ଡୋଜ୍ ଟିକାର ପ୍ରମାଣପତ୍ର ଆଣିବାକୁ ପଡ଼ିବ ବୋଲି ବିଏମ୍ସି କମିଶନର ସଞ୍ଜୟ ସିଂ ଏନେଇ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି ।
ଉଠା ଦୋକାନୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା
ଭୁବନେଶ୍ୱର,୮।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ଭୟଙ୍କର ରୂପ ନେବାରୁ ଗତ ମେ’ ୫ ତାରିଖରୁ ରାଜ୍ୟରେ ଲକ୍ଡାଉନ୍ ଘୋଷଣା କରାଯାଇଥିଲା। ଏହାର ଅବଧି ୧୪ ଦିନ...
ଦାନ ମାଝିଙ୍କ ଝିଅ ମାଟ୍ରିକ ପାସ୍ କଲେ
ଭୁବନେଶ୍ୱର,୨୫।୬: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଶୁକ୍ରବାର ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। କଳିଙ୍ଗ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ ସାଇନ୍ସେସ୍(କିସ୍)ରେ ପଢୁଥିବା ବହୁ...
ଏଥର ଫିକା ପଡିଛି ରଜ
ଭୁବନେଶ୍ୱର,୧୪।୬(ବ୍ୟୁରେ): ଆଜି ପହିଲି ରଜ । ହେଲେ କରୋନା ପାଇଁ ଓଡ଼ିଶାର ଗଣ ପର୍ବ ରଜ ଏଥର ଫିକା ପଡ଼ିଛି। ଏଥର ସେତେଟା ଚଳଚଞ୍ଚଳ ନାହିଁ...
ମହଙ୍ଗା ପଡ଼ିଲା ବାର୍ହା ମାଂସ କିଣିବା
କୋକସରା,୨।୬: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ବନ ବିଭାଗ କର୍ମଚାରୀ ୫ କେଜି ବାର୍ହା ମାଂସ ସହ ୨ ଜଣ ଯୁବକଙ୍କୁ ଧରିବାରେ ସଫଳ...
ଭୂତାଣୁର ପରିବର୍ତ୍ତିତ ସଂକ୍ରମଣ ଉପରେ ନିର୍ଭର କରେ ତୃତୀୟ ଲହର
ଭୁବନେଶ୍ୱର, ୧୪।୬: ରାଜ୍ୟରେ କେବଳ ସଂକ୍ରମଣ ହାର ସହ କମୁଛି କୋଭିଡ୍ ୧୯ ନମୂନାରେ ଭାଇରାଲ ଲୋଡ୍। ଏ ନେଇ ସୋମବାର ଜୀବ ବିଜ୍ଞାନ ପ୍ରତିଷ୍ଠାନ(ଆଇଏଲ୍ଏସ୍)...
ରାଜ୍ୟରେ ଆଜି ୬,୦୧୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୬,୦୧୯ କରୋନା ଆକ୍ରାନ୍ତ...
୫ଦିନ ବନ୍ଦ ରହିବ ରାଜଧାନୀର ଏସବୁ ମାର୍କେଟ
ଭୁବନେଶ୍ୱର, ୨୬।୬ (ବ୍ୟୁରୋ): ରାଜଧାନୀରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ୟୁନିଟ-୪ ଆମିଷ ମାର୍କେଟ ଓ ବାପୁଜୀ ନଗର ମାର୍କେଟକୁ ଆସନ୍ତା ଜୁଲାଇ ୧ ତାରିଖ...
କୋଭିଡ୍ ସହାୟତାରୁ ୨ଶହ କୋଟି ବାଟମାରଣା
ଯାଜପୁର ଅଫିସ,୨୪।୬: ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍ଏଫ୍ଏସ୍ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍ଏଫ୍ଏସ୍ଏ)ରେ ୨୦୨୦ରେ ୨ ଲକ୍ଷ ଜାଲ୍ ରାଶନକାର୍ଡ ଜରିଆରେ...


