E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ବ୍ୟାଟିଂ କୋଚ୍‌ ପଦବୀ ଛାଡ଼ିଲେ ୟୁନିସ ଖାଁ
9:26 amJune 23, 2021

କରାଚୀ, ୨୩ା୬(ପି.ଟି.)-ପୂର୍ବତନ ଅଧିନାୟକ ୟୁନିସ ଖାଁ ମଙ୍ଗଳବାର ପାକିସ୍ତାନ କ୍ରିକେଟ ଦଳର ବ୍ୟାଟିଂ କୋଚ୍‌ ପଦବୀରୁ ଆକସ୍ମିକ ଓହରିଯାଇଛନ୍ତି। ତାଙ୍କର ଏହି ନିଷ୍ପତ୍ତିର କାରଣ ଯଦିଓ ସ୍ପଷ୍ଟ ହୋଇ ନାହିଁ, ବୋର୍ଡ କିନ୍ତୁ ଆପୋସ ବୁଝାମଣା ଭିତ୍ତିରେ ଏହା ହୋଇଥିବା ସଫେଇ ଦେଇଛି। ପାକିସ୍ତାନ ଟିମ୍‌ ଜୁନ୍‌ ୨୫ରୁ ଜୁଲାଇ ୨୦ ୟୁନାଇଟେଡ କିଙ୍ଗ୍‌ଡମ୍‌ (ୟୁକେ) ଟୁର୍‌ରେ ଯିବ। ଦଳ ସେଠାରେ ୩ ଅନ୍ତର୍ଜାତୀୟ ଦିନିକିଆ ଓ ୫ ସମାନ ସଂଖ୍ୟକ ଟି୨୦ ଖେଳିବ। ପାକିସ୍ତାନ କ୍ରିକେଟ ଦଳ ବ୍ୟାଟିଂ କୋଚ୍‌ ବିନା ୟୁକେ ଗସ୍ତ କରିବ। ପରେ ଓ୍ବେଷ୍ଟଇଣ୍ଡିଜ ଟୁର୍‌ ପାଇଁ ୟୁନିସ ଖାଁଙ୍କ ଉତ୍ତରାଧିକାରୀ ଠିକଣା ସମୟରେ ଚୟନ କରାଯିବ ବୋଲି ପାକିସ୍ତାନ କ୍ରିକେଟ ବୋର୍ଡ କହିଛି। ଖବର ଅନୁସାରେ ୟୁନିସ ତାଙ୍କର ଭୂମିକାକୁ ନେଇ ସନ୍ତୁଷ୍ଟ ନ ଥିଲେ। ଦଳର ଖେଳାଳି ଚୟନ କ୍ଷେତ୍ରରେ ତାଙ୍କର ବିଶେଷ କ୍ଷମତା ରହୁ ବୋଲି ସେ ଚାହୁଁଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

୨୫ ବର୍ଷ ପୁରୁଣା ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଏହି କ୍ରିକେଟର୍‌

ଲର୍ଡସ,୩।୬: ନ୍ୟୁଜିଲ୍ୟାଣ୍ଡର ଓପନର୍‌ ଡେଭନ କନୱେ ଇତିହାସ ସୃଷ୍ଟି କରିଛନ୍ତି। ସେ ଗାଙ୍ଗୁଲିଙ୍କ ୨୫ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଛନ୍ତି। ୮୪ ତମ ଓଭରର ଚତୁର୍ଥ...

ପ୍ରଧାନମନ୍ତ୍ରୀଙ୍କ ପାଖରେ ପହଞ୍ଚିଲା ଏହି କ୍ରିକେଟର୍‌ଙ୍କ ମାମଲା

ଲଣ୍ଡନ,୮।୬: ଇଂଲଣ୍ଡ ପେସର୍‌ ଓଲି ରବିନ୍‌ସନ୍‌ ବିବାଦୀୟ ଟୁଇଟ୍‌ ପ୍ରସଙ୍ଗ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ନିକଟରେ ପହଞ୍ଚିଛି। ଜନସନ ତାଙ୍କ କ୍ରୀଡ଼ା ମନ୍ତ୍ରୀଙ୍କ ମନ୍ତବ୍ୟକୁ...

