ଭୁବନେଶ୍ୱର,୬ା୬(ବ୍ୟୁରୋ): ଏଣିକି ବିନା ସ୍ଲଟ୍ରେ ଦିଆଯିବ ଦିତୀୟ ଡୋଜ୍ ଟିକା। ଭୁବନେଶ୍ୱରରେ ଦ୍ୱିତୀୟ ଡୋଜ୍ ଟିକାକରଣକୁ ଗୁରୁତ୍ୱ ଦିଆଯାଇଛି। ମେ’ ୧୪ ପୂର୍ବରୁ ଟିକା ନେଇଥିବା ଲୋକଙ୍କୁ ଏହି ମିଳିବ ସୁବିଧା ଉପଲବ୍ଧ ହେବ। ପ୍ରଥମ ଡୋଜ୍ ନେଇଥିବା ୧୮ରୁ ୪୪ବର୍ଷୀୟଙ୍କ ଅବଧି ସରିବା ପୂର୍ବରୁ ଟିକା ଦିଆଯିବ। ଯେଉଁ ସେଣ୍ଟରରେ ପ୍ରଥମ ଡୋଜ୍ ନେଇଥିଲେ, ସେହି ସେଣ୍ଟରରେ ଦ୍ୱିତୀୟ ଡୋଜ୍ ଦିଆଯିବ। ଏଥିପାଇଁ ପ୍ରଥମ ଡୋଜ୍ ଟିକାର ପ୍ରମାଣପତ୍ର ଆଣିବାକୁ ପଡ଼ିବ ବୋଲି ବିଏମ୍ସି କମିଶନର ସଞ୍ଜୟ ସିଂ ଏନେଇ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.