ପାଟଣା,୨୨।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୁବ ବିଜେଡି ଉପସଭାପତି କରୁଣା ସାଗର ଖଟୁଆ ମଙ୍ଗଳବାର ଗିରଫ ହୋଇ କୋର୍ଟଚାଲାଣ ହୋଇଛନ୍ତି। ସୋମବାର ସାହାରପଡା ବ୍ଲକ କାର୍ଯ୍ୟାଳୟ ପରିସରରେ ଟେଣ୍ଡରଧାରୀଙ୍କ ଡ୍ରାଫ୍ଟ ଚିରି ଥିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି।
ସୂଚନାଯୋଗ୍ୟ ଯେ, ସାହାରପଡା ବ୍ଲକରେ ଓଏମବିଏ ଡିସି ଯୋଜନାରେ ଆସିଥିବା ୪୭ଟି ସ୍କୁଲ ଘର ଓ ପାଚେରି ପାଇଁ ୧୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ଟଙ୍କାର ଟେଣ୍ଡରର ସୋମବାର ଶେଷ ଦିନ ଥିଲା। ଜିଲା ବିଜେଡି ଯୁବ ଉପସଭାପତି ସୋମବାର ଅପରାହ୍ନ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ମୁଖ୍ୟ କିରାଣି ହାଡ଼ିବନ୍ଧୁ ପାତ୍ରଙ୍କ ଟେବୁଲରୁ ୧୧ଟି ଟିଡିଡିକୁ ଧରି ଚିରି ଦେଇଥିଲେ। ମୁଖ୍ୟ କିରାଣିଙ୍କ ଲିଖିତ ଅଭିଯୋଗକୁ ଭିତ୍ତି କରି ସାହାରପଡା ବିଡିଓ ଲମ୍ବୋଦର ଖୁଣ୍ଟିଆ ଥାନାରେ ଅଭିଯୋଗ କରିଥିଲେ। ପରେ ତାଙ୍କୁ ଗିରଫ କରାଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.