E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

ପରଲୋକରେ ଜାମ୍ବିଆର ପ୍ରଥମ ରାଷ୍ଟ୍ରପତି
10:07 pmJune 18, 2021

ନୂଆଦିଲ୍ଲୀ,୧୮ା୬: ଜାମ୍ବିଆର ପ୍ରଥମ ରାଷ୍ଟ୍ରପତି କେନେଥ୍‌ କଉଣ୍ଡାଙ୍କ ପରଲୋକ ହୋଇଯାଇଛି। ଜାମ୍ବିଆ ରାଷ୍ଟ୍ରପତି ଏଡ୍‌ଗାର ଲୁଙ୍ଗା ଫେସ୍‌ବୁକ୍‌ରେ ଏହି ସୂଚନା ଦେଇଛନ୍ତି। ଆଫ୍ରିକୀୟ ସ୍ବାଧୀନତା ଆନ୍ଦୋଳନ ପାଇଁ ଉପନିବେଶବାଦ ବିରୋଧରେ ଲଢ଼ିଥିବା ନେତା କେନେଥ୍‌ଙ୍କୁ ୯୭ ବର୍ଷ ହୋଇଥିଲା। ସେ ୧୯୬୪ରୁ ୧୯୯୧ ପର୍ଯ୍ୟନ୍ତ ରାଷ୍ଟ୍ରପତି ହୋଇଥିଲେ। ତାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଶୋକ ବ୍ୟକ୍ତ କରିଛନ୍ତି। କେନେଥ୍‌ ଭାରତର ଜଣେ ଉତ୍ତମ ବନ୍ଧୁ ଏବଂ ନନ୍‌-ଏଲାଇନ୍‌ଡ ମୁଭ୍‌ମେଣ୍ଟର ଅଗ୍ରଦୂତ ଥିଲେ ବୋଲି ସୋନିଆ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

ଆଇଜାକ୍‌ ହର୍‌ଜୋଗ୍‌ ଇସ୍ରାଏଲ ରାଷ୍ଟ୍ରପତି

ଜେରୁଜେଲମ, ୩ା୬: ଇସ୍ରାଏଲରେ ବୁଧବାର ଅନୁଷ୍ଠିତ ରାଷ୍ଟ୍ରପତି ନିର୍ବାଚନରେ ଅଭିଜ୍ଞ ରାଜନେତା ଆଇଜାକ୍‌ ହର୍‌ଜୋଗ୍‌ ବିଜୟୀ ହୋଇଛନ୍ତି। ଇସ୍ରାଏଲ ପାର୍ଲାମେଣ୍ଟ ‘ନେସେଟ୍‌’ରେ ୧୨୦ ଜଣ ସଦସ୍ୟ...

ଆମେରିକାରୁ କରୋନା ଭୂତାଣୁ ଉତ୍ପତ୍ତି, କହିଲା ଚାଇନା…

ଓ୍ବାଶିଂଟନ/ବେଜିଂ,୧୭।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ କରୋନା ଭୂତାଣୁର ଉତ୍ପତ୍ତି ନେଇ ଆମେରିକା ଏବଂ ଚାଇନା ମୁହାଁମୁହିଁ ହୋଇଛନ୍ତି।...

ଭାକ୍ସିନ୍‌ ନ ନେଲେ ମୋବାଇଲ୍‌ ସିମ୍‌ କାର୍ଡ ହେବ ବ୍ଲକ୍‌, କଡ଼ା ନିର୍ଦ୍ଦେଶ ଜାରି କଲେ ସରକାର…

କରାଚି,୨୨।୬: କରୋନା ମହ।ମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ପାକିସ୍ତାନର...

ପୁଅ ବାହା ହେବାକୁ ମନା କରିବାରୁ ମା-ବାପା ନେଲେ ଏମିତି ଚରମ ପଦକ୍ଷେପ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ତେହେରାନ,୯ା୬: ଇରାନରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏକ ବୃଦ୍ଧ ଦମ୍ପତି ତାଙ୍କର ୪୭ ବର୍ଷୀୟ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ଜଣକ ଫିଲ୍ମନିର୍ମାତା...

ମିଳିଲା ତୃତୀୟ ବୃହତ୍‌ ହୀରା

ଗାବୋରୋନେ,୧୭।୬: ଦକ୍ଷିଣ ଆଫ୍ରିକୀୟ ଦେଶ ବୋଟ୍‌ସ୍ବାନାରେ ମିଳିଛି ବିଶ୍ୱର ୩ ବୃହତ୍ତମ ହୀରା। ଏପର୍ଯ୍ୟନ୍ତ ଏହାର ନାମକରଣ ହୋଇ ନାହିଁ। ୧,୦୯୮ କ୍ୟାରେଟ୍‌ର ଏହି ହୀରା...

ଫାଇଜର-ମର୍ଡେନା ଭାକ୍ସିନ୍‌କୁ ନେଇ ଆତଙ୍କ, ଯୁବବର୍ଗଙ୍କଠାରେ ସୃଷ୍ଟି ହେଉଛି ହାର୍ଟ ସମସ୍ୟା …

ଓ୍ବାଶିଂଟନ,୨୪।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ବିଭିନ୍ନ ଦେଶରେ ସାର୍ବଜନୀକ ଭାକ୍ସିନ୍‌...

ଇସ୍ତଫା ଦେଲେଣି ୮ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୩।୬ : ବିଭିନ୍ନ ଦେଶରେ କୋଭିଡ୍‌ ପରିଚାଳନାଗତ ତ୍ରୁଟି ପାଇଁ ଗତ ୫ ମାସ ମଧ୍ୟରେ ୮ ସ୍ବାସ୍ଥ୍ୟମନ୍ତ୍ରୀ ଇସ୍ତଫା ଦେଇସାରିଲେଣି। ଇକୁଏଡର ସ୍ବାସ୍ଥ୍ୟମନ୍ତ୍ରୀ...

ଚାଇନାକୁ ଘେରିଲା ଡବ୍ଲ୍ୟୁଏଚ୍‌ଓ: କରୋନା ନମୁନା ନଷ୍ଟ କରୁଥିବା ଅଭିଯୋଗ…

ଜେନେଭା/ବେଜିଂ,୯।୬: କରୋନା ମହାମାରୀ ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନା ଏବେ ହରଡ଼ଘଣାରେ ପଡ଼ିଛି। ଏବେ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ଚାଇନାକୁ ଘେରିଛି। କରୋନା ନମୁନା ସହିତ ଏସମ୍ପର୍କିତ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସୋନିଆଙ୍କୁ ଭେଟିଲେ ଷ୍ଟାଲିନ
Next Post Next post:
ସ୍ବାମୀଙ୍କ ଉପରେ ଚାଲିଛି ସ୍ତ୍ରୀର ହତ୍ୟା ମାମଲା, ୮ ମାସ ପରେ ପ୍ରେମିକଙ୍କ ଘରୁ ମିଳିଲେ ମହିଳା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts