ପାଟଣା,୨୨।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୁବ ବିଜେଡି ଉପସଭାପତି କରୁଣା ସାଗର ଖଟୁଆ ମଙ୍ଗଳବାର ଗିରଫ ହୋଇ କୋର୍ଟଚାଲାଣ ହୋଇଛନ୍ତି। ସୋମବାର ସାହାରପଡା ବ୍ଲକ କାର୍ଯ୍ୟାଳୟ ପରିସରରେ ଟେଣ୍ଡରଧାରୀଙ୍କ ଡ୍ରାଫ୍ଟ ଚିରି ଥିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି।
ସୂଚନାଯୋଗ୍ୟ ଯେ, ସାହାରପଡା ବ୍ଲକରେ ଓଏମବିଏ ଡିସି ଯୋଜନାରେ ଆସିଥିବା ୪୭ଟି ସ୍କୁଲ ଘର ଓ ପାଚେରି ପାଇଁ ୧୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ଟଙ୍କାର ଟେଣ୍ଡରର ସୋମବାର ଶେଷ ଦିନ ଥିଲା। ଜିଲା ବିଜେଡି ଯୁବ ଉପସଭାପତି ସୋମବାର ଅପରାହ୍ନ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ମୁଖ୍ୟ କିରାଣି ହାଡ଼ିବନ୍ଧୁ ପାତ୍ରଙ୍କ ଟେବୁଲରୁ ୧୧ଟି ଟିଡିଡିକୁ ଧରି ଚିରି ଦେଇଥିଲେ। ମୁଖ୍ୟ କିରାଣିଙ୍କ ଲିଖିତ ଅଭିଯୋଗକୁ ଭିତ୍ତି କରି ସାହାରପଡା ବିଡିଓ ଲମ୍ବୋଦର ଖୁଣ୍ଟିଆ ଥାନାରେ ଅଭିଯୋଗ କରିଥିଲେ। ପରେ ତାଙ୍କୁ ଗିରଫ କରାଯାଇଛି।
Posted inଆମ ଜିଲା ଖବର, କେନ୍ଦୁଝର View All
ଗେମ୍ ଖେଳିବାକୁ ମନା କରିବାରୁ ଏଭଳି ନିଷ୍ପତ୍ତି ନେଲେ ସ୍କୁଲ ଛାତ୍ର
ବାହାନଗା,୧୯ା୬: ମୋବାଇଲରେ ଗେମ୍ ଖେଳିବାକୁ ପରିବାର ଲୋକେ ବିରୋଧ କରିବାରୁ ଜଣେ ନାବାଳକ ଛାତ୍ର ଆତ୍ମହତ୍ୟା କରିବା ଘଟଣା ବାଲେଶ୍ୱର ଜିଲା ବାହାନଗା ବ୍ଲକ କୁରୁଡା...
ପରୀ ପରେ ବେବିନାଙ୍କୁ ହତ୍ୟା
ନୟାଗଡ଼ ଅଫିସ/ଦଶପଲ୍ଲା, ୧୭ା୬(ଡି.ଏନ୍.ଏ.): ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ବାଣିଗୋଛା ଥାନା ନୂଆଗଁା ପଞ୍ଚାୟତ ଧୁନ୍ଦୁଗାଡିଆ ଗଁାର ୫ ବର୍ଷୀୟା ଶିଶୁକନ୍ୟା ବେବିନା ନାୟକଙ୍କୁ ହତ୍ୟା...
ପାଦରୁ ଲିଭିନି ଅଳତା ଚାଲିଗଲା ନବବଧୂଙ୍କ ଜୀବନ
ଗଞ୍ଜାମ,୧୦ା୬(ଡି.ଏନ୍.ଏ.): ହାତରୁ ମେହେନ୍ଦୀ ଓ ପାଦରୁ ଅଳତା ଲିଭିନି ହେଲେ ଜଳିଲା ଜୁଇ l ଏମିତି ଏକ ହୃଦୟ ବିଦାରକ ଘଟଣା ଗଞ୍ଜାମ ଜିଲା ରମ୍ଭା...
ଆକାଶ ପାଠକଙ୍କୁ ସର୍ତ୍ତମୂଳକ ଜାମିନ
କଟକ ଅଫିସ, ୨୬।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ଆକାଶ ପାଠକଙ୍କୁ ଶୁକ୍ରବାର ହାଇକୋର୍ଟରୁ...
ମୁଢ଼ି ବସ୍ତାରେ ଗଞ୍ଜେଇ ଚାଲାଣ
ଜୟପୁର,୭ା୬: ଅଭିନବ ଉପାୟରେ ମୁଢ଼ି ବସ୍ତା ଭିତରେ ଗଞ୍ଜେଇ ଚାଲାଣ ବେଳେ କୋରାପୁଟ ଜିଲା ଜୟପୁର ସଦର ପୋଲିସ ଚଢାଉ କରି ଏହାକୁ ଧରିଛି। ପ୍ରାୟ...
ମାସ୍କ କାହିଁ ପଚାରିବାରୁ ପୋଲିସକୁ ଆକ୍ରମଣ
ଉଦଳା,୧୬ା୬: ମାସ୍କ ପିନ୍ଧିବାକୁ ତାଗିଦ୍ କରିବାରୁ ମୟୂରଭଞ୍ଜ ଜିଲା ଉଦଳା ଥାନା ଏସ୍ଆଇଙ୍କୁ ଜଣେ ଜେଲ୍ ଓ୍ବାର୍ଡର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ...
ପାନୀୟ ଜଳ ସମସ୍ୟାକୁ ନେଇ କନିଷ୍ଠ ଯନ୍ତ୍ରୀଙ୍କୁ ଭେଟିଲେ ଗ୍ରାମବାସୀ
ଗଞ୍ଜାମ,୧୦।୬(ଡି.ଏନ୍.ଏ.): ଗଞ୍ଜାମ ସହରରେ ପାନୀୟ ଜଳ ସମସ୍ୟା ଦୀର୍ଘ ଦିନ ଧରି ଲାଗି ରହିଛି l ଏନେଇ ଗ୍ରାମବାସୀ ଜନସ୍ବାସ୍ଥ୍ୟ ବିଭାଗକୁ ବାରମ୍ବାର ଅବଗତ କରାଇଥିଲେ...
ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା
ଝାରସୁଗୁଡ଼ା ଅଫିସ,୧୨।୬: ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ବୃନ୍ଦାମାଲ ଗ୍ରାମରେ ଶନିବାର ଏକ ଅଘଟଣ ଘଟିଛି। ପୁଅର ଟାଙ୍ଗିଆ ଚୋଟରେ ବାପାଙ୍କ ମୃତ୍ୟୁ ଘଟିିଛି। ମୃତକ...


