E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ

୨୧ରୁ ସ୍କୁଲପିଲାଙ୍କୁ ୟୁଟ୍ୟୁବ୍‌ ଲାଇଭ୍‌ କ୍ଲାସ୍‌
12:28 pmJune 10, 2021

ଭୁବନେଶ୍ୱର, ୧୦ା୬(ବ୍ୟୁରୋ): ଆସନ୍ତା ୨୧ ତାରିଖରୁ ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୟୁଟ୍ୟୁବ୍‌ ଲାଇଭ୍‌ କ୍ଲାସ୍‌ ଆରମ୍ଭ ହେବ। ଖୋର୍ଦ୍ଧା, ବଲାଙ୍ଗୀର, କଟକ, କେନ୍ଦ୍ରାପଡ଼ା, ଗଞ୍ଜାମ, କୋରାପୁଟ, ପୁରୀ, ଢେଙ୍କାନାଳ, ସୁନ୍ଦରଗଡ଼, ନୟାଗଡ଼, ଭଦ୍ରକ, ବାଲେଶ୍ୱର, ସମ୍ବଲପୁର ଆଦି ୧୩ ଜିଲାରେ ଏହି କ୍ଲାସ୍‌ ହେବ। ଏଥିପାଇଁ କ୍ଲାସ୍‌ରୁମ୍‌ ପ୍ରସ୍ତୁତ ରଖିବା ପାଇଁ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭୂପେନ୍ଦ୍ର ସିଂ ପୁନିଆ ବୁଧବାର ଏହି ସମସ୍ତ ଜିଲାର ଜିଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଛନ୍ତି। କ୍ଲାସ୍‌ ରୁମ୍‌ କିପରି ପ୍ରସ୍ତୁତ ହେବ ସେ ନେଇ ମଧ୍ୟ ଚିଠିରେ ଦର୍ଶାଯାଇଛି। କ୍ଲାସ୍‌ ରୁମ୍‌ର କାନ୍ଥ ଧଳା ରଙ୍ଗର ହେବା ସହିତ ଉପଯୁକ୍ତ ଲାଇଟ୍‌ର ବ୍ୟବସ୍ଥା, ଏସି କିମ୍ବା ଅତି କମ୍‌ରେ ସିଲିଂ ଫ୍ୟାନ୍‌ ଲଗାଯାଇଥିବା ଦରକାର। ସେହିପରି କମ୍ପ୍ୟୁଟର କିମ୍ବା ଲାପ୍‌ଟପ୍‌, ଦୁଇଟି କ୍ୟାମେରା, ଲାପଲ ମାଇକ୍ରୋଫୋନ, କ୍ୟାମେରା ଷ୍ଟାଣ୍ଡ୍‌ ଇତ୍ୟାଦି ପ୍ରସ୍ତୁତ ରଖିବାକୁ କୁହାଯାଇଛି। ତେବେ ୧୭ ତାରିଖ ସୁଦ୍ଧା କ୍ଲାସ୍‌ ରୁମ୍‌ ପ୍ରସ୍ତୁତ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଫଳରେ ଏହି ଭର୍ଚୁଆଲ କ୍ଲାସ୍‌ ସହଜରେ ପରିଚାଳିତ ହେବ ଏବଂ ପୂର୍ବରୁ ଟ୍ରାଏଲ୍‌ ମଧ୍ୟ ହୋଇପାରିବ ବୋଲି ଚିଠିରେ ଉଲ୍ଲେଖ କରାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ View All

ରାଜ୍ୟରେ ୮ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୮ହଜାର ରହିଛି ଆକ୍ରାନ୍ତଙ୍କ ସଂଖ୍ୟା ବୁଧବାର...

ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୩ ଜୀବନ

ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୩ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୧୨୩ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର...

ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତ ଅଛୁ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ରାଜ୍ୟରେ ନକଲି ଔଷଧ କାରବାରକୁ କୌଣସି ପ୍ରକାର ବରଦାସ୍ତ କରାଯିବ ନାହିଁ। ଯେଉଁମାନେ ଏଥିରେ ସମ୍ପୃକ୍ତ ଥିବେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ...

ଆଜି ରାଜ୍ୟରୁ ୩୦୩୧ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ସୋମବାର ରାଜ୍ୟରୁ ୩୦୩୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୮୦,୫୩୩ରେ ପହଞ୍ଚିଥିବା ରାଜ୍ୟ ସୂଚନା...

ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ ଗୁରୁତର

କଟକ ଅଫିସ,୮।୬: କରୋନାରେ ଆକ୍ରାନ୍ତ ହୋଇ କଟକ ଅଶ୍ୱିନୀ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର ରହିଛି। ଉନ୍ନତ ଚିକିତ୍ସା...

୪ ବର୍ଷର ପୁରୁଣା ଦାବି ଏବେ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ନିକଟରେ କେନ୍ଦ୍ର ସରକାର ଧାନ ସମେତ ୧୪ଟି ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ବୃଦ୍ଧି କରିଛନ୍ତି। ସାଧାରଣ ଧାନର କୁଇଣ୍ଟାଲ ପିଛା ଏମ୍‌ଏସ୍‌ପି...

ଜୁଲାଇ ୩୧ ସୁଦ୍ଧା ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ କରିବାକୁ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୨୪।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ୨୧ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ରଦ୍ଦ କରାଯାଇଛି। ତେବେ ୬ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷା...

ଗୋଧୂଳି ଲଗ୍ନରେ ଦେବଦମ୍ପତିଙ୍କ ମନ୍ଦିର ପ୍ରବେଶ

ସମ୍ବଲପୁର,୧୭ା୬(ବ୍ୟୁରୋ): ସାତଦିନ ଧରି ଚାଲିଥିବା ପ୍ରସିଦ୍ଧ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା ଗୁରୁବାର ଶେଷ ହୋଇଛି। ନବବିବାହିତ ଶିବପାର୍ବତୀଙ୍କୁ ପଣ୍ଡିତମାନେ ମହାଆଳତି କରିଥିଲେ। ଘଣ୍ଟ, ଶଙ୍ଖ, ହରିବୋଳ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରେକର୍ଡ ନିଶାରେ ଦିବ୍ୟଜ୍ୟୋତି
Next Post Next post:
ଆଉ ୩ ସ୍ଥାନରେ ଡ୍ରାଇଭ୍‌ ଇନ୍‌ ଭାକ୍ସିନେଶନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts