ନୂଆଦିଲ୍ଲୀ,୧୮ା୬: ଜାମ୍ବିଆର ପ୍ରଥମ ରାଷ୍ଟ୍ରପତି କେନେଥ୍ କଉଣ୍ଡାଙ୍କ ପରଲୋକ ହୋଇଯାଇଛି। ଜାମ୍ବିଆ ରାଷ୍ଟ୍ରପତି ଏଡ୍ଗାର ଲୁଙ୍ଗା ଫେସ୍ବୁକ୍ରେ ଏହି ସୂଚନା ଦେଇଛନ୍ତି। ଆଫ୍ରିକୀୟ ସ୍ବାଧୀନତା ଆନ୍ଦୋଳନ ପାଇଁ ଉପନିବେଶବାଦ ବିରୋଧରେ ଲଢ଼ିଥିବା ନେତା କେନେଥ୍ଙ୍କୁ ୯୭ ବର୍ଷ ହୋଇଥିଲା। ସେ ୧୯୬୪ରୁ ୧୯୯୧ ପର୍ଯ୍ୟନ୍ତ ରାଷ୍ଟ୍ରପତି ହୋଇଥିଲେ। ତାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଶୋକ ବ୍ୟକ୍ତ କରିଛନ୍ତି। କେନେଥ୍ ଭାରତର ଜଣେ ଉତ୍ତମ ବନ୍ଧୁ ଏବଂ ନନ୍-ଏଲାଇନ୍ଡ ମୁଭ୍ମେଣ୍ଟର ଅଗ୍ରଦୂତ ଥିଲେ ବୋଲି ସୋନିଆ କହିଛନ୍ତି।
Posted inଅନ୍ତର୍ଜାତୀୟ View All
ଭାରତୀୟ ସାମଗ୍ରୀ ଉପରେ ଶୁଳ୍କ ବଢ଼ାଇବୁ
ନୂଆଦିଲ୍ଲୀ,୭।୬: ଭାରତ ବିରୋଧରେ ଆମେରିକାର ଟାରିଫ୍ ଯୁଦ୍ଧକୁ ରାଷ୍ଟ୍ରପତି ଜୋ ବାଇଡେନ୍ ପୁଣିଥରେ ବଢ଼ାଇଛନ୍ତି। ଭାରତରୁ ଆମେରିକା ଆମଦାନୀ କରୁଥିତ୍ବା ଚିଙ୍ଗୁଡ଼ି, ବାସମତି ଚାଉଳଠାରୁ ଆରମ୍ଭ...
ଜି ୭ର ଗ୍ଲୋବାଲ୍ ଇନ୍ଫ୍ରା ପ୍ଲାନ୍
କାର୍ବିିସ ବେ (ବ୍ରିଟେନ), ୧୩।୬: ଚାଇନାର ବେଲ୍ଟ ଆଣ୍ଡ ରୋଡ୍ ଭିତ୍ତିଭୂମି ପ୍ରକଳ୍ପକୁ ଜି୭ ରାଷ୍ଟ୍ରଗୋଷ୍ଠୀ ପକ୍ଷରୁ ବିରୋଧ କରାଯାଇଛି। ଶନିବାର ଏଠାରେ ଅନୁଷ୍ଠିତ ଜି୭...
ପୁଅ ବାହା ହେବାକୁ ମନା କରିବାରୁ ମା-ବାପା ନେଲେ ଏମିତି ଚରମ ପଦକ୍ଷେପ, ଜାଣିଲେ ହେବେ ଆଶ୍ଚର୍ଯ୍ୟ
ତେହେରାନ,୯ା୬: ଇରାନରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏକ ବୃଦ୍ଧ ଦମ୍ପତି ତାଙ୍କର ୪୭ ବର୍ଷୀୟ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ଜଣକ ଫିଲ୍ମନିର୍ମାତା...
ଗେଟ୍ସ ଫାଉଣ୍ଡେଶନରୁ ଓ୍ବାରେନ୍ଙ୍କ ଇସ୍ତଫା
ଓ୍ବାଶିଂଟନ୍, ୨୪ା୬: ମାଇକ୍ରୋସଫ୍ଟ ସହପ୍ରତିଷ୍ଠାତା ବିଲ୍ ଗେଟ୍ସ ଓ ମେଲିଣ୍ଡା ଫ୍ରେଞ୍ଚ ଗେଟ୍ସ ଗତ ମାସରେ ଛାଡ଼ପତ୍ର ଘୋଷଣା କରିବା ପରେ ବିଶ୍ୱର ସର୍ବବୃହତ୍ ଦାତବ୍ୟ...
କେହି କାହାର ଚିର ଶତ୍ରୁ ନୁହନ୍ତି କି ମିତ୍ର ନୁହନ୍ତି: ବାଇଡେନ
ଓ୍ବାଶିଂଟନ,୧୬ା୬: ଅନ୍ତର୍ଜାତୀୟ ରାଜନୀତିରେ ସମ୍ପର୍କକୁ ନେଇ ଏକ ପ୍ରବାଦ ଅଛି ଯେ ‘କେହି କାହାର ସ୍ଥାୟୀ ବନ୍ଧୁ ନୁହନ୍ତି କିମ୍ବା ସ୍ଥାୟୀ ଶତ୍ରୁ ନୁହନ୍ତି’। ଆମେରିକାର...
ବସ୍-ବନ୍ଦ ଘରେ କରୋନା ସଂକ୍ରମଣ ଆଶଙ୍କା ଅଧିକ…
ଲଣ୍ଡନ/ନୂଆଦିଲ୍ଲୀ,୩।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ସଂକ୍ରମଣ କେଉଁଠି ଅଧିକ ହୋଇଥାଏ ସେ ନେଇ ଏକ ରିପୋର୍ଟ...
୧୬୦ ବର୍ଷ ପରେ ଦ୍ୱୀପ ଫେରିପାଇଲେ
ଓ୍ବାଶିଂଟନ୍, ୬ା୬: ୟୁରୋପୀୟମାନଙ୍କ ସହିତ ପ୍ରଥମେ ଯୋଗାଯୋଗ ସ୍ଥାପନ କରିବାରେ ଆମେରିକୀୟ ଗୋଷ୍ଠୀଙ୍କ ମଧ୍ୟରୁ ଅନ୍ୟତମ ପାସାମାକୋଡି ଉପନିବେଶବାଦୀଙ୍କ ଚକ୍ରାନ୍ତର ଶିକାର ହୋଇଥିଲେ। ଧୀରେ ଧୀରେ...
ଚାଇନା ଭାକ୍ସିନ ଲଗାଇବା ଏହି ଦେଶକୁ ପଡ଼ିଲା ଭାରି, ସାମ୍ନାକୁ ଆସିଲା ସତ
ଓ୍ବାଶିଂଟନ,୪ା୬: ବାହାରେନ୍ ଏବଂ ସେଚେଲ୍ସ ଦେଶ ଚାଇନା ଭାକ୍ସିନ ସିନୋଭାକ୍ ଏବଂ ସିନୋଫର୍ମକୁ ଅଧିକାଂଶ ନାଗରିକଙ୍କୁ ପ୍ରଦାନ କରିଛନ୍ତି। ଏହା ସତ୍ତ୍ୱେ କରୋନା ସଂକ୍ରମଣ ମାମଲା...