ଲେକ୍‌ରେକ୍‌ଙ୍କୁ ପୋଲ୍‌ ପୋଜିଶନ

ବାକୁ, ୬ା୬ (ଏପି)-ଆଜରବୈଜାନ ଫର୍ମୁଲାଓ୍ବାନ ଗ୍ରାଁ ପ୍ରି ପାଇଁ ଶନିବାର ଅନୁଷ୍ଠିତ କ୍ୱାଲିଫାଇଂ ରେସ୍‌ରେ ଫେରାରିର ଚାଲର୍‌ସ ଲେକ୍‌ରେକ୍‌ ପୋଲ୍‌ ପୋଜିଶନ ହାସଲ କରିଛନ୍ତି। ଫଳରେ...

କୋପା ଆମେରିକା ଫୁଟ୍‌ବଲ: ଆର୍ଜେଣ୍ଟିନା- ଚିଲି ମ୍ୟାଚ୍‌ ଡ୍ର

ରିଓ ଡି ଜାନେଇରୋ,୧୬।୬(ଏପି): ଦକ୍ଷିଣ ଆମେରିକାର ସର୍ବବୃହତ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟ କୋପା ଆମେରିକାରେ ଲିଓନେଲ ମେସିଙ୍କ ଆର୍ଜେଣ୍ଟିନା ଡ୍ର’ରୁ ଅଭିଯାନ ଆରମ୍ଭ କରିଛି। ମେସିଙ୍କ ଜବରଦସ୍ତ...

ଏକଦା ରାଗିକରି ବିସିସିଆଇକୁ କରିଥିଲେ କଟାକ୍ଷ; ଏବେ ଶ୍ରୀଲଙ୍କା ଗସ୍ତ ଲାଗି ଘୋଷିତ ଦଳରେ ମିଳିଲାନି ସୁଯୋଗ, ନିରାଶ ହୋଇ…

ନୂଆଦିଲ୍ଲୀ,୧୧।୬: ବିସିସିଆଇ ପକ୍ଷରୁ ଶ୍ରୀଲଙ୍କା ବିପକ୍ଷ ସୀମିତ ଓଭର କ୍ରିକେଟ ସିରିଜ ନେଇ ଗୁରୁବାର ୨୦ ଜଣିଆ ଭାରତୀୟ ଟିମ୍‌ର ଘୋଷଣା କରାଯାଇଥିଲା। ଅନେକ ଯୁବ...

କୋପା ଆମେରିକା ଫୁଟ୍‌ବଲ : ବ୍ରାଜିଲ- ଭେନିଜୁଏଲା ଉଦ୍‌ଘାଟନୀ ମ୍ୟାଚ୍‌

ବ୍ରାସିଲିଆ,୧୩।୬: ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ଫୁଟ୍‌ବଲ ଟୁର୍ନାମେଣ୍ଟ ବିବେଚିତ ହେଉଥିବା କୋପା ଆମେରିକା ରବିବାରଠାରୁ ଆରମ୍ଭ ହେବ। ଦକ୍ଷିଣ ତଥା ଲାଟିନ ଆମେରିକାର ସର୍ବଶ୍ରେଷ୍ଠ ଫୁଟ୍‌ବଲ...

ଭାରତୀୟ ପେସରଙ୍କ ନାମରେ ପ୍ରଥମ ସେସନ

ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲର ୫ମ ଦିନରେ ପ୍ରଥମ ସେସନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ପେସରଙ୍କ ନାମରେ ରହିଛି। ଖେଳ ଆରମ୍ଭ ହେବାର...

ସାଉଥାମ୍ପଟନରେ ପହଞ୍ଚିଲା ଟିମ୍‌ ଇଣ୍ଡିଆ

ଲଣ୍ଡନ, ୩।୬:ଆସନ୍ତା ୧୮ ତାରିଖରେ ସାଉଥାମ୍ପଟନର ଏଜେସ ବାଉଲ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ଖେଳିବା ପାଇଁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଟୋକିଓ ଅଲିମ୍ପିକ୍ସ: ମନପ୍ରୀତ ଅଧିନାୟକ, ହରମନପ୍ରୀତଙ୍କୁ ମଧ୍ୟ ଉପଅଧିନାୟକ ଦାୟିତ୍ୱ: ବୀରେନ୍ଦ୍ର ଉପଅଧିନାୟକ
Next Post Next post:
ଏହି ଅଭିନେତ୍ରୀ ବିବାହ କରନ୍ତୁ ବୋଲି ଚାହୁଁ ନ ଥିଲେ ବାପା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts